ବାଲେଶ୍ୱର

କୁଲଡ଼ିହାରେ ବନ୍ୟଜନ୍ତୁ ଅସୁରକ୍ଷିତ : ୩ କୁକୁର ଆକ୍ରମଣରେ ହରିଣ ମୃତ

ସଜନାଗଡ଼, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଥିବା କୁଲଡିହା ଅଭୟାରଣ୍ୟରେ ବନ୍ୟପ୍ରାଣୀ ଏବେ ଅସୁରକ୍ଷିତ ହୋଇପଡିଛନ୍ତି। ଶୁକ୍ରବାର କୁଲଡିହା ଅଭୟାରଣ୍ୟ ଅଧୀନ ତଥା ହାତୀଖୁଲିଆ-କୁନ୍ଦୁଡ଼ି ରାସ୍ତାରେ ୩ଟି…

7 years ago

ନଳକୂପରୁ ବାହାରୁଛି ଲୁଣାପାଣି : ପାନୀୟ ଜଳ ପାଇଁ ବିଡିଓଙ୍କୁ ଘେରିଲେ ମହିଳା

ବାସୁଦେବପୁର, ୨୯।୬ (ଡି.ଏନ.ଏ.) - ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତ ତେନ୍ତୁଳିଆଡିଆ ଗ୍ରାମ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଏହି ଗ୍ରାମବାସୀ ପାନୀୟ ଜଳ…

7 years ago

ବଡ଼ବିଲ କୋର୍ଟରେ ଯୋଗଦେଲେ ନୂତନ ଜେଏମ୍‌ଏଫ୍‌ସି

ବଡ଼ବିଲ,୨୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ସିଭିଲ ଜଜ୍‌ କମ୍‌ ଜେଏମ୍‌ଏଫ୍‌ସି(ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ) କୋର୍ଟରେ ଗତ ୨୩ ତାରିଖରୁ ଖାଲିପଡ଼ିଥିବା ମାଜିଷ୍ଟ୍ରେଟ ପଦବୀ ଶନିବାର ପୂରଣ…

7 years ago

ରାଜପଥରେ ଜଳିଗଲା ଟ୍ରକ କ୍ୟାବିନ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ହେଲପର

ବଡ଼ବିଲ,୨୯ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲାର ନାଲଦା ୧୦ ନମ୍ବର ରାଜ୍ୟ ରାଜପଥରେ ଶନିବାର ଅପରାହ୍ନରେ ଏକ ଟ୍ରକର କ୍ୟାବିନ୍‌ ଜଳିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ବେଲକୁଣ୍ଡିଠାରେ ଠିଆ…

7 years ago

ଗୃହ କାର୍ଯ୍ୟାଦେଶ ଆବଣ୍ଟନ ବେଳେ ଉତ୍ତେଜନା: ସରପଞ୍ଚମାନଙ୍କ ଧାରଣା

ଆନନ୍ଦପୁର,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବାକେନ୍ଦ୍ର ସଭାଗୃହରେ ଶନିବାର ପୂର୍ବାହ୍ନରେ ଗ୍ରାମାଞ୍ଚଳ ଗୃହ କାର୍ଯ୍ୟାଦେଶ ଆବଣ୍ଟନ ନିମନ୍ତେ ଏକ ବୈଠକ…

7 years ago

ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍‌, ଜାଣିବା ପରେ ସଜ୍ଞାହୀନ ହେଲେ ବ୍ୟବସାୟୀଙ୍କ ସହଯୋଗୀ

ଢେଙ୍କିକୋଟ,୨୯।୬(ଡି.ଏନ୍‌.ଏ.): ଢେଙ୍କିକୋଠ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ ସାପ୍ତାହିକ ହାଟରୁ ଶନିବାର ପୂର୍ବାହ୍ନରେ ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକିରୁ ଅଢ଼େଇ ଲକ୍ଷ ଟଙ୍କା ଲୁଟ ହୋଇଛି। ବ୍ୟବସାୟୀ ମକରନ୍ଦ…

7 years ago

ପରିବା କିଣିବାକୁ ଆସି ହାଇଓ୍ବା ତଳେ ଜୀବନ ଗଲା

ଭଦ୍ରକ ଅଫିସ,୨୯।୬: ଭଦ୍ରକ ବାଇପାସ୍‌ ବଜାରରେ ଶନିବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ସହର ଗୋପବନ୍ଧୁ ନଗରର…

7 years ago

ଶୋଇଥିବା ବେଳେ ମସାରି ସହ ଶିଶୁପୁତ୍ରକୁ କାମୁଡ଼ି ନେଲା ଶିଆଳ: ଗୁରୁତର ଅବସ୍ଥାରେ ଉଦ୍ଧାର, ଭଦ୍ରକ ମେଡିକାଲରେ ଚାଲିଛି ଚିକିତ୍ସା

ଭଦ୍ରକ ଅଫିସ,୨୯।୬: ଶିଆଳ କାମୁଡ଼ାରେ ଶନିବାର ଜଣେ ଚାରି ମାସର ଶିଶୁପୁତ୍ର ଗୁରୁତର ହୋଇଛି। ସେ ହେଲେ ବାସୁଦେବପୁର ପୌରପାଳିକା ବାଲିନଗର ଗ୍ରାମର ବଳରାମ ଗିରୀଙ୍କ ପୁଅ…

7 years ago

ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ…

7 years ago

ଯୋଡ଼ା ନାବାଳିକା ଗଣବଳାତ୍କାର ଘଟଣା:‘ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅ’

କେନ୍ଦୁଝର,୨୯।୬ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ପଣସଗୋଡ଼ା ଅଞ୍ଚଳରେ ନାବାଳିକା ଗଣବଳତ୍କାର ଘଟଣା ନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତନାଘନା ଚଳାଇଛନ୍ତି।…

7 years ago