ବାଲେଶ୍ୱର

ସମସ୍ୟାରେ ସିମୁଳିଆ ଉପଡାକ କାର୍ଯ୍ୟାଳୟ :୭ ଦିନ ମଧ୍ୟରେ ପ୍ରତିକାର ପାଇଁ ପ୍ରତିଶ୍ରୁତି

ସିମୁଳିଆ, ୨୨।୬(ଡି.ଏନ.ଏ.)-ସରକାର ଡାକସେବା ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ତେବେ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଷ୍ଟେଶନ ବଜାରରେ ଥିବା ମୁଖ୍ୟ ଉପଡାକଘରେ…

7 years ago

ଏମ୍‌ସ୍‌ ପିଜି ଏଣ୍ଟ୍ରାନ୍ସ: ସର୍ବଭାରତୀୟ ର଼୍ୟାଙ୍କରେ ରଞ୍ଜନ ଦ୍ୱିତୀୟ

ଜଳେଶ୍ୱର, ୨୨।୬(ଡି.ଏନ.ଏ) -ଏମ୍‌ସ ପିଜି ଏଣ୍ଟ୍ରାନ୍ସରେ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମହମ୍ମଦନଗରପାଟଣା ଗ୍ରାମର ଡା.ରଞ୍ଜନ ମୋହନ କୁମାର ସାହୁ ସର୍ବଭାରତୀୟ ର଼୍ୟାଙ୍କରେ ଦ୍ୱିତୀୟ ସ୍ଥାନ ଅଧିକାର…

7 years ago

ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ

ଭଦ୍ରକ ଅଫିସ, ୨୧।୬ - ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍‌ ପ୍ରଣତି…

7 years ago

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ ଯୋଗର…

7 years ago

ବିଭିନ୍ନ ଅବ୍ୟବସ୍ଥାରେ ଡାଏଲିସିସ ଓ୍ବାର୍ଡ

କେନ୍ଦୁଝର, ୨୧ା୬ (ସ୍ବ.ପ୍ର.)-କିଡନୀ ରୋଗୀଙ୍କୁ ମାଗଣା ଡାଇଲିସିସ ସୁବିଧା ଦେବା ସରକାର କେନ୍ଦୁଝର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଡାଇଲିସିସି ଓାର୍ଡ ଖୋଲିଛନ୍ତି। ୧୦ ବେଡ ବିଶିଷ୍ଟ ଏହି…

7 years ago

ସ୍ବଚ୍ଛ ଭାରତ ମିଶନ: ସରିଛି ୭୩.୨୫ ପ୍ରତିଶତ ଶୌଚାଳୟ ନିର୍ମାଣ: ଜୁଲାଇ ୨୦ ସୁଦ୍ଧା ଅବଶିଷ୍ଟ ସାରିବାକୁ ଲକ୍ଷ୍ୟ

ବନ୍ତ, ୨୧।୬ (ସ୍ବ.ପ୍ର.) - ପରିବେଶ ସ୍ବଚ୍ଛତା ସହିତ ଖୋଲାରେ ଶୌଚ ନ ହେବା ପାଇଁ କେନ୍ଦ୍ର ସରକାର ୨୦୧୬ ଅ୍ରକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ସ୍ବଚ୍ଛ…

7 years ago

ମୃତ୍ୟୁଠୁ ବଳିଯାଇଛି ଯନ୍ତ୍ରଣା

ଭଦ୍ରକ ଅଫିସ, ୨୧।୬ - ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାହାଞ୍ଜ ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାକୁ ଏହା ମଧ୍ୟରେ ୧୧ ମାସ ବିତିଗଲାଣି।…

7 years ago

ଭୁଲ୍‌ ଜାତିଗତ ପ୍ରମାଣପତ୍ର ଦାଖଲ ଅଭିଯୋଗ: ସୋର ବିଧାୟକଙ୍କ ନାମରେ ହାଇକୋର୍ଟରେ ମାମଲା

ସୋର, ୨୧।୬(ଡି.ଏନ.ଏ.)- ଭୁଲ୍‌ ଜାତିଗତ ପ୍ରମାଣପତ୍ର ପ୍ରଦାନ ଏବଂ ନିର୍ବାଚନୀ ସତ୍ୟପାଠରେ ନିର୍ଦ୍ଦିଷ୍ଟ କଲମ ଫାଙ୍କା ଛାଡ଼ିବା ଘଟଣା ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ପୁଣି ଥରେ…

7 years ago

ବାଲିଆପାଳର ପରିବା ଚାଷୀ ନିରୁତ୍ସାହିତ

ବାଲିଆପାଳ, ୨୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳର ପନିପରିବା ଚାଷୀ ପ୍ରାକୃତିକ ବିପର୍ଯ୍ୟୟ, ଅଭାବୀ ବିକ୍ରି ଓ ଶୀତଳଭଣ୍ଡାର ଅଭାବ ଆଦି କାରଣରୁ କ୍ରମେ ଚାଷ ଛାଡିବାକୁ ବସିଲେଣି।…

7 years ago

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) - ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର ମଧ୍ୟାହ୍ନରେ…

7 years ago