ବାଲେଶ୍ୱର

ସ୍ବାମୀଙ୍କ ଚିହ୍ନା କହି ମହିଳାଙ୍କଠୁ ଲୁଟ୍‌

ଭଦ୍ରକ ଅଫିସ, ୨।୬ - ସ୍ବାମୀଙ୍କ ଚିହ୍ନା କହି ଜଣେ ଯୁବକ ମହିଳାଙ୍କଠାରୁ ୫୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ଭଦ୍ରକ ଟାଉନ ଥାନାରେ ଅଭିଯୋଗ…

7 years ago

ଶିଖାଇଲେ, ନିଜେ ଶିଖିଲେନି : ୩୫ ପ୍ରତିଶତ ପୋଷ୍ଟାଲ ଭୋଟ ନାକଚ

ଭଦ୍ରକ ଅଫିସ, ୨।୬ - ପ୍ରତି ନିର୍ବାଚନରେ ପୋଷ୍ଟାଲ ଭୋଟକୁ ଅଧିକ ଗୁରୁତ୍ୱ ଦିଆଯାଇଥାଏ। ଚଳିତ ସାଧାରଣ ନିର୍ବାଚନରେ ଭଦ୍ରକ ଜିଲାର ସଂସଦୀୟ କ୍ଷେତ୍ରରେ ୩୫ ପ୍ରତିଶତ…

7 years ago

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ

ବାହାନଗା, ୧।୬(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତର କହଁରାଗୋହିରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ ନାୟକ(୯୫)ଙ୍କ ଶନିବାର ସକାଳେ ପରଲୋକ ହୋଇଛି। ସେ ଦୀର୍ଘଦିନ ହେଲା ଆଜମ୍।…

7 years ago

ସରିଲା ଜଉକଣ୍ଢେଇ ବାହାଘର : ବରଘର ପକ୍ଷରୁ ‘ରକ୍ତ ଦେବି ଜୀବନ ବଞ୍ଚାଇବି’ କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୧।୬-ବାଲେଶ୍ୱରର ଲୋକପର୍ବ ଜଉକଣ୍ଡେଇ ବାହାଘର ଉତ୍ସବ କମିଟି ପକ୍ଷରୁ ସମ୍ପନ୍ନ ହୋଇଛି। କନ୍ୟା ଟୁସୁକୁ ଧରି ବର ଶଙ୍କର ଗାନ୍ଧୀ ସ୍ମୃତିଭବନସ୍ଥିତ ଘରେ ପହଞ୍ଚତ୍ଛନ୍ତି।…

7 years ago

ସକାଳୁଆ ଆସୁନାହାନ୍ତି କର୍ମଚାରୀ

ହାଟଡିହୀ, ୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସରକାରୀ ଅଫିସକୁ କର୍ମଚାରୀ ମାନେ ସକାଳୁ ଆସିବାର ନିୟମ ଥିଲେ ବି ତାହା ଏଠାରେ ପାଳନ ହେଉ ନ…

7 years ago

ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା

ଧାମନଗର, ୧।୬ (ଡି.ଏନ.ଏ.) - ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା…

7 years ago

କେନ୍ଦୁଝରରେ ଘନ ଘନ ବିଦ୍ୟୁତ୍‌ କାଟ: ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀସେବା ବାଧାପ୍ରାପ୍ତ, ଶୀଘ୍ର ସମାଧାନ ଦାବି

କେନ୍ଦୁଝର,୧।୬( ସ୍ବ.ପ୍ର.): ଘନ ଘନ ବିଦ୍ୟୁତ୍‌ କାଟ ଯୋଗୁ ଶନିବାର କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ଚିକିତ୍ସା ବାଧାପ୍ରାପ୍ତ ହୋଇଛି। ମେଡିକାଲରେ ଜେନେରେଟର ବ୍ୟବସ୍ଥା ଥିଲେ…

7 years ago

ରାସ୍ତାରୁ ଦଶ ଫୁଟ ତଳକୁ ଖସି ଓଲଟିଲା ଆମ୍ବୁଲାନ୍ସ

ଉଦଳା,୧।୬(ଡି.ଏନ୍‌.ଏ.): ରୋଗୀ ଆଣିବାକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ୧୦୮ ଆମ୍ବୁଲାନ୍ସ। ମୟୂରଭଞ୍ଜ ଜିଲା ଉଦଳା-କପ୍ତିପଦା ରାସ୍ତା ବାଉଁଶପାଳ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତାରୁ…

7 years ago

କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଚଢ଼ାଉ

ବାଲେଶ୍ୱର ଅଫିସ,୧।୬: ବାଲେଶ୍ୱର ସହରରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଶନିବାର ପୂର୍ବାହ୍ନରେ ଫାୟାର ସେଫ୍ଟି ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ୧୦ରୁ…

7 years ago

ବରଯାତ୍ରୀ ନେଇ ଆସିଥିବା ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ପାଟଣା,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଏରେଣ୍ଡେଇ ପଞ୍ଚାୟତ ଦହିବୁଡା ହୁଡିସାହି ବାଙ୍କ ନିକଟରେ ଶନିବାର ସକାଳେ ଏକ ଡିଜେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ…

7 years ago