ବାଲେଶ୍ୱର

ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତ ଜାରି : ଭାଙ୍ଗିଲା ୬ ଘର, ୧ ଗାଈ ମୃତ

ସଜନାଗଡ଼, ୧୫ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୪ଦିନ ହେଲା ଝାଡ଼ଖଣ୍ଡ ହାତୀପଲ ଉତ୍ପାତ ଚଳାଇଛନ୍ତି। ଏହି ପଲରେ ୨୮ଟି ହାତୀ ରହିଛନ୍ତି। ଖାଦ୍ୟ…

7 years ago

ଦ୍ରୁତଗତିରେ ଗାଡ଼ି ଚାଳନା କାଳ ହେଲା: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ

ବାଲେଶ୍ୱର ଅଫିସ/ରସାଳପୁର(ଡି.ଏନ.ଏ), ୧୪।୬-ବାଲେଶ୍ୱର ସହର ନିକଟସ୍ଥ ଚାନ୍ଦିପୁର ରାସ୍ତାରେ ଶୁକ୍ରବାର ଅପରାହ୍ନ ସାଢେ ୨ଟା ବେଳେ ଏକ ସଡକ ଦୁର୍ଘଟଣା ଘଟି ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ…

7 years ago

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର…

7 years ago

ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା

ତିହିଡ଼ି, ୧୪।୬ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ…

7 years ago

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ।…

7 years ago

ବଗଲା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ଟ୍ରାନ୍ସଫର୍ମର

ବାରିପଦା ଅଫିସ,୧୪।୬: ବାଲେଶ୍ୱର ଜିଲା ବାରିପଦା ସହରର ବଗଲା ମାର୍କେଟ ତଥା ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଶୁକ୍ରବାର ହଠାତ ନିଆଁ ଲାଗି ଯାଇଛି।…

7 years ago

୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା…

7 years ago

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ…

7 years ago

କାଠଭାଡ଼ିରୁ ୧ ନାଗୁଣୀ, ୫୫ ଅଣ୍ଡା ଉଦ୍ଧାର

ଭଣ୍ଡାରିପୋଖରୀ,୧୪।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନେରଡ଼ା ପଞ୍ଚାୟତ ଡାହାଲା ଗ୍ରାମର ସୂର୍ଯ୍ୟମଣି ରାଉତଙ୍କ ବାଡ଼ିରେ ଥିବା କାଠଭାଡ଼ିରେ ସାପ ଥିବା ଶୁକ୍ରବାର ଜଣାପଡ଼ିଥିଲା। ଖବର ଦିଆଯିବା…

7 years ago

ବନସ୍ତେ ଡାକିଲା ଗଜ…

ଉତ୍ସବ ମୁଖର କେନ୍ଦୁଝର ଆଦିବାସୀ ଅଧ୍ୟୁଷିତ କେନ୍ଦୁଝରର ସଂସ୍କୃତି ସହ ରଜ ଓତଃପ୍ରୋତ ଭାବେ ଜଡ଼ିତ। ଏଥିଲାଗି ପିଲାଠୁ ବୁଢ଼ାଯାଏ ସମସ୍ତଙ୍କ ମନରେ ଭରିଥାଏ ଉନ୍ମାଦନା।ନୂଆ ବସ୍ତ୍ର…

7 years ago