ବାଲେଶ୍ୱର

ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ହାଟଡିହୀ,୨୯ା୫(ସ୍ବ.ପ୍ର): ହାଟଡିହୀ ବ୍ଲକ ଅନ୍ତର୍ଗତ ସୁନ୍ଦରାପାଳ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ା ମୃତ ଯୁବକ ଜଣଙ୍କ…

7 years ago

ଡମ୍ପର ଧକ୍କାରେ ଅଙ୍ଗନଓ୍ବାଡି ଛାତ୍ରୀଙ୍କ ଜୀବନଗଲା

ବନ୍ତ,୨୯ା୫(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ଆଗରପଡ଼ା-କୁପାରୀ ରାସ୍ତାର କାଣ୍ଡବା ପୋଲ ନିକଟସ୍ଥ ପେଟ୍ରୋଲ ଟାଙ୍କି ଛକ ନିକଟରେ ବୁଧବାର ସକାଳ ସାଢ଼େ ୬ଟାରେ…

7 years ago

ବେଉସା ପରିବା ବିକ୍ରି, ନିଶା ପାଲା ଗାୟକ

କେନ୍ଦୁଝର, ୩୦ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ)-ପାଲା ଗାୟକ ଭାବେ ସ୍ଥାନୀୟ ଗମ୍ଭାରିଆ ଗ୍ରାମର ଉମାକାନ୍ତ ପାତ୍ର ବେଶ୍‌ ପରିଚିତ। ପାଲା ହେଉଛି ତାଙ୍କର କଳା, କିନ୍ତୁ ବେଉସା…

7 years ago

ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ: ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୯।୫ - ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି। ଏହି…

7 years ago

ବେଆଇନ ବାଲି ଚାଲାଣ:ଜେସିବି ସମେତ ୭ ଟ୍ରାକ୍ଟର ଜବତ

ଜଳେଶ୍ୱର, ୨୯।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଶିଖରପୁର, ଅଗ୍ରୱାଲାଛକ, ତେଗଡ଼ିଆ, ପଢ଼ିଆରିପୁର ଓ ପଞ୍ଚୁଘଣ୍ଟା ଆଦି ସୁବର୍ଣ୍ଣରେଖା ନଦୀର ବିଭିନ୍ନ ବାଲି ଉତ୍ସରୁ ବେଆଇନ ଭାବେ…

7 years ago

ଗତିପଥ ବଦଳାଉଛି ବୁଢ଼ାବଳଙ୍ଗ

ବାଲେଶ୍ୱର ଅଫିସ, ୨୯।୫(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀ ଦୀର୍ଘ ଦୁଇ ଦଶନ୍ଧି ଧରି ଗତିପଥ ବଦଳାଉଥିବାରୁ ସଦର ବ୍ଲକ ଅଧୀନ ଗୋପୀନାଥପୁର ପଞ୍ଚାୟତର…

7 years ago

କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ

କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା…

7 years ago

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।…

7 years ago

ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ

ତିହିଡ଼ି, ୨୮।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି ଜୋର…

7 years ago

ଗାଡ଼ି ଡିକି ଭାଙ୍ଗି ଅଳଙ୍କାର ଲୁଟ୍‌

ଭଦ୍ରକ ଅଫିସ, ୨୮ା୫- ଭଦ୍ରକ ଟାଉନ ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାର୍ଦୁଭାବ ଦିନକୁ ଦିନ ବଢିବାରେ ଲାଗିଛି। କେତେବେଳେ ବାଇକ୍‌ ଲୁଟ୍‌ ତ ଆଉ କେତେବେଳେ ଘରେ…

7 years ago