ବାଲେଶ୍ୱର

କନିଅଆଁ ଟୁସୁଙ୍କ ନୌବିହାର ମନମୋହିଲା

ବାଲେଶ୍ୱର ଅଫିସ, ୨୮।୫-ବାହାଘର ପାଇଁ ସରିଛି ଲଗ୍ନଧରା ଓ ଗୁଆମଙ୍ଗଳା। ଆସନ୍ତା ୩୦ତାରିଖରେ ଶୁଭ ପରିଣୟ। ବଧୂ ବେଶ ସାଜି ଝଲସି ଉଠିବେ ଟୁସୁ। ବାଜା, ରୋଷଣିରେ…

7 years ago

ଜଜାଙ୍ଗ ଖଣିରେ ବିଦ୍ରୋହସହସ୍ରାଧିକ ଶ୍ରମିକ ବନ୍ଦ କଲେ ଖଣିବ୍ୟାପକ ପୋଲିସଫୋର୍ସ ମୁତୟନ

ଯୋଡ଼ା, ୨୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜଜାଙ୍ଗ ଖଣିରେ ବର୍ଦ୍ଧିତ ଦରମା ପ୍ରଦାନ ଦାବୀରେ ସୋମବାର ସହସ୍ରାଧିକ ଶ୍ରମିକ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଉକ୍ତ ଖଣିରେ…

7 years ago

ଦବୁଛି ସୌରଚାଳିତ ଗଭୀର ନଳକୂପଅଭିଯୋଗ ପରେ ମଧ୍ୟ ମରାମତି ହେଉନି

ଝୁମ୍ପୁରା, ୨୭।୫(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ବସନ୍ତପୁର ପଞ୍ଚାୟତର ଜଡିପଦା ସାହିରେ ଥିବା ସୋଲାର ସିଷ୍ଟମର ଗଭୀର ନଳକୂପର ଏକ ପାର୍ଶ୍ୱ ଦବିବାରେ ଲାଗିଛି। ଗଭୀର…

7 years ago

ଠିଆ ହୋଇଥିବା ଟ୍ରକ୍‌କୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍‌ : ୧୫ ଆହତ

ସୋର, ୨୭।୫(ଡି.ଏନ.ଏ.)-ସୋର ଥାନା ୧୬ନଂ. ଜାତୀୟ ରାଜପଥ ଛଅପୋଲିଆଠାରେ ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ…

7 years ago

ସମୟର ଆହ୍ବାନକୁ ସାମନା କରିବୁ-ସତ୍ୟଶିବ

ଭୋଗରାଇ, ୨୭।୫(ଡି.ଏନ.ଏ.)-ନିର୍ବାଚନରେ ପରାଜୟ ବରଣ କରି କଂଗ୍ରେସ ପକ୍ଷରୁ ମାନସ ମନ୍ଥନ ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ପରାଜିତ…

7 years ago

ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ

ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍‌) ଅନୁଷ୍ଠିତ ହୋଇଯାଇଛି। ଏହି ଶୋ’ରେ…

7 years ago

ଜମି ଚିହ୍ନଟ ଦାବିରେ ଭୂମିହୀନଙ୍କ ଧାରଣା

ବନ୍ତ, ୨୭।୫ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଷେଣ୍ଢତୀରା ପଞ୍ଚାୟତ ବରପଦା ଗ୍ରାମରେ ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ମିଳିଛି। ହେଲେ ଜମି…

7 years ago

ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅଧୀନ ଜଙ୍ଘିରା ପଞ୍ଚାୟତ ବାହୁଟିଆ ଗ୍ରାମସ୍ଥ ଏକ ପୋଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି।…

7 years ago

ଅପହୃତା ଝିଅକୁ ଉଦ୍ଧାର ପାଇଁ ଥାନା ଆଗରେ ଧାରଣାରେ ବସିଲେ ମା’, ବାହାର ରାଜ୍ୟକୁ ଚାଲାଣ ଅଭିଯୋଗ ଆଣିଲେ ପରିବାର

ହାଟଡ଼ିହୀ, ୨୭ା୫ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଓରାଳି ପଞ୍ଚାୟତ ମଧୁରଗଡ଼ିଆ ଗ୍ରାମର ଜଣେ ୧୫ ବର୍ଷିୟା ସବର୍ଣ୍ଣ ନାବାଳିକାଙ୍କୁ ସେହି ଗ୍ରାମର କିଛି ଅସବର୍ଣ୍ଣ…

7 years ago

ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଅଙ୍ଗନବାଡ଼ି କେନ୍ଦ୍ର : ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ବାସୁଦେବପୁର,୨୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତର ଗଦେଇବିନ୍ଧା ମହାଳିକ ସାହି ଅଙ୍ଗନବାଡ଼ି କେନ୍ଦ୍ରରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ଅଙ୍ଗନବାଡ଼ି କେନ୍ଦ୍ରଟି ସମ୍ପୂର୍ଣ୍ଣ ଜଳିଯାଇଛି।…

7 years ago