ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ବଡ଼ପାଳ ପଞ୍ଚାୟତ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲରେ ବୁଲୁଛି ଝାଡ଼ଖଣ୍ଡ ଦନ୍ତା। ଗାଁକୁ ପଶିଯିବା ଭୟରେ ଅଞ୍ଚଳବାସୀ ଆତଙ୍କିତ…
ଜଳେଶ୍ୱର,୧୨ା୫(ଡି.ଏନ.ଏ.): ଏନ୍ଜିଟି ପକ୍ଷରୁ ବିଭିନ୍ନ ଆଇନଗତ ସମସ୍ୟା ଦ୍ୱାରା ଚୋରାବାଲି ଚାଲାଣରେ ରୋକ ଲଗାଇବାକୁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ବନ୍ଦ କରାଯାଇପାରୁନାହିଁ। ଫଳରେ ପ୍ରତିଦିନ ସୁବର୍ଣ୍ଣରେଖା…
ଭୋଗରାଇ,୧୧ା୫(ଡି.ଏନ. ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବଜାରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ତଳେ ମଦ ବୋତଲ ଓ ପ୍ଲାଷ୍ଟିକ ଜରି ଗଦା ହୋଇରହିଛି।…
ନୀଳଗିରି,୧୦ା୫(ସ୍ବ.ପ୍ର.): ମହୁମାଛି ଆକ୍ରମଣରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଗରଡି ପଞ୍ଚାୟତ ବାଙ୍କିସାହି ଗ୍ରାମର ବରିଷ୍ଠ ସିପିଏମ୍ ନେତା ରାମଚନ୍ଦ୍ର ସ(୭୨) ବୁଧବାର ପ୍ରାଣ ହରାଇଛନ୍ତି। ଏଥିରେ…
ଖଇରା,୧୦ା୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାପଡା ଓ ବଟେଶ୍ୱରଠାରେ ବସୁଧା ଯୋଜନାରେ ୨ଟି ପାନୀୟ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ…
ବାଲେଶ୍ୱର ଅଫିସ ,୯ା୫: ସମ୍ଭାବ୍ୟ ବାତ୍ୟା ନେଇ ଚାଷୀମାନେ ଭୟଭୀତ ହୋଇପଡିଛନ୍ତି। ଗତପଥ ବଦଳାଇ ବାତ୍ୟା ବାଂଲାଦେଶ, ମିଅଁାମାର ମୁହଁା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…
ଖଇରା,୮।୫(ଡି.ଏନ୍.ଏ.): ବାଲେଶ୍ୱରରୁ ଭଦ୍ରକ ଜିଲାକୁ ସଂଯୋଗ କରୁଥିବା ମହତିପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ୬ମାସ ଧରି ଦ୍ରୁତଗତିରେ ଚାଲିବା ପରେ ଏବେ ଏହାର ଗତି ମନ୍ଥର…
ବସ୍ତା,୭ା୫(ଡି.ଏନ୍.ଏ.): ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ମୃତଦେହକୁ ଖଣ୍ଡଖଣ୍ଡ କରି କାଟି ଅଖାରେ ଭର୍ତ୍ତି କରି ନିକଟସ୍ଥ ରେଳଧାରଣାରେ ଫିଙ୍ଗି ଆତ୍ମହତ୍ୟାର ରୂପ ଦେବାକୁ ଉଦ୍ୟମ ବେଳେ…
ଖଇରା,୪।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ବାଙ୍କିତିରା ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଏକ ଗୋରୁ ବୋଝେଇ ପିକ୍ଅପ୍ ଭାରସାମ୍ୟ ହରାଇ…
ବାଲିଆପାଳ,୩।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ନିଖିରା ପଞ୍ଚାୟତ ଅଧୀନ ନିଖିରା ଗ୍ରାମର ମଧୁସୂଦନ ବାରିକଙ୍କ ଏକମାତ୍ର ପୁଅ ନୌସେନା ରକ୍ଷାମନ୍ତ୍ରଣାଳୟର ସିଭିଲିଆନ ଭାବେ କାର୍ଯ୍ୟରତ ଓଡ଼ିଆ…