ବାଲେଶ୍ୱର

ବିପୁଳ ପରିମାଣର ବିସ୍ଫୋରକ ଜିଲୋଟିନ୍‌ ଜବତ

ବାଲେଶ୍ୱର,୨୭ା୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ସୋର ବ୍ଲକ ମହୁମୁହାଣ ପଞ୍ଚାୟତ ଖଞ୍ଜାମାହାଲ ପଥର ଖାଦାନଗୁଡ଼ିକରେ ପଥର ବିସ୍ଫୋରଣ ସାମଗ୍ରୀ ଜିଲୋଟିନ୍‌ ପୋଲିସ ଜବତ କରିଛି। ବାଲେଶ୍ୱର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ସୋର ଆଇଆଇସି ପ୍ରଭାଂଶୁ ଶେଖର ମିଶ୍ରଙ୍କ ନେତୃତ୍ୱର ଏକ...

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା...

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର...

ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ...

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍‌ଫଣ୍ଡ ଘୋଟାଲା...

ଭୋଗରାଇ ରାଜନୀତିରେ ବଡ଼ ହଲଚଲ, ବିଜେଡି ଛାଡିଲେ ବଡ଼ ନେତା

ବାଲେଶ୍ୱର,୨୪।୫: ରୋଚକ ମୋଡରେ ଭୋଗରାଇ ରାଜନୀତି। ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଦଳଡିଆଁ କାର୍ଯ୍ୟକ୍ରମ ଏବେ ବି ଜାରି ରହିଛି। ଏହି କ୍ରମରେ ଶୁକ୍ରବାର ବିଜେଡି ଛାଡିଛନ୍ତି ଦଳର ଭେଟେରାନ ନେତା ତଥା ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ...

ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ...

ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ

ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି ।...

ରବୀନ୍ଦ୍ରଙ୍କ ଘରେ ରଘୁନାଥ:ବିଜେଡିକୁ ପୁଣି ଫେରିବା ନେଇ ଚର୍ଚ୍ଚା

ଲଙ୍ଗଳେଶ୍ୱର, ୨୪।୫(କମଳାକାନ୍ତ ଦାସ):ବାଲେଶ୍ୱର ଜିଲା ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସୁବାସିନୀ ଜେନାଙ୍କ ଲଙ୍ଗଳେଶ୍ୱରସ୍ଥିତ ବାସଭବନରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ତାଙ୍କ ସହଧର୍ମିଣୀ ପ୍ରୀତିଲତା ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବତନ ଏମ୍‌ପି...

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି। ଲେଖାଶ୍ରୀଙ୍କୁ...

ବିଜେଡିରେ ରହିବେ ଜ୍ୟୋତି ପାଣିଗ୍ରାହୀ, ମିଳିଲା ବାଲେଶ୍ୱର ଜିଲା ସଭାପତି ଦାୟିତ୍ୱ

ଭୁବନେଶ୍ୱର, ୨୩।୫: ବୁଧବାର ବିଜେଡିରୁ ଇସ୍ତଫା ଦେଇଥିବା ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମନ ପରିବର୍ତ୍ତନ କରି ବିଜେଡିରେ ରହିଛନ୍ତି। ଏଥିପାଇଁ ଦଳ ପକ୍ଷରୁ ତାଙ୍କୁ ପୁରସ୍କାର ସ୍ୱରୂପ ବାଲେଶ୍ୱର ଜିଲା ସଭାପତି ଏବଂ...

ଆଭାସୀ ମାଧ୍ୟମରେ ସମୀକ୍ଷାକଲେ ଜିଲାପାଳ

ବାଲେଶ୍ୱର, ୨୩।୫(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବୁଧବାର ଆଭାସୀ ମାଧ୍ୟମରେ ଜିଲାପାଳ ଆଶିଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri