ବାଲେଶ୍ୱର

ଭାଙ୍ଗିଲା ଗଛ, ଉଡ଼ିଲା ଛପର

ବାଲିଆପାଳ, ୨୯।୩(ସ୍ବ.ପ୍ର.): କାଳବୈଶାଖୀ ପ୍ରଭାବରେ ସୋମବାର ବାଲିଆପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ତୋଫାନ ସାଙ୍ଗକୁ କୁଆପଥର ମାଡ଼ରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବାସନ୍ତୀ ପୂଜା ପାଇଁ ବନ୍ଧାଯାଇଥିବା ଟେଣ୍ଟ ସହିତ ବାଲିଆପାଳ ନେତାଜୀ ଷ୍ଟାଡ଼ିୟମରେ ଚାଲିଥିବା…

ଶିକାରୀଙ୍କ ଟେର୍‌ ପାଉନି ବନବିଭାଗ

ନୀଳଗିରି, ୨୯।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ୧୦୦ରୁ ଊଦ୍ଧର୍‌ବ ହାତୀ ରହୁଥିବା କୁଲଡ଼ିହା ଅଭୟାରଣ୍ୟ ଦିନେ ହାତୀ ପାଇଁ ସ୍ବତନ୍ତ୍ର ପରିଚୟ ପାଇଥିବା ବେଳେ ଏବେ ହାତୀ ପାଇଁ ବିପଦ ସାଜିଛି। ଗତ ୧୪ମାସ ମଧ୍ୟରେ କ୍ରମାଗତ ଭାବେ ୭ଟି…

ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ

ରୂପସା, ୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଗୁତୁଡ଼ିହା ଗ୍ରାମର ଏକ ଡ୍ରାଏ ଫୁଡ୍‌ କାରଖାନାରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ସୋମବାର ରାତିରେ ସୁମନ୍ତ ମଲ୍ଲିକଙ୍କ ବାସଭବନରେ ବିଦ୍ୟୁତ ସର୍ଟ ସର୍କିଟ୍‌ରୁ ନିଆଁ ଲାଗି…

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ

ବାଲେଶ୍ୱର ଅଫିସ,୨୮।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ ବୋଇତବାଙ୍କ…

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ: ସଙ୍କଟରେ ବୋଇତବାଙ୍କ ଗାଁ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି ବଦଳିଲେ ସମ୍ପୂର୍ଣ୍ଣ ଗ୍ରାମ ନଦୀଗର୍ଭରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ତେଣୁ ଏହାପୂର୍ବରୁ ବୋଇତବାଙ୍କ…

ସମ୍ପର୍କ ଯୋଡ଼ିଛି ମାନକୁଣ୍ଡା ହାଟ

ଭୋଗରାଇ,୨୭ା୩(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ମାନକୁଣ୍ଡା ସାପ୍ତାହିକ ହାଟ ଓଡ଼ିଶା ଓ ପଶ୍ଚିମବଙ୍ଗ ଅଧିବାସୀଙ୍କ ମଧ୍ୟରେ ଭାଇଚାରାର ସେତୁ ବାନ୍ଧିଛି। ୧ଏକର ଜାଗା ପରିଧି ମଧ୍ୟରେ ଅବସ୍ଥିତ ଏହି ହାଟ ଦୁଇ ରାଜ୍ୟ ସୀମାନ୍ତବାସୀଙ୍କ ଆର୍ଥିକ ଓ…

ଶବଦାହ କରିବାକୁ ଯାଇ ପାଲଟିଗଲେ ଶବ

ରୂପସା, ୨୭।୩(ଡି.ଏନ.ଏ.):ଶବଦାହ କରିବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ରୂପସା ଥାନା ଅଞ୍ଚଳରେ। ମୃତ ଯୁବକ ହେଲେ କସିପଦା ପଞ୍ଚାୟତ ଅଧୀନ ହାତିଆଡ଼ିହା ଗ୍ରାମର ଶ୍ରୀକାନ୍ତ ବେହେରା…

ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି ବାସନକୁସନଠାରୁ…

କାଁ ଭାଁଖୋଲୁଛି ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ

ଖଇରା, ୨୬।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରାଠାରେ ଥିବା ସାଳନ୍ଦୀ ଡିଭିଜନର ଉପଖଣ୍ଡ କାର୍ଯ୍ୟାଳୟ ମାସ ମାସ ଧରି ବନ୍ଦ ହୋଇ ରହୁଛି। ଯନ୍ତ୍ରୀମାନେ ସାଇଡ୍‌ରେ କାମ ତଦାରଖ କରୁଥିବା ଆଳରେ ଅଫିସ ମାଟି ମାଡୁନାହାନ୍ତି। ଫଳରେ ବିଭିନ୍ନ ସମସ୍ୟା ବା ଅଭିଯୋଗ…

ଘରେ ପଶି ଟଙ୍କା,ଗହଣା ଲୁଟ୍‌

ରୂପ୍‌ସା,୨୪।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଆଙ୍କୋ ଗ୍ରାମର ରଘୁନାଥ ପାତ୍ରଙ୍କ ଘରୁ ଟଙ୍କା, ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତ୍ରିରେ କେହି ଦୁର୍ବୁତ୍ତ ଘରେ ପଶି ଏକ ବାକ୍ସକୁ ବାହାରକୁ ନେଇ ଚାବି ଭାଙ୍ଗିଦେଇଥିଲେ।…

ଜିଲାରେ ୩୭, ୨୨୯ ଦିବ୍ୟାଙ୍ଗ ସ୍ବରୋଜଗାରକ୍ଷମ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲାର ୧୨ଟି ବ୍ଲକରେ ମୋଟ ୪୭୫୫୮ ଦିବ୍ୟାଙ୍ଗଙ୍କୁ ଚିହ୍ନଟ କରାଯାଇ ଏକକ ଦିବ୍ୟାଙ୍ଗ ପରିଚୟ ପ୍ରମାଣପତ୍ର (ୟୁଡିଆଇଡ଼ି ସାର୍ଟିଫିକେଟ୍‌) ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଯୋଜନାର ମାର୍ଗଦର୍ଶିକା ଓ ଅନ୍ୟାନ୍ୟ ଯୋଜନା…

କମ୍ପ୍ୟୁଟର କିଣାରେ ଅନିୟମିତତା

ବାଲେଶ୍ୱର ଅଫିସ,୨୪।୩: ବାଲେଶ୍ୱର ଜିଲା ଶିକ୍ଷା ବିଭାଗ ନାମରେ ପୂର୍ବରୁ ବେଆଇନ୍‌ ନିଯୁକ୍ତି, ପାଠ୍ୟ ଉପକରଣ କିଣାରେ ଦୁର୍ନୀତି ଅଭିଯୋଗ ରହିଆସିଥିବା ବେଳେ ଏବେ ୫-ଟି ରୂପାନ୍ତରଣ ବିଦ୍ୟାଳୟ ପାଇଁ କମ୍ପ୍ୟୁଟର କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଜିଲାରେ ୫-ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?