ବାଲେଶ୍ୱର

ଆସିଥିଲେ ଛାଡ଼ପତ୍ର ମାମଲାର ବିଚାର ପାଇଁ : କୋର୍ଟ ପରିସର ପାଲଟିଲା ରଣକ୍ଷେତ୍ର

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ବାଲେଶ୍ୱର ପରିବାର ଅଦାଲତ ପରିସର ମଙ୍ଗଳବାର ରଣକ୍ଷେତ୍ର ପାଲଟିଛି। ପରିବାର ଅଦାଲତରେ ଛାଡ଼ପତ୍ର ମାମଲାର ବିଚାର ପାଇଁ ଆସିଥିବା ଦମ୍ପତିଙ୍କ ମଧ୍ୟରେ ମାରପିଟ୍‌ ହୋଇଥିବା ଦେଖିବାକୁ ମିଳିଛି। ବ୍ୟକ୍ତିଙ୍କ ହେଲମେଟ୍‌ ମାଡରେ ମହିଳା ଗୁରୁତର ହୋଇଛନ୍ତି।…

ବିରୋଧୀଙ୍କ ଅଭିଯୋଗର ଜବାବ ରଖିଲେ ସରପଞ୍ଚ

ଖଇରା, ୨୧ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ପଞ୍ଚାୟତରେ ବିଭିନ୍ନ ଯୋଜନାକୁ ନେଇ ପ୍ରାକ୍ତନ ଲୋକ ପ୍ରତିନିଧି ଓ ବର୍ତ୍ତମାନର ଲୋକ ପ୍ରତିନିଧିଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିବା ପରେ କୁପାରୀ ରାଜନୀତି ସରଗରମ ହୋଇପଡିଛି। କିଛିଦିନ ତଳେ…

ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା…

ଘରେ ପଶି ଏସିଡ୍‌ ମାଡ଼ ମାମଲା: ୨ଜଣଙ୍କୁ ପଚରାଉଚରା, ଜଣେ ଅଟକ

ବାଲେଶ୍ୱର ଅଫିସ, ୨୨ା୨: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୀମପୁରା ଗ୍ରାମ ଏସିଡ୍‌ ମାଡ଼ ଘଟଣାରେ ପୋଲିସ ମଙ୍ଗଳବାର ୨ଜଣ ଧରି ପଚରାଉଚରା କରୁଥିବା ବେଳେ ଜଣେ ସହଯୋଗୀଙ୍କୁ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ନୀଳଗିରି ବ୍ଲକ…

ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ରେ ଆକ୍ରାନ୍ତ

ବାଲେଶ୍ୱର ଅଫିସ/ସୋର, ୨୧।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିବାର କାରଣ ସ୍ପଷ୍ଟ ହୋଇଛି। କନ୍ୟାଶ୍ରମର ୫ ଅନ୍ତେବାସୀ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌(ମସ୍ତିଷ୍କ ସଂକ୍ରାମକ ରୋଗ)ରେ ଆକ୍ରାନ୍ତ ଥିବା ରକ୍ତ ନମୁନା ପରୀକ୍ଷା ରିପୋର୍ଟରୁ…

ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ବାଲେଶ୍ୱର ଅଫିସ, ୨୧।୨:‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୩’ ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲାରୁ ୯୭୦ ତୀର୍ଥଯାତ୍ରୀ ଓ ୩୦ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ଋଷିକେଶ ଓ ହରିଦ୍ୱାର ତୀର୍ଥସ୍ଥଳୀ ଅଭିମୁଖେ ଯାତ୍ରା…

ସ୍ବାମୀର ଏସିଡ୍‌ ମାଡ଼ରେ ସ୍ତ୍ରୀ, ଶାଳି ଗୁରୁତର

ବାଲେଶ୍ୱର ଅଫିସ,୨୦।୨: ସ୍ବାମୀର ଏସିଡ୍‌ ମାଡ଼ରେ ସ୍ତ୍ରୀ ଓ ତାଙ୍କ ଭଉଣୀ ସମେତ ଦୁଇ ଶିଶୁ ଗୁରୁତର ଆହତ। ବାଲେଶ୍ୱର ଜିଲା ନୀଳଗିରି ସନ୍ତରା ଗାଡିଆ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନାନୁସାରେ, ନୀଳଗିରି ସନ୍ତରା ଗାଡିଆ ଅଞ୍ଚଳର…

ଖରାଦିନ ଆରମ୍ଭରୁ ଜଳକଷ୍ଟ

ଜଳେଶ୍ୱର,୨୦ା୨(ଡି.ଏନ.ଏ.): ଦୀର୍ଘଦିନ ହେଲା ବର୍ଷା ହୋଇ ନ ଥିବାରୁ ଭୂତଳ ଜଳସ୍ତର ତଳକୁ ତଳକୁ ଖସି ଖସିଯାଉଛି। ପୁଣି ରବି ଋତୁରେ ବ୍ୟାପକ ଧାନଚାଷ ହୋଇଥିବାରୁ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ହେଉଛି। ଆସନ୍ତା ଦିନରେ ବର୍ଷା ନ ହେଲେ ପରିସ୍ଥିତି…

ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାର୍କ

ଭୋଗରାଇ,୨୦ା୨(ଡି.ଏନ.ଏ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରେ ପୁଣି ଏକ ବିରଳ ପ୍ରଜାତିର ସାର୍କ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛି। ଟ୍ରଲର ମାଲିକ ଏହି ବିଶାଳକାୟ ସାର୍କକୁ ରବିବାର ଦୀଘା ମୁହାଣ ଆନ୍ତର୍ଜାତିକ ମାଛ ମାର୍କେଟକୁ ବିକ୍ରି…

ଉଦ୍ଧାର ହେଲା ଅଢେଇ ଟନ୍‌ର ବାଘୁଆ ମଗର ମାଛ

ବସ୍ତା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ବାହାବଳପୁର ମୁହାଣରେ ରବିବାର ଏକ ବିଶାଳକାୟ ମଗର ମାଛକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହାର ଓଜନ ଅଢେଇ ଟନ୍‌ ହେବ ବୋଲି ଜଣାପଡିଛି। ଏହି ବିଶାଳକାୟ ମାଛ ଦେଖି ମତ୍ସ୍ୟଜୀବୀଙ୍କ ମଧ୍ୟରେ…

ସୂଚନା ଫଳକ ଫଟୋ ଲଗାଇ ଅର୍ଥ ହଡ଼ପ ଅଭିଯୋଗ

ଖଇରା,୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତରେ ବର୍ତ୍ତମାନ ଚାଲିଥିବା ଉନ୍ନୟନ କାର୍ଯ୍ୟ ମଧ୍ୟରୁ ଅଧିକାଂଶ କାମ ବିନା ଫଳକରେ ଶେଷ ହୋଇଛି। କାର୍ଯ୍ୟଗୁଡ଼ିକ ମଧ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ଏବଂ ନିର୍ମାଣ ହୋଇଥିବା ପ୍ରକଳ୍ପ ପାଇଁ ସୂଚନା ଫଳକ…

ଜଣେ ମୃତ, ୨୭ ଅସୁସ୍ଥ

ସୋର, ୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିଛି। ବାନ୍ତି, ପେଟ ବ୍ୟଥା ସାଙ୍ଗକୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି ଅନ୍ତେବାସିନୀ। ସେମାନଙ୍କ ମଧ୍ୟରୁ ଜଣଙ୍କର ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri