ଚଞ୍ଚକତା କରି ସଂଘ ଟଙ୍କା ହଡ଼ପ
ବାଲେଶ୍ୱର ଅଫିସ,୧୩।୧୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ଆର୍ମଳା ପଞ୍ଚାୟତର ବାବା ଆର୍ତ୍ତେଶ୍ୱର ସ୍ବୟଂ ସହାୟକ ସଂଘ (ଏସ୍ଏଚ୍ଜି)ର ସଭାପତି ଓ ସମ୍ପାଦିକା ସଂଘ ନାମରେ ବିଭିନ୍ନ ପ୍ରକଳ୍ପ ଆଣି ସଦସ୍ୟାଙ୍କୁ ନ ଜଣାଇ ମନମୁଖୀ କାର୍ଯ୍ୟ କରିବା ସହ…
ନବୀକରଣ ଲାଗି ଖର୍ଚ୍ଚ ହେବ ୨.୫ କୋଟି
ଜଳେଶ୍ୱର, ୧୨ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱରର ନୂତନ ରେଳଷ୍ଟେଶନ ନିର୍ମାଣ ହେବା ପୂର୍ବରୁ ଏବେ ପୁରୁଣା ଷ୍ଟେଶନର ନବୀକରଣ ଆରମ୍ଭ ହୋଇଛି। ଏଥିରେ ମୋଟ ୨.୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ରେଳବାଇ ସୂତ୍ରରୁ ଜଣାପଡିଛି। କିନ୍ତୁ ଏହାର ନବୀକରଣ…
ଅମଳ ହୋଇନି ଶତାଧିକ ଏକର ଜମିର ଧାନ
ଜଳେଶ୍ୱର,୧୨ା୧୨(ଡି.ଏନ.ଏ.): ଚଳିତ ଖରିଫ ଋତୁରେ ପ୍ରତିକୂଳ ପାଗ ସତ୍ତ୍ୱେ ବାଲେଶ୍ୱର ଜିଲ ଜଳେଶ୍ୱର ବ୍ଲକର ଚାଷୀମାନେ ଖରିଫ ଧାନଚାଷ ରୁଆପୋତା କରିଥିଲେ। କିନ୍ତୁ ଚକଡାପୋକର ପ୍ରାଦୁର୍ଭାବ ଯୋଗୁ ଅମଳ ବେଳକୁ ଶତାଧିକ ଏକର ଜମିର ଚାଷ ନଷ୍ଟ ହୋଇଛି। କେଣ୍ଡାରେ ଗୋଟିଏ…
ନାବାଳିକାଙ୍କୁ ଇନଷ୍ଟାଗ୍ରାମରେ ପ୍ରେମ, ବନ୍ଧାହେଲେ ଯୁବକ
ସୋର, ୧୧ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଞ୍ଚଳର ନାବାଳିକାଙ୍କୁ ଇନଷ୍ଟାଗ୍ରାମରେ ପ୍ରେମ କରି ଅପହରଣ ଅଭିଯୋଗରେ ଖୋର୍ଦ୍ଧା ଜିଲା ଆୟତପୁର ଗ୍ରାମର ଜଣେ ଯୁବକଙ୍କୁ ସୋର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଆୟତପୁର ଗ୍ରାମର ପ୍ରଶାନ୍ତ ନାୟକ ଉକ୍ତ…
‘ସ୍ଥାଣୁ ପାଲଟିଛି ବାଲେଶ୍ୱର ପୌରପାଳିକା’
ବାଲେଶ୍ୱର ଅଫିସ, ୧୦।୧୨: ଦୀର୍ଘ ୮ ମାସ ହେଲା ପୌର ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ବାଲେଶ୍ୱର ସହରରେ କୌଣସି ଉନ୍ନତିମୂଳକ କାର୍ଯ୍ୟ ହୋଇନାହିଁ। ବାଲେଶ୍ୱର ପୌରପାଳିକାର ସ୍ଥାଣୁତାକୁ ନେଇ ଭାଜପାର ନଗର ଶାଖା ପକ୍ଷରୁ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ…
ଦଲାଲଙ୍କୁ ଧାନ ବିକି ଋଣ ଶୁଝୁଛନ୍ତି ଚାଷୀ
ଜଳେଶ୍ୱର, ୮ା୧୨(ଡି.ଏନ.ଏ.): ଉତ୍ତର ବାଲେଶ୍ୱରର ଭାତହାଣ୍ଡି କୁହାଯାଉଥିବା ଜଳେଶ୍ୱରର ପ୍ରାୟ ୪୦ଭାଗ ଜମିର ଧାନ ଅମଳ ସରିଲାଣି। କିନ୍ତୁ ଧାନମଣ୍ଡି ଖୋଲା ଯାଇ ନ ଥିବାରୁ ଚାଷୀମାନେ ଧାନର ଅଭାବୀ ବିକ୍ରିର ସମ୍ମୁଖୀନ ହୋଇଛନ୍ତି । ଉପାନ୍ତ ଅଞ୍ଚଳରେ ପ୍ରତିଗାଁରେ ପଶ୍ଚିମବଙ୍ଗର…
ଭିକ୍ଷାବୃତ୍ତି ଛାଡ଼ି ସ୍କୁଲ ଯିବେ ୪ ଭଉଣୀଭାଇ
ଖଇରା, ୮।୧୨: ସମସ୍ତଙ୍କର ବୟସ ଥିଲା ୪ରୁ ୮ବର୍ଷ ମଧ୍ୟରେ। ରାତି ପାହିଲେ ଭିକ୍ଷା ଥାଳ ଧରି ଗାଁ ଗାଁ ବୁଲୁଥିଲେ। ସନ୍ଧ୍ୟା ବେଳକୁ ଯାହା ମିଳୁଥିଲା ସେଥିରେ ଚୁଲି ଜଳୁଥିଲା। ଏହି ଅନୁସୂଚିତ ଜନଜାତି ବର୍ଗର ପିଲାଗୁଡିକ କେବଳ ମାଗି…
ମନୋରମ ବେଳାଭୂମି ଯମୁନାଶୂଳ
ଲଙ୍ଗଳେଶ୍ୱର, ୭।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ପାଇଁ ଗତ ଦୁଇବର୍ଷ ଧରି ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ବନ୍ଦ ରହିଥିଲା। ଏବେ ଚଳଚଞ୍ଚଳ ହୋଇଉଠିଛି ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ। ବାଲେଶ୍ୱର ଜିଲାରେ ଥିବା ପର୍ଯ୍ୟଟନସ୍ଥଳୀ…
ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା ଗୋମାଂସ, ଟୋଲଗେଟ୍ ଭାଙ୍ଗି ପଳାଉଥିବା ବେଳେ ଧରିଲେ ଲୋକେ
ବାହାନଗା,୫ା୧୨(ଡି.ଏନ.ଏ.): ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ଗୋମାଂସ ବୋଝେଇ ଟ୍ରକ୍ ଶେରଗଡ ଟୋଲଗେଟ୍ ଭାଙ୍ଗି ପଳାଉଥିବା ବେଳେ ଲୋକେ ଗୋଡ଼ାଇ ଗୋଡ଼ାଇ ଧରିଛନ୍ତି। ଉକ୍ତ ଟ୍ରକ୍କୁ ବାଲେଶ୍ୱର ସଦର ଥାନା ନିକଟରୁ ବଜରଙ୍ଗ ଦଳର କର୍ମୀ ଓ କିଛି ସ୍ଥାନୀୟ ଲୋକେ ଅଟକାଇ…
ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀ ମୃତ
ବାଲେଶ୍ୱର ଅଫିସ,୫।୧୨:ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ଚାରିଗୋଛିଆ ଗ୍ରାମରେ ଘରୋଇ କଳହକୁ ନେଇ ସ୍ତ୍ରୀଙ୍କ କଟୁରି ମାଡ଼ରେ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗୋବିନ୍ଦ ମାରାଣ୍ଡି (୫୮)। ହତ୍ୟାକାରୀ ସ୍ତ୍ରୀ ଜବା(୪୫)ଙ୍କୁ ପୋଲିସ ଗିରଫ କରିଛି। ଏ ସଂକ୍ରାନ୍ତରେ…
ବାଲେଶ୍ୱରରେ ପାଗଳା କୁକୁର ଆତଙ୍କ: ଆକ୍ରମଣରେ ୨୨ ଆହତ
ବାଲେଶ୍ୱର ଅଫିସ, ୪।୧୨: ବାଲେଶ୍ୱର ସହରରେ ଶନିବାର ସକାଳେ ଏକ ପାଗଳ କୁକୁର ଆତଙ୍କ ଖେଳାଇଥିଲା। ମର୍ଣ୍ଣିଂଓ୍ବାକ କରୁଥିବା ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡିଲା। ଆକ୍ରମଣରେ ୨୨ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।…
ଜିଲାପାଳଙ୍କ ଅଫିସ୍ ଫାଟକରେ ତାଲା ପକାଇ ପଳାଇଲେ ଯୁବକ
ବାଲେଶ୍ୱର ଅଫିସ, ୪।୧୨: ବାଲେଶ୍ୱର ଜିଲାପାଳଙ୍କ ଅଫିସ୍ର ଦୁଇଟିଯାକ ମୁଖ୍ୟ ଫାଟକରେ ଜଣେ ଯୁବକ ଶନିବାର ଅପରାହ୍ନ ୨ଟାରେ ହଠାତ୍ ତାଲା ପକାଇଦେଇଥିଲେ। ଲୋକମାନେ ତାହା ଦେଖିଥିଲେ ମଧ୍ୟ କିଛି ବୁଝିବା ପୂର୍ବରୁ ସେ ସେଠାରୁ ପଳାଇଯାଇଥିଲେ। ଲୋକେ ତାଙ୍କୁ ଅଟକାଇ…
Archives


