୩୦ହଜାର ଟଙ୍କାରେ ୧୫ଦିନର ଶିଶୁ ବିକ୍ରି
ସୋର,୪।୧୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅଞ୍ଚଳରେ ୩୦ହଜାର ଟଙ୍କାରେ ଏକ ନବଜାତ ଶିଶୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ଚାଇଲ୍ଡଲାଇନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ହେଲେ ମହିଳା ଜଣକ କୋଳରେ ଧରିଥିବା ୧୫ ଦିନର ନବଜାତ ଶିଶୁ ସମ୍ପର୍କରେ…
ଯେଉଁଠି ପ୍ରକୃତି କୁହେ କଥା
ନୀଳଗିରି, (ପ୍ରଶାନ୍ତ ବିଶ୍ୱାଳ)୧।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପାଗ ଅନୁକୂଳ ଥିବାରୁ ଶନିବାର ଓ ରବିବାର ଭଳି ଛୁଟି ଦିନରେ ବାଲେଶ୍ୱର ଜିଲା ନୀଳଗିରିକୁ ଶହ ଶହ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଗହଳଚହଳରେ ଚଳଚଞ୍ଚଳ ହୋଇଉଠିଛି…
ଅମଳ ସମୟରେ ଚକଡ଼ା ଦୁଃଖ
ଲଙ୍ଗଳେଶ୍ୱର,୧।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ସାର୍ଥା ଗ୍ରାମର ହଜାର ହଜାର ହେକ୍ଟର ଚାଷଜମିରେ ଚକଡ଼ା ପୋକ ଲାଗିବା ଯୋଗୁ ଚାଷୀମାନଙ୍କ ମୁଣ୍ଡରେ ଚଡ଼କ ପଡ଼ିଛ। ଧାନ ଗଛ ଆହାର ନେବା ସମୟରେ ବର୍ଷା ଅଭାବ ଏବଂ ଅମଳ ସମୟରେ…
ସୁନାବେଶରେ ଜଗନ୍ନାଥ
ବାଲେଶ୍ୱର ଅଫିସ, ୩୦।୧୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥଙ୍କର ୮ମ ପଟୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍ କଟକଣା ଉଠିବା ପରେ ଶ୍ରଦ୍ଧାଳୁମାନେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଏବଂ ମାତା ସୁଭଦ୍ରା ଦେବୀଙ୍କ…
ପୋଖରୀ ଭିତରେ ୨୨ ଫୁଟ୍ ଉଚ୍ଚତାର ମହାଦେବଙ୍କ ମୂର୍ତ୍ତି ସ୍ଥାପନ
ବାଲେଶ୍ୱର ଅଫିସ,୨୮।୧୧- ବାଲେଶ୍ୱର ସହର ୮ନଂ ୱାର୍ଡ଼ରେ ଥିବା ସର୍ବ ପୁରାତନ ହରଗଙ୍ଗା ପୋଖରୀ ମଝିରେ ଏଦଖିବାକ ୨୨ ଫୁଟ୍ ଉଚ୍ଚତା, ୧୫ଫୁଟ୍ ଓସାର ଓ ଅଢ଼େଇ ଟନ୍ ଓଜନର ମହାଦେବଙ୍କ ଯୋଗମୁଦ୍ରାର ମୂର୍ତ୍ତି ଶନିବାର ସ୍ଥାପନ କରାଯାଇଛି। ରାଜ୍ୟ ସରକାରଙ୍କ…
ସାପ କାମୁଡାରେ ଶିଶୁକନ୍ୟା ମୃତ: ସାପ ସହ ଝିଅକୁ ଧରି ହସ୍ପିଟାଲରେ ପରିବାର ଲୋକେ
ଲଙ୍ଗଳେଶ୍ୱର, ୨୮।୧୧(ଡି.ଏନ.ଏ.): ବିଛଣାରେ ମା’ ବାପା ସହ ଶୋଇଥିବା ବେଳେ ୮ ମାସର ଝିଅକୁ କାମୁଡ଼ିଲା ସାପ। ଝିଅର ଜୀବନ ବଞ୍ଚାଇବା ଆଶାରେ ତାଙ୍କ ବାପା ସାପ ସହିତ ଝିଅକୁ ଧରି ହସ୍ପିଟାଲରେ ପହଞ୍ଚିଥିଲେ। ମାତ୍ର ସେଠାରେ ଡାକ୍ତର ଶିଶୁକୁ ମୃତ…
ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲା,ଦୋଷୀଙ୍କୁ ୫ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୨୮।୧୧: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ କୋର୍ଟର ସ୍ବତନ୍ତ୍ର ଜଜ୍ ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଜରିମାନା ଆଦେଶ…
ଚଳଚଞ୍ଚଳ ଡଗରା ବେଳାଭୂମି
ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି। ବିସ୍ତୀର୍ଣ୍ଣ ଝାଉଁ ଜଙ୍ଗଲରେ ଭଳିକି ଭଳିି ଭାଷାବାସୀଙ୍କ ସହିତ ନିଆରା ଖାଦ୍ୟ…
ବେପରୁଆ ଭାବେ ଚାଲିଛି ଗଣ୍ଡିବେଡ-ଔପଦା ରାସ୍ତା
ଖଇରା/ଔପଦା, ୨୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ପୂର୍ତ୍ତ ବିଭାଗ ଅଧୀନରେ ବିଭିନ୍ନ ସ୍ଥାନରେ ଚାଲିଥିବା କାର୍ଯ୍ୟକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ବିଶେଷ କରି ବେପରୁଆ ଭାବେ ଚାଲିଥିବା ଗଣ୍ଡିବେଡ-ଔପଦା ଏବଂ ୫ରୁ ଅଧିକ ରାସ୍ତା କାମର ଉଚ୍ଚସ୍ତରୀୟ…
ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର
ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ ପରେ…
ଉଦୟପୁର-ତାଳସାରୀ ବେଳାଭୂମିରେ ଜମୁଛି ଆସର
ଭୋଗରାଇ,୨୬।୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଉଦୟପୁର-ତାଳସାରୀ ବେଳାଭୂମି ଏବେ ନିଶାସେବନକାରୀ ଓ ଦେହଜୀବୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପ୍ରତିଦିନ ଏହି ବେଳାଭୂମିକୁ ଆକୃଷ୍ଟ ହୋଇ ହଜାର ହଜାର ପର୍ଯ୍ୟଟକ ଆସୁଥିବା ବେଳେ ଖୁଲମ୍ଖୋଲା ନିଶା କାରବାର ଓ ରୂପଜୀବୀଙ୍କ ଅନୈତିକ…
ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ
ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା ପରେ…
Archives


