ବାଲେଶ୍ୱର

ଏଟିଏମ୍‌ ଲୁଟ୍‌ ପରେ ଜାଳିଦେଲେ

ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍‌ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍‌ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ...

ପୋଲ ମରାମତିରେ ଅନିୟମିତତା

ଖଇରା, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମହତୀପୁର-ସୁଣ୍ଢିରା ରାସ୍ତାର ମଝିରେ ନିର୍ମିତ ପକ୍କା ପୋଲର ମରାମତି କାମରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ଥାନୀୟ ସୁଣ୍ଢିରା ଗ୍ରାମବାସୀ ଓ ସ୍ଥାନୀୟ ଏମ୍‌ବି ଡାଇମଣ୍ଡ କ୍ଲବର ପିଲାମାନେ ଅଭିଯୋଗ କରିଛନ୍ତି।...

ଆମ୍ବତୁମ୍ବା ଅଞ୍ଚଳରେ ୧୪ ଶିମିଳିପାଳ ହାତୀ

ଜଳେଶ୍ୱର, ୨୪।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ରେଞ୍ଜ ଅଧୀନରେ ଥିବା କର୍ମଚାରୀମାନେ ବାରମ୍ବାର ହାତୀ ଘଉଡ଼ାଉଥିଲେ ମଧ୍ୟ ସେମାନେ ପୁନର୍ବାର ଏହି ଅଞ୍ଚଳକୁ ଫେରିଆସୁଛନ୍ତି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲା ବନକର୍ମଚାରୀଙ୍କ ସମନ୍ବୟ ଅଭାବରୁ ହାତୀଗୁଡ଼ିକ ଏପରି ଚଳପ୍ରଚଳ ହେଉଥିବା ବିଭାଗୀୟ...

‘ବାଲେଶ୍ୱର ପୌରପାଳିକା କର୍ପୋରେଶନ ମାନ୍ୟତାରୁ ବଞ୍ଚିତ’

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜନସାଧାରଣଙ୍କ ବହୁଦିନର ଦାବି ବାଲେଶ୍ୱର ପୌରପାଳିକାକୁ କର୍ପୋରେଶନର ମାନ୍ୟତା ଦେବାକୁ ସରକାର ପ୍ରତ୍ୟାଖାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବାଲେଶ୍ୱର ପୂର୍ବତନ ବିଧାୟକ ଜୀବନପ୍ରଦୀପ ଦାଶ ବୁଧବାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ପାଖାପାଖି...

ନିଶାସକ୍ତ ଫାର୍ମାସିଷ୍ଟଙ୍କ ଉନ୍ମତ୍ତକାଣ୍ଡ

ରୂପସା, ୨୩।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଇଡ଼ଦା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜଣେ ଫାର୍ମାସିଷ୍ଟ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଫାର୍ମାସିଷ୍ଟଙ୍କ ଆକ୍ରମଣରେ କରୋନା ଟିକା ନେବାକୁ ଆସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ହାତ...

‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’

ବାଲେଶ୍ୱର ଅଫିସ, ୨୨।୨ ଦେଶରେ ପ୍ରଚଳିତ ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବା ସହିତ ଏଥିରେ ମତଦାତାମାନଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ‘ମୋ ଭୋଟ ହିଁ ମୋ ଭବିଷ୍ୟତ-ଗୋଟିଏ ଭୋଟର ଶକ୍ତି’...

ଟାଟା କମ୍ପାନୀ ବସ୍‌ ୩ଘଣ୍ଟା ଅଟକ

ବାଲିଆପାଳ, ୨୨।୨(ସ୍ବ.ପ୍ର) ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ବନ୍ଦରକୁ ରେଳଲାଇନ୍‌ ସଂଯୋଗୀକରଣରେ ଜମି ହରାଇଥିବା ପରିବାରର ୩୩ ଯୁବତୀଯୁବକମାନଙ୍କୁ ଟାଟା କମ୍ପାନୀ ପ୍ରଶିକ୍ଷଣ ପାଇଁ ଏକ ବସ୍‌ ଯୋଗେ ସୋମବାର ବାଲିଆପାଳରୁ ଜାମସେଦପୁର ନେଉଥିବା ବେଳେ ସ୍ଥାନୀୟ ଅଞ୍ଚଳ କେତେଜଣ ଯୁବକ...

ଭୋଟ କେନ୍ଦ୍ରରେ ଟଳିପଡିଲେ ବୃଦ୍ଧା

ସଜନାଗଡ,୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନ ମଣ୍ଡଳୀ ବରହମପୁର ପଞ୍ଚାୟତରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନବେଳେ ଏକ ଅଘଟଣ ଘଟିଛି। ଜଣେ ବୃଦ୍ଧା ମଙ୍ଗଳବାର ସକାଳୁ ଭୋଟ କେନ୍ଦ୍ରକୁ ଆସି ଲାଇନ ଛିଡାହୋଇ ଥିବା ବେଳେ ଟଳିପଡିଛନ୍ତି ।...

ମହାମନ୍ତ୍ର ଲେଖି ଇଣ୍ଡିଆ ବୁକ୍‌ ଅଫ୍‌ ରେର୍କଡ୍ସରେ ସ୍ଥାନ

ସିମୁଳିଆ, ୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ପଣ୍ଡୁ ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ପ୍ରଭାସଚନ୍ଦ୍ର ଗିରି (୬୭) ୩ହଜାର ଘଣ୍ଟାରେ ୬ହଜାର ପୃଷ୍ଠାରେ ୧ଲକ୍ଷ ୯୪ହଜାର ୫୨୪ ଥର ‘ଓଁ ନମୋ ଭଗବତେ ବାସୁଦେବାୟ’ ଲେଖି ‘ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସ-୨୦୨୨’ରେ...

ପୋଲିସ ହାତରୁ ଦୁଇ ଯୁବକଙ୍କୁ ଛଡ଼ାଇନେଲେ ବିଜେଡି କର୍ମୀ

ସଜନାଗଡ଼,୨୧।୨(ଡି.ଏନ୍‌.ଏ): ପୁଣି ଜଣେ ଖବରଦାତା ଆକ୍ରମଣର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଖବରଦାତା ଜଣକ ଫଟୋ ଉଠାଉଥିବା ବେଳେ ତାଙ୍କୁ ମାଡ଼ ମରାଯାଇ ହତ୍ୟା ଧମକ ଦିଆଯାଇଛି। ଖବରଦାତା ଆହତ ହୋଇ ନୀଳଗିରି ମେଡିକାଲରେ ଚିକିତ୍ସିତ ହୋଇ ଘରକୁ...

ହେଭିୱେଟ୍‌ ନେତାଙ୍କୁ ବାଦ୍‌ ଦେବା ଚକ୍ରାନ୍ତ

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ପୌରପାଳିକା ନିର୍ବାଚନ ପାଇଁ ୩୧ଟି ୱାଡର୍ର୍କୁ ନେଇ ସୀମା ନିର୍ଦ୍ଧାରଣ ସାଙ୍ଗକୁ ଆସନ ସରଂକ୍ଷଣ ବ୍ୟବସ୍ଥା ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକପ୍ରକାର ଚୂଡ଼ାନ୍ତ ହୋଇଯାଇଛି। ବିଭାଗୀୟ ପକ୍ଷରୁ ରୋଟେସନ୍‌ ଏବଂ ଜନସଂଖ୍ୟା ଅନୁପାତରେ...

ଜଳେଶ୍ୱରର ୧୯ ବୁଥ୍‌ରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର,୨୧।୨(ବ୍ୟୁରୋ): ବାଲେଶ୍ୱର ଜିଲା ଜଳେଶ୍ୱର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବସ୍ତା ବ୍ଲକର କାଦରାୟାନ ଓ କାରୁଆ ପଞ୍ଚାୟତର ୧୯ଟି ବୁଥ୍‌ରେ ଶୁକ୍ରବାର ମତଦାନବେଳେ ବ୍ୟାପକ ଜାଲିଆତି, ବୁଥ୍‌ ଦଖଲ ଆଦି ଅଭିଯୋଗ ହୋଇଛି। ଏପରି ଅନିୟମିତତା ନେଇ କଂଗ୍ରେସର ସ୍ଥାନୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri