‘ଦୃଢ଼ ଆତ୍ମବିଶ୍ୱାସ, ସାହସ ହିଁ ଗବେଷଣାର ପ୍ରକୃତ ପଥ’
ବାରିପଦା ଅଫିସ, ୨୦।୧୧: ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଗବେଷକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ରଙ୍କୁ ଗବେଷଣା ନିମନ୍ତେ ପ୍ରୋତ୍ସାହନ ପାଇଁ ଏକ ସମ୍ମିଳନୀ ବିଶ୍ୱବିଦ୍ୟାଳୟର ସମ୍ମେଳନ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ରୂପେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର କିଶୋର…
ପକ୍ଷାଘାତ ଦେବସ୍ମିତାଙ୍କ ହାତ ଧରିଲେ ଶୁଭ୍ରାଂଶୁ
ବାଲେଶ୍ୱର ଅଫିସ,୨୦।୧୧: ଶୁଭ୍ରାଂଶୁ ଓ ଦେବସ୍ମିତାଙ୍କ ମଧ୍ୟରେ ଦୀର୍ଘ ୮ ବର୍ଷର ପ୍ରେମ ସମ୍ପର୍କ। ପରସ୍ପରକୁ ଭଲ ପାଇ ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ। ସେମାନଙ୍କ ଅନାବିଳ ପ୍ରେମକୁ ଦେଖି ଉଭୟଙ୍କ ପରିବାର ଲୋକ ମଧ୍ୟ ବିବାହ ପାଇଁ…
୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ
ସିମୁଳିଆ,୧୯ା୧୧(ଡି.ଏନ୍.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ ଶିକ୍ଷୟିତ୍ରୀ/ଶିକ୍ଷକ…
କ୍ରେଡିଟ୍ କାର୍ଡରୁ ୭୦ ହଜାର ଟଙ୍କା ଗାଏବ
ସିମୁଳିଆ,୧୯ା୧୧(ଡି.ଏନ୍.ଏ.): ବାରମ୍ବାର ବିଭିନ୍ନ ଗଣମାଧ୍ୟମରେ ଅନ୍ଲାଇନ୍ ଠକେଇ ସମ୍ପର୍କରେ ସଚେତନତା ପ୍ରକାଶ ପାଉଛି। ଏହା ପରେ ମଧ୍ୟ ଲୁଟେରାଙ୍କ କବଳରୁ ନିସ୍ତାର ମିଳୁନାହିଁ। କ୍ରେଡିଟ୍ କାର୍ଡରୁ ୭୦ ହଜାର ଟଙ୍କା ଗାଏବ ପରି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ…
ମରୁଡ଼ି ଅଞ୍ଚଳ ଘୋଷଣା ଦାବି ନେଇ ରାସ୍ତାରେ ଚାଷୀ
ନୀଳଗିରି,୧୯।୧୧(ସ୍ବ.ପ୍ର.): ମୌସୁମୀ ବର୍ଷା ଅଭାବ ଯୋଗୁ ଆଜି ସାରା ରାଜ୍ୟରେ ଚାଷୀକୁଳ ହତାଶ ହୋଇପଡିଛନ୍ତି। ବିଶେଷ କରି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଏହାର ପ୍ରଭାବ ଅଧିକ। ଏହା ଏକ ପାହାଡ଼ିଆ ଅଞ୍ଚଳ। ଦେବଗିରି ପାହାଡ଼, କୁଲଡ଼ିହା ଅଭୟାରଣ୍ୟ, ବିଜ୍ଞାପିତ ଅଞ୍ଚଳକୁ…
ଦୀଘା ମୁହାଣରୁ ଧରାହେଲା ବିରଳ ପ୍ରଜାତିର ସଙ୍କର ଚିଲ ମାଛ
ଭୋଗରାଇ, ୧୯।୧୧(ଡି.ଏନ.ଏ.): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ମୁହାଣ ଗଭୀର ସମୁଦ୍ରରୁ ଶୁକ୍ରବାର ପୁଣି ଏକ ବିରଳ ପ୍ରଜାତିର ସଙ୍କର ଚିଲ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଛି। ଟ୍ରଲର ମାଲିକ ଏହି ମାଛକୁ ଦୀଘା ମାର୍କେଟ୍ ନିଲାମ କେନ୍ଦ୍ରକୁ ଆଣି ବିକ୍ରି…
ନୂଆବଜାର ରାସ୍ତା ସମ୍ପ୍ରସାରଣ ଲାଗି ଜବରଦଖଲ ଉଚ୍ଛେଦ
ଜଳେଶ୍ୱର,୧୮ା୧୧(ଡି.ଏନ୍.ଏ.): ସବୁ ଆକଳନର ଶେଷ ଘଟାଇ ସ୍ଥାନୀୟ ପ୍ରଶାସନ ନୂଆବଜାରର ୫୦ ଜବରଦଖଲକାରୀଙ୍କୁ ଉଚ୍ଛେଦ କରିଛନ୍ତି। ରେଳ ଓଭରବ୍ରିଜ୍ଠାରୁ ୬୦ନଂ. ଜାତୀୟ ରାଜପଥ ବାଇପାସ୍ ଯାଏ ପୂର୍ତ୍ତ ବିଭାଗର ରାସ୍ତା ସମ୍ପ୍ରସାରଣ ହେଉଥିବାରୁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ୫୭ନଂ.…
୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା
ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା ଉଡୁଛି। ଏହା ଜାତୀୟ ପତାକାକୁ ଅବମାନନା କରାଯାଇଥିବା ନେଇ ଚର୍ଚ୍ଚା ଚାଲିଛି। ପ୍ରତିଦିନ ଶହ…
ଦାବି ପୂରଣ ନ ହେଲେ ଆନ୍ଦୋଳନ
ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…
ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ
ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଶୁଭନନ୍ଦୀପୁର…
ସରକାରୀ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ
ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି ବସ୍ତି…
୨ ପ୍ରକଳ୍ପ ଦୁଇଥର ଶିଳାନ୍ୟାସ
ବାହାନଗା,୧୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ତାଳକୁରୁଣିଆ ପଞ୍ଚାୟତରେ ଦୁଇଟି ପ୍ରକଳ୍ପକୁ ୨ ଥର ଶିଳାନ୍ୟାସ କରାଯିବା ନେଇ ରାଜନୀତି ସରଗମ ହୋଇଛି। ବିଜେଡିକୁ ପଞ୍ଚାୟତରେ ମାତ୍ ଦେବାପାଇଁ ଭାଜପା ସକ୍ରିୟ ହୋଇଉଠିଛି। ପଞ୍ଚାୟତର ୨ଟି ପ୍ରକଳ୍ପକୁ ଗୋଟିଏ ଦିନରେ…
Archives


