ବାଲେଶ୍ୱର

ଜଣଙ୍କୁ ଦଳିଦେଲା ହାତୀ

ବାଲେଶ୍ୱର,୩ା୩(ଡି.ଏନ୍‌.ଏ.): ବସ୍ତା ବ୍ଲକ ଅନ୍ତର୍ଗତ କରଞ୍ଜିଆ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମିଳିଥିବା ସୂଚନାନୁସାରେ, ଗୁରୁବାର ବିଳମ୍ବିତ ରାତିରେ ୫-୬ ଟି ହାତୀ ଥିବା ଏକ ହାତୀପଲ ପଡ଼ୋଶୀ ମୟୂରଭଞ୍ଜ ଜିଲାର ବେତନାସିଆ ଜଙ୍ଗଲରୁ ବାହାରି…

ଛତୁଆ ପ୍ୟାକେଟ୍‌ରୁ ୮ଶହ ଗ୍ରାମ୍‌ ଗାଏବ

ବାଲେଶ୍ୱର ଅଫିସ,୩।୩: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସଜନାଗଡ଼ ପଞ୍ଚାୟତ ଅଧୀନ ବିଭିନ୍ନ ଆଦିବାସୀ ହରିଜନ ଗ୍ରାମରେ ଶିଶୁ, ପ୍ରସୂତି, ଗର୍ଭବତୀଙ୍କ ସ୍ବାସ୍ଥ୍ୟ ନିମନ୍ତେ ଆଇସିଡିଏସ୍‌(ସମନ୍ବିତ ଶିଶୁ ବିକାଶ ଯୋଜନା) ମାଧ୍ୟମରେ ଯୋଗାଇ ଦିଆଯାଉଥିବା ଛତୁଆ, ଲଡୁ, ହାଲୱା ପ୍ୟାକେଟ୍‌ଗୁଡ଼ିକୁ…

କୁଲଡ଼ିହାରେ ପୁଣି ଏକ ଦନ୍ତା ଅସୁସ୍ଥ, ଚିନ୍ତାରେ ବନବିଭାଗ

ନୀଳଗିରି,୨।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଗତ ରବିବାର ଏକ ମାଈ ହାତୀର ମୃତ୍ୟୁ ପରେ ଅନ୍ୟ ଏକ ଦନ୍ତା ଅସୁସ୍ଥ ହେବା ନେଇ ବନବିଭାଗର ଚିନ୍ତା ବଢ଼ିଯାଇଛି। ଦନ୍ତାର ବୟସ ୩୦ରୁ ୪୦ବର୍ଷ ହେବ ବୋଲି ବନବିଭାଗ…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ହୋମଗାର୍ଡ

ବାଲେଶ୍ୱର ଅଫିସ,୧ା୩: ବାଲେଶ୍ୱର ଖନ୍ତାପଡ଼ା ଥାନାରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଥାନା ଏଏସ୍‌ଆଇ ରତିକାନ୍ତ ଦାସ ଓ ହୋମଗାର୍ଡ ଶଶୀକାନ୍ତ ମହାପାତ୍ର ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଗିରଫ କରିଛି । ସୂଚନାରୁ ଜଣାଯାଏ, ଗତ ୪…

କାମରେ ଆସୁନି ଆର୍‌ଏମ୍‌ସି ଗୋଦାମ

ବାଲିଆପାଳ, ୧।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଦେଉଳା ପଞ୍ଚାୟତ ଅଧୀନ ବାସୁଦେବପୁରଠାରେ ୧୦ବର୍ଷ ପୂର୍ବରୁ ୨ଏକରରୁ ଊର୍ଦ୍ଧ୍ୱ ସରକାରୀ ଜାଗାରେ ଜଳେଶ୍ୱର ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ପକ୍ଷରୁ ଗୋଦାମ ଘର ନିର୍ମାଣ ହୋଇଛି। ଆଜି ଯାଏ ଏହି ଘର…

ସରିଲା ରିମାଣ୍ଡ, ବିଚାର ବିଭାଗୀୟ ହାଜତରେ ବାବୁରାମ

ବାଲେଶ୍ୱର ଅଫିସ, ୧।୩: ବାଲେଶ୍ୱର ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌) ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ବରିଷ୍ଠ ଅଧିକାରୀ ବାବୁରାମ ଦେଙ୍କ ୪ଦିନିଆ ରିମାଣ୍ଡ ଅବଧି ମଙ୍ଗଳବାର ଶେଷ ହୋଇଛି। ପୋଲିସ ବାବୁରାମଙ୍କୁ ବାଲେଶ୍ୱର ଜୁଡିସିଆଲ ମାଜିଷ୍ଟ୍ରେଟ୍‌ ଫାଷ୍ଟଟ୍ରାକ୍‌ କୋର୍ଟ…

ସ୍ତ୍ରୀଙ୍କୁ ମାରି ବିଷ ପିଇଲେ ସ୍ବାମୀ

ଖଇରା,୨୮।୨: ବାଲେଶ୍ବର ଜିଲା ଖଇରା ଥାନା ସାରୁଗାଁ ଗ୍ରାମ ପଞ୍ଚାୟତ ତିଳଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ବାବୁ ଦାସ(୪୨) ନାମକ ଯୁବକ ନିଜ ସ୍ତ୍ରୀକୁ ମାରିବା ପରେ ନିଜେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ସୋମବାର…

ଆଇଟିଆର୍‌ ତଥ୍ୟ ଲିକ୍‌: ଅନ୍ତର୍ଜାତୀୟ ଲିଙ୍କ୍‌ ସନ୍ଦେହ: ଆନ୍ଧ୍ର ଗୋଇନ୍ଦା ବିଭାଗ, ବାୟୁସେନା ଟିମ୍‌ର ତଦନ୍ତ ଆରମ୍ଭ

ବାଲେଶ୍ୱର ଅଫିସ, ୨୮ା୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର(ଆଇଟିଆର୍‌)ରୁ ତଥ୍ୟ ଲିକ୍‌ ଘଟଣାରେ ଅନ୍ତର୍ଜାତୀୟ ଲିଙ୍କ୍‌ ନେଇ ସନ୍ଦେହ ପ୍ରକାଶ ପାଇବା ପରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏଥିରେ ଏବେ ସାମିଲ ହୋଇଛନ୍ତି ଆନ୍ଧ୍ରପ୍ରଦେଶ ଗୋଇନ୍ଦା ବିଭାଗ…

ପୁରଷ ବନ୍ଧୁଙ୍କ ପାଇଁ ନିଜ ଘର ସହ ବନ୍ଧୁବାନ୍ଧବ ଘରୁ ଚୋରି କରୁଥିଲା ଝିଅ, ଧରିଲା ପୋଲିସ

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ସହର ହରିପୁର ଅଞ୍ଚଳର ଶରତ କୁମାର ନାୟକଙ୍କ ଘରୁ ଓ ତାଙ୍କ ବନ୍ଧୁବାନ୍ଧବଙ୍କ ଘରୁ ବାରମ୍ବାର ଚୋରି ହେଉଥିବା ନେଇ ସହଦେବଖୁଣ୍ଟା ଥାନାରେ ଅଭିଯୋଗ ହୋଇଥିଲା। ବର୍ଷାଧିକ କାଳ ଧରି ଏହି ଚୋରିରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ…

୪ ଡାକ୍ତରଙ୍କୁ ଦୈନିକ ୫୦୦ ରୋଗୀ

ଜଳେଶ୍ୱର,୨୭ା୨(ଡି.ଏନ୍‌.ଏ):ସମଗ୍ର ଉତ୍ତର ବାଲେଶ୍ୱରରେ ଜିକେ ଭଟ୍ଟର ଚିକିତ୍ସାଳୟ ଚିକିତ୍ସା କ୍ଷେତ୍ରରେ ରୋଗୀଙ୍କ ଭରସା ପାଲଟିଥିବା ବେଳେ ଡାକ୍ତର ଅଭାବ ପରିସ୍ଥିତିକୁ ଜଟିଳ କରୁଛି ା ମାତ୍ର ୪ଜଣ ଡାକ୍ତର ଦୈନିକ ପ୍ରାୟ ୫୦୦ ରୋଗୀଙ୍କୁ ଚିକିତ୍ସା କରୁଥିବା ବେଳେ ଡାକ୍ତରଖାନାକୁ ମିଳୁଥିବା…

୮ ଶ୍ରେଣୀ ପାଇଁ ୪ ଶିକ୍ଷକ

ବାହାନଗା,୨୭ା୨(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଳକ ପଥରପେଣ୍ଠ ପଞ୍ଚାୟତର ଶିବପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ବିଦ୍ୟାଳୟରେ ୮ ଶ୍ରେଣୀ ନିମନ୍ତେ ୪ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି। ଶ୍ରେଣୀଗୃହ ସମେତ ଆବଶ୍ୟକ ଶିକ୍ଷକ ନ ଥିବାରୁ…

ଛାତ୍ର ବୋହିଲେ ଜାଳେଣି କାଠ

ରୂପସା,୨୭।୨(ଡି.ଏନ.ଏ.):ବିଦ୍ୟାଳୟରେ ସରକାରୀ ନିୟମକୁ ଉଲଂଘନ। ଶିକ୍ଷକ ଭୁଲିଗଲେ ସରକାରଙ୍କ କଟକଣା। ରୋଷେଇ ପାଇଁ ଛାତ୍ରମାନେ ବିଦ୍ୟାଳୟକୁ ବୋହୁଛନ୍ତି ଜାଳେଣି କାଠ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଡିମିଚା ସରକାରୀ ପ୍ରାଥମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?