ବାଲେଶ୍ୱର

ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ସ୍ତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ, ୨୭ା୨:ସ୍ବାମୀଙ୍କ ଏସିଡ୍‌ ମାଡ଼ରେ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ସ୍ତ୍ରୀଙ୍କ ରବିବାର ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବନିତା ସିଂ। ଗତ ୨୦ ତାରିଖରେ ବନିତାଙ୍କୁ ତାଙ୍କ ସ୍ବାମୀ ଚନ୍ଦନ ରଣା ଏସିଡ୍‌…

ପୁଅ ହେବା ପାଇଁ ମଣିଷ ଖପୁରି ସଂଗ୍ରହ

ବାହାନଗା,୨୭ା୨(ଡି.ଏନ.ଏ.):ଦୁଇ ଝିଅ ପରେ ପୁଅଟିଏ ଆଶା କରି ଜଣେ ଯୁବକ ଗୁଣିଆ କଥାରେ ପଡ଼ି ଜଣେ ସହଯୋଗୀଙ୍କ ସହ ସମୂଦ୍ର କୂଳରେ ପୋତା ହୋଇଥିବା ମୃତଦେହରୁ ଖପୁରି କାଟି ନେବାକୁ ଉଦ୍ୟମ କରି ଧରାପଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ବାଲେଶ୍ୱର…

ଆର୍ଥତ୍କ କାରବାର, ଗୁପ୍ତ ତଥ୍ୟ ନେଇ ଖୋଳତାଡ଼

ବାଲେଶ୍ୱର ଅଫିସ,୨୭ା୨:ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ପ୍ରତିରକ୍ଷା ତଥ୍ୟ ଲିକ୍‌ ଘଟଣାରେ ଗିରଫ ହୋଇଥିବା ଆଇଟିଆର୍‌ର ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ଶନିବାର ୪ ଦିନିଆ ରିମାଣ୍ଡରେ ନେଇଛି। ରବିବାର ପ୍ରଥମ ଦିନରେ…

୪ ଦିନିଆ ପୋଲିସ ରିମାଣ୍ଡରେ ଅଭିଯୁକ୍ତ

ବାଲେଶ୍ୱର ଅଫିସ, ୨୬।୨: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରୁ ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଇ ଗିରଫ ହୋଇଥିବା ବରିଷ୍ଠ ବୈଷୟିକ ଅଧିକାରୀ ବାବୁରାମ ଦେଙ୍କୁ ପୋଲିସ ୪ଦିନିଆ ରିମାଣ୍ଡରେ ନେଇଛି। ଅଭିଯୁକ୍ତଙ୍କୁ ୫ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ…

ଦୋଷୀଙ୍କୁ ୨୦ବର୍ଷ ଜେଲ

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱର ସ୍ବତନ୍ତ୍ର ଜଜ୍‌ (ପୋକ୍‌ସୋ) ରଞ୍ଜନ କୁମାର ସୂତାର ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଆଉ ୨…

ପାକିସ୍ତାନ ମହିଳାଙ୍କ ପ୍ରେମରେ ପଡ଼ି ଆଇଟିଆର୍‌ରୁ ଦେଉଥିଲେ ଗୁପ୍ତ ତଥ୍ୟ, ଅଫିସରଙ୍କ ସହ ଠିକାଦାରଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର ଅଫିସ, ୨୪।୨: ବାଲେଶ୍ୱର ଜିଲା ଚାନ୍ଦିପୁର ଆଇଟିଆର୍‌ରୁ ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ପ୍ରତିରକ୍ଷା ବିଭାଗର ଜଣେ ସିନିୟର ଅଫିସର ଓ ଠିକାଦାରଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ଅଫିସର ଜଣଙ୍କ ହନିଟ୍ରାପର୍‌ ଶିକାର ହୋଇଛନ୍ତି। ସେ ପାକିସ୍ତାନ ରାୱଲପିଣ୍ଡିର…

ଜଳୁଛି ଜଙ୍ଗଲ

ଜଳେଶ୍ୱର, ୨୪ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆର ରଙ୍ଗାମାଟିଆ ଜଙ୍ଗଲରେ ଗୁରୁବାର ମଧ୍ୟାହ୍ନରୁ ନିଆଁ ଲାଗିଛି। ବିସ୍ତୀର୍ଣ୍ଣ ଅଞ୍ଚଳକୁ ନିଆଁ ବ୍ୟାପିଥିଲେ ମଧ୍ୟ ବନବିଭାଗ ଲିଭାଇବାରେ ସଫଳ ହୋଇ ହୋଇପାରିନାହିଁ। ୧୦୦ ଏକରରୁ ଅଧିକ ଜଙ୍ଗଲରୁ ସନ୍ଧ୍ୟା ସୁଦ୍ଧା ପ୍ରାୟ…

ଇଂରାଜୀ ଶିକ୍ଷକଙ୍କୁ ବଦଳି: ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଖଇରା,୨୩ା୨(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ୟୁପି ସ୍କୁଲର ଇଂରାଜୀ ଶିକ୍ଷକଙ୍କୁ ଶ୍ରୀରାମପୁର ହାଇସ୍କୁଲକୁ ବଦଳି କରାଯିବା ପରେ ଅଭିଭାବକ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ପ୍ରତିବାଦରେ କମିଟି ସଭାପତି ନମିତା ବେହେରା ଓ ଉପସଭାପତି…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବାଲେଶ୍ୱର ଅଫିସ, ୨୩।୨: ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କ ଭଡାଘର ଓ ପୈତୃକ ଘର ସମେତ ୭ଟି ଜାଗାରେ ହେଉଛି ଚଢ଼ାଉ କରାଯାଇଛି। ବାଲେଶ୍ୱର…

ଆଉ ୫ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

ବାଲେଶ୍ୱର ଅଫିସ/ ସୋର, ୨୨।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ପୌରାଞ୍ଚଳ ଅଧୀନ ଗାନ୍ଧୀ ସେବାସଂଘ ପୁରୁବାଈ କନ୍ୟାଶ୍ରମର ଆଉ ୫ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରେ ୪ଜଣ ଛାତ୍ରୀ ଥିବା ବେଳେ ଜଣେ କର୍ମଚାରୀ ଅଛନ୍ତି।…

ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ: ଗଡ଼ପଦା ସ୍କୁଲରେ ଝୁଲିଲା ତାଲା

ରୂପସା,୨୧।୨(ଡି.ଏନ୍‌ଏ): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଗଡ଼ପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ତାଲାବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି। ଶିକ୍ଷାବିଭାଗର ମନମୁଖି କାର୍ଯ୍ୟକୁ ବିରୋଧ କରି ଅଭିଭାବକ, ଗ୍ରାମବାସୀ, ପରିଚାଳନା କମିଟି, ଶାନ୍ତି କମିଟି, ପୁରାତନ ଛାତ୍ରମାନେ…

ଦୂରଗାମୀ ଆଇଟିସିଏମ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ: ୧୦୦୦ କିମି ରହିଛି ଲକ୍ଷ୍ୟଭେଦ ଦୂରତା

ବାଲେଶ୍ୱର ଅଫିସ,୨୧।୨: ବାଲେଶ୍ୱର ଜିଲା ଚାନ୍ଦିପୁର ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୧୫ମିନିଟରେ ଦୂରଗାମୀ କ୍ଷେପଣାସ୍ତ୍ର ଆଇଟିସିଏମ୍‌ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟ କ୍ଷେପଣାସ୍ତ୍ରର ବିକଶିତ ମଡେଲ୍‌ କ୍ଷେପଣାସ୍ତ୍ର ଇଣ୍ଡିଜେନିଏସ୍‌ ଟେକ୍ନିକ କ୍ରୁଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?