ବାଲେଶ୍ୱର

ଖର୍ଚ୍ଚ ହେଲା ୧୭ଲକ୍ଷ, ଟଙ୍କାକର ଫାଇଦା ନାହିଁ

ଖଇରା, ୭ା୧୧(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ଗ୍ରାମ ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମ ନିକଟରେ ଥିବା ପଏଣ୍ଟ-୨ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ୧୭ଲକ୍ଷ ଖର୍ଚ୍ଚ ପରେ ମଧ୍ୟ କାମରେ ଲାଗୁନି। ବର୍ତ୍ତମାନ ଆସନ୍ନ ମରୁଡି ପରିସ୍ଥିତିରେ ଜମିକୁ…

ପଶ୍ଚିମବଙ୍ଗ ଚାଲାଣ ବେଳେ ୫୦୦ ଗୋରୁ ଉଦ୍ଧାର

ଜଳେଶ୍ୱର,୬।୧୧(ଡି.ଏନ.ଏ.): ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ବାରମ୍ବାର ଯାଞ୍ଚ ହୋଇ ଚଢାଉ କରାଯାଉଥିଲେ ମଧ୍ୟ ପଶ୍ଚିମବଙ୍ଗକୁ ଗୋଚାଲାଣ ଥମିବାରେ ନଁା ଧରୁନି। ଶନିବାର ବିଳମ୍ବିତ ରାତିରେ ଜଳେଶ୍ୱର ପୋଲିସ ୮ଟି ଗୋରୁ ବୋଝେଇ ଗାଡି ଜବତ କରିବା ସହ ୫୦୦ରୁ ଊର୍ଦ୍ଧ୍ୱ…

ମୃତଦେହ ସତ୍କାର ପାଇଁ ଯାଇଥିଲେ ପରିବାର ଲୋକେ, ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ସିମୁଳିଆ,୫ା୧୧(ଡି.ଏନ୍‌.ଏ.): ପରିବାର ଲୋକେ ମୃତଦେହ ସତ୍କାର ପାଇଁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ଘରେ କଳାକନା ବୁଲାଇବା ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଅଞ୍ଚଳରେ। ସୂଚନାଯୋଗ୍ୟ, ମାର୍କଣା ଷ୍ଟେଶନ ରୋଡ୍‌ ପାର୍ଶ୍ୱରେ ଘର କରି…

ଜବରଦଖଲ ଉଚ୍ଛେଦ

ନୀଳଗିରି,୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ପ୍ରଶାସନ ତରଫରୁ ଜଗନ୍ନାଥ ମନ୍ଦିର ସମ୍ମୁଖ ବଡ଼ଦାଣ୍ଡରେ ଡ୍ରେନେଜ୍‌ ବ୍ୟବସ୍ଥାରେ ସମସ୍ୟା ଦେଖା ଯିବାରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଜଗନ୍ନାଥ ମନ୍ଦିର ସମ୍ମୁଖ ଦୁଇ ପାଶର୍‌ବରେ ଦୋକାନ ଗୃହ ଥିବା…

ବାଣଫୁଟି ଯୁବକ ଗୁରୁତର

ଖଇରା,୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା କ୍ଷିରିପଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଫୁଟାଉଥିବା ସମୟରେ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୁହଁ ପୋଡି ସେ ଗୁରୁତର ହୋଇଛନ୍ତି। ଗୁରୁତ ହେଲେ ସେକ ସକରୁଦ୍ଦିନ। ତାଙ୍କୁ ପ୍ରଥମେ ସୋର…

ପରିସଂଖ୍ୟାନ ବିଭାଗ କାର୍ଯ୍ୟାଳୟରେ ତାଲା ଝୁଲୁଛି

ବାହାନଗା, ୩ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପରିସରରେ ଥିବା ଏକ ପରିସଂଖ୍ୟାନ କାର୍ଯ୍ୟାଳୟ ଭୂତକୋଠି ପାଲଟିଛି। କାର୍ଯ୍ୟାଳୟକୁ କୌଣସି କର୍ମଚାରୀ ଆସନ୍ତି ନାହିଁ । ଫଳରେ ବର୍ଷ ବର୍ଷ ଧରି କାର୍ଯ୍ୟାଳୟ ଗୃହରେ ତାଲା ପଡିରହିଛି । ଏହି ବିଭାଗ…

ବିଭ୍ରାନ୍ତିକର ତଥ୍ୟ ଦେଇ ଅର୍ଥ ଆଦାୟ

ଖଇରା, ୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ରାଜସ୍ବ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ର ଅଧୀନରେ ପୂର୍ବରୁ ଖଣି ବ୍ୟବହାର କରୁଥିବା ଲିଜଧାରୀଙ୍କୁ ବିଭ୍ରାନ୍ତିକର ତଥ୍ୟ ପ୍ରଦାନ ପୂର୍ବକ ବେଆଇନ ଅର୍ଥ ଆଦାୟକୁ ନେଇ ଅସନ୍ତୋଷ ବଢିବାରେ ଲାଗିଛି ା…

ଖୋଲିଲା କୁଳଡିହା ଅଭୟାରଣ୍ୟ

ବାଲେଶ୍ୱର ଅଫିସ,୧।୧୧: ଆଜିଠୁ ଖୋଲିଲା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଳଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କ ପାଇଁ ଗୋହିରାଭୋଳଠାରେ ନେଚର୍ସ କ୍ୟାମ୍ପରେ ରାତ୍ରି ରହଣି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ବର୍ଷଭଳି ଆଜିଠାରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ…

ଗୋରୁ ବୋଝେଇ ଭ୍ୟାନ ଜବତ, ୩ ଗିରଫ

ରୂପସା, ୩୧।୧୦(ଡି.ଏନ.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ନଳବାହାର ଛକ ନିକଟରେ ପୋଲିସ ସୋମବାର ଚଢାଉ କରି ୨ଟି ଗୋରୁ ବୋଝେଇ ଭ୍ୟାନ୍‌ ଜବତ କରିଛି। ଏଥିସହ ୩ ବ୍ୟବସାୟୀଙ୍କୁ ପୋଲିସ ଗିରଫ କରିଛି। ଗିରଫ…

୩ ପରିବାରରେ ବୁଲାଇଲେ କଳାକନା

ଜଳେଶ୍ୱର, ୩୧ା୧୦(ଡି.ଏନ.ଏ.): କାଳୀପୂଜା ଅବସରରେ ଖୁଲୁଡା ଗାଁରେ ନାଟକ ଅନୁଷ୍ଠିତ ହେଉଥିବା ବେଳେ ଏହାର ସୁଯୋଗ ନେଇ ଚୋରମାନେ ୩ ପରିବାରରେ କଳାକନା ବୁଲାଇଛନ୍ତି। ଏ ସମ୍ପର୍କରେ ୩ ପରିବାର ନାମ୍ପୋ ଫାଣ୍ଡିରେ ଏତଲା ଦେଇଛନ୍ତି। ଗ୍ରାମର ଅଜୟ ମହାପାତ୍ରଙ୍କ ଘରୁ…

ଜାତୀୟ ରାଜପଥ ମରଣଯନ୍ତା

ବାଲେଶ୍ୱର ଅଫିସ,୩୧ା୧୦: ଭଦ୍ରକ-ବାଲେଶ୍ୱର ସେକ୍‌ସନ ୧୬ନଂ. ଜାତୀୟ ରାଜପଥରେ ୬ ଥାକିଆ ରାସ୍ତା ପାଇଁ ଏନ୍‌ଏଚ୍‌ଏଆଇ ପକ୍ଷରୁ ରାସ୍ତାର ସମ୍ପ୍ରସାରଣ କାମ ଚାଲିଛି। ଚେନ୍ନାଇଠାରୁ କୋଲକାତାକୁ ସଂଯୋଗ କରୁଥିବା ଏହି ରାଜପଥର ବାଲେଶ୍ୱର ଜିଲା ଏବେ ସବୁଠୁ ବିପଦସଙ୍କୁଳ। ପ୍ରତିଦିନ ଏକାଧିକ…

୫୦ବର୍ଷରେ ଖଇରା କାଳୀପୂଜା

ଖଇରା,୨୯ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବଜାର ବ୍ୟବସାୟୀଙ୍କ ସହଯୋଗରେ ପାଳିତ ହେଉଥିବା କାଳୀପୂଜା ଚଳିତ ବର୍ଷ ୫୦ ବର୍ଷରେ ପଦାର୍ପଣ କରିଛି। ସୋମବାର ରାତିରେ ପଣ୍ଡିତ ଦ୍ୱାରିକାନାଥ ଶତପଥୀ ଓ ପ୍ରଫୁଲ୍ଲ କୁମାର ତ୍ରୀପାଠୀଙ୍କ ଦ୍ୱାରା ମା’ଙ୍କ ପୂଜାର୍ଚ୍ଚନା କରାଯାଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri