ବାଲେଶ୍ୱର

ରାସ୍ତା ଖୋଳାକୁ ନେଇ ଉତ୍ତେଜନା

ଲଙ୍ଗଳେଶ୍ୱର,୧୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାତାୟତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଟାୟାର ଜାଳି…

ବାଲେଶ୍ୱରରେ ଖୋଲିଲା ଶ୍ରୀଲେଦର ଶୋ’ରୁମ୍‌

ବାଲେଶ୍ୱର ଅଫିସ,୧୮।୨: ବାଲେଶ୍ୱର ସହରର ଷ୍ଟେଶନ ରାସ୍ତାରେ ଦେଶର ଅନ୍ୟତମ ପ୍ରମୁଖ ଜୋତା କମ୍ପାନୀ ‘ଶ୍ରୀଲେଦର’ର ଶୋ’ରୁମ୍‌ ଖୋଲିଛି। ବାଲେଶ୍ୱର ବିଧାୟକ ସ୍ବରୂପ କୁମାର ଦାସ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ମିଳିତ ଭାବେ ଏହି ଶୋ’ରୁମ୍‌କୁ ଉଦ୍‌ଘାଟନ…

ରାସ୍ତା ଖୋଳାକୁ ନେଇ ଉତ୍ତେଜନା: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଲଙ୍ଗଳେଶ୍ୱର,୧୭।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ସାଉଡ଼ି ପଞ୍ଚାୟତର ମହାନ୍ତି ଛକଠାରେ ସରକାରୀ ରାସ୍ତାକୁ ରାତି ଅଧରେ ଜେସିବି ମେଶିନ ଲଗାଇ ଖୋଳି ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଯାତାୟତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଚାଷୀଙ୍କ ଜୀବନଗଲା

ଭୋଗରାଇ,୧୭ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ନଥିପୁର ଗ୍ରାମର ଜଣେ ଚାଷୀଙ୍କ ବିଦ୍ୟୁତ୍‌ ଆଘାତରେ ମତ୍ୟୁ ଘଟିଛି। ସେ ହେଲେ ରାମଚନ୍ଦ୍ର ମୁଖୀ (୬୧)। ସୂଚନା ଅନୁଯାୟୀ, ଶୁକ୍ରବାର ଅପରାହ୍ନରେ ରାମଚନ୍ଦ୍ର ଧାନଜମିକୁ ପାଣି ମଡ଼ାଇବାକୁ ଯାଇଥିଲେ।…

ରାତିରେ ଚାଲିଛି ମୋରମ ଲୁଟ୍‌

ରୂପସା, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ତହସିଲ ରୂପସା ଥାନା ଅଧୀନ ଗଡ଼ପଦା ପଞ୍ଚାୟତ ଅଧୀନ କେନ୍ଦୁଡ଼ାଙ୍ଗିରି ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ରାଜସ୍ବ ବିଭାଗ, ପୋଲିସ ପ୍ରଶାସନ ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସଲାସୁତୁରାରେ…

ଖଇରା ମାଟିରେ ବ୍ରକୋଲି ଚାଷ

ଖଇରା,୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ସଞ୍ଚୟିକା ମହାସଂଘର ସଦସ୍ୟମାନେ ସ୍ବାବଲମ୍ବୀ ହେବା ଲକ୍ଷ୍ୟରେ ଚଳିତବର୍ଷ ୨ଟି ସ୍ଥାନରେ ବ୍ରକୋଲି ଚାଷ ଆରମ୍ଭ ହୋଇଛି। ଖଇରା ପଞ୍ଚାୟତ କାର୍ଯ୍ୟାଳୟ ଓ ବିଷ୍ଣୁପୁର ଗ୍ରାମରେ ସ୍ବୟଂ ସହାୟିକା ଗୋଷ୍ଠୀ ପ୍ରଥମ କରି ମାଟିରେ…

ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାମୁଦ୍ରିକ କଉ

ଭୋଗରାଇ, ୧୬ା୨(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଏକ ବିରଳ ପ୍ରଜାତିର କଉ ମାଛ ଜାଲରେ ପଡିଛି। ଟ୍ରଲର ମାଲିକ ଏହି ବିରଳ ମାଛକୁ ଦୀଘା ମୁହାଣ ମାଛ ମାର୍କେଟକୁ ବିକ୍ରି ପାଇଁ ଆଣିଥିଲେ।…

ସ୍ତ୍ରୀ ଓଢଣୀରେ ଫାଶୀ ଲଗାଇଲେ ସ୍ବାମୀ

ପାଟଣା,୧୪।୨(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକ ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଲହରୁ ସ୍ତ୍ରୀର ଓଢଣୀରେ ଘର ଭିତରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ହେଲେ…

ତେଜିଲେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଜମାକାରୀ

ବାଲେଶ୍ୱର ଅଫିସ, ୧୪।୨: ବାଲେଶ୍ୱର ଜିଲାରେ ବିଭିନ୍ନ ଚିଟ୍‌ଫଣ୍ଡ କମ୍ପାନୀରେ ଟଙ୍କା ଜମା ରଖି କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନେ ଟଙ୍କା ଫେରସ୍ତ ପାଇଁ ‘ଆର୍ଥତ୍କ ସଂସ୍ଥାମାନଙ୍କ ଦ୍ୱାରା କ୍ଷତିଗ୍ରସ୍ତଙ୍କ ମିଳିତ ମଞ୍ଚ’ ମାଧ୍ୟମରେ ୫ଦିନ ଧରି ଜିଲାର ବିଭିନ୍ନ ତହସିଲ ଅଫିସ୍‌…

ରାଜରାସ୍ତାକୁ ଓହ୍ଲାଇବେ ଜୁନିୟର ଶିକ୍ଷକ

ଜଳେଶ୍ୱର, ୧୩ା୨(ଡି.ଏନ୍‌.ଏ.): ଗତ ୪ ମାସ ତଳେ ମୁଖ୍ୟମନ୍ତ୍ରୀ ଓଡ଼ିଶା ମାଟିରୁ ଚୁକ୍ତିଭିତ୍ତିକ ଯୁଗ ଶେଷ ହେଲା ବୋଲି ଘୋଷଣା କରିଥିବା ବେଳେ ରାଜ୍ୟର ପ୍ରାଥମିକ ବିଦ୍ୟାଳୟଗୁଡିକରେ କାର୍ଯ୍ୟରତ ପ୍ରାୟ ୧୩ହଜାର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀ ଚୁକ୍ତିଭିତ୍ତିରେ ଓ ସ୍ବଳ୍ପ ଦରମାରେ…

ବାକି ପଇସାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

ବସ୍ତା, ୧୩।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳରେ ସାମାନ୍ୟ ବାକି ପଇସାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ହତ୍ୟା ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ସଦାନନ୍ଦପୁର ଗ୍ରାମର ଅଜୟ ବାରିକ(୩୦)। ପୋଲିସ ସୂଚନା ଅନୁଯାୟୀ,…

ସୋରିଷ କ୍ଷେତ ବୁଲି ଦେଖିଲେ ମୁଖ୍ୟ ଶାସନ ସଚିବ

ବାଲେଶ୍ୱର ଅଫିସ, ୧୨।୨: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶନିବାର ଦୁଇ ଦିନିଆ ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ସେ ସିମୁଳିଆ ବ୍ଲକର ମଇତାପୁର ପଞ୍ଚାୟତ ଗସ୍ତ କରି ସେଠାରେ ମିଶନଶକ୍ତି ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?