ବାଲେଶ୍ୱର

ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା

ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା ଲାଗି ସୁନାଗହଣା, ନଗଦ ଟଙ୍କା ଓ ଜମି କାଗଜପତ୍ର ପୋଡି ନଷ୍ଟ...

ଗୁଣାତ୍ମକ ଶିକ୍ଷା ପାଇଁ ମିଳିବ ନିର୍ଭରଯୋଗ୍ୟ ବିଜୁଳି

ବାଲେଶ୍ୱର,୨୨।୧୧ (ମାନସ ବିଶ୍ୱାଳ): ଟିପି ନର୍ଦ୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏନଓଡିଏଲ) କେନ୍ଦୁଝର ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରଙ୍କ ଦୀର୍ଘଦିନ ଧରି ବିଦ୍ୟୁତ୍‌ ସରବରାହ ସମସ୍ୟାର ସମାଧାନ ହୋଇଛି ବୋଲି ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପିଏନଓଡିଏଲ ସିଇଓ ଭାସ୍କର ସରକାର...

ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ: ଫାଣ୍ଡି ଆଗରେ ଦମ୍ପତିଙ୍କୁ ପିଟିଲେ

ନୀଳଗିରି, ୨୦।୧୧(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଈଶ୍ୱରପୁର ପଞ୍ଚାୟତ ବାହାବଳପୁର ଗାଁରେ ବାଡଘେରାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣର ଅଭିଯୋଗ ମଧ୍ୟ ହୋଇଛି। ଜଣେ ମହିଳାଙ୍କୁ ହାଣି...

ଚିନ୍ତାରେ ଯାତ୍ରୀ, ଅଞ୍ଚଳବାସୀ

ଖଇରା,୨୦।୧୧(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ପ୍ରମୁଖ ସଡ଼କ ପଥ ସୋର-କୁପାରୀ ପୂର୍ତ୍ତ ବିଭାଗ ରାସ୍ତାରେ ବହୁ ସଂଖ୍ୟକ ଚିପ୍ସ ଓ ପଥର ବୋଝେଇ ଟ୍ରକ୍‌ ଚଳଚଳାକୁ ନେଇ ଯାତ୍ରୀ ଓ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଛି। ଦିନତମାମ ବଡ଼...

୧୫ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ୍‌ ଦଳରେ ନୀଳଗିରିର ଶୁଭଲକ୍ଷ୍ମୀ

ନୀଳଗିରି,୧୬ା୧୧(ପ୍ରଶାନ୍ତ ବିଶ୍ୱାଳ)ନୀଳଗିରି ନିର୍ବାଚନ ମଣ୍ଡଳୀ ସିଆଡ଼ିମାଳ ଗ୍ରାମର ବାବୁଲା ସିଂଙ୍କ ଝିଅ ଶୁଭଲକ୍ଷ୍ମୀ ୧୫ ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଏନେଇ ସମଗ୍ର ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସାର...

ବାଣ ନିଆଁରେ ଜଳିଗଲା ଘର: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ରୂପସା,୧୩।୧୧(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ବାଉଁଶବଣି ଗ୍ରାମରେ ରବିବାର ଦୀପାବଳି ପର୍ବରେ ତ୍ରିଲୋଚନ ଦାସଙ୍କ ଘରେ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଭସ୍ମୀଭୂତ ହୋଇଯାଇଛି l ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ...

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଆତଙ୍କ ଖେଳାଉଥିବା କୁମ୍ଭୀର

ରୂପସା,୧୩।୧୧( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସିଂଲା ଥାନା ଅଧୀନ ଡୁବୁଡୁବି ନଦୀ ମହାପଦା ପୋଲ ନିକଟରୁ ସୋମବାର ଏକ ୪ ଫୁଟ ଲମ୍ବର କୁମ୍ଭୀର ଉଦ୍ଧାର ହୋଇଛି l ଅନ୍ୟପକ୍ଷେ ନଦୀରେ ରହିଥିବା ଅନ୍ୟ କୁମ୍ଭୀରକୁ ଧରିବା ପାଇଁ...

କୁପାରୀରେ ପୁଣି ମାଙ୍କଡ଼ା ଚୋରାଚାଲାଣ

ଖଇରା, ୮।୧୧(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ କିଛି ଦିନର ନୀରବତା ପରେ ଏବେ ପୁଣିଥରେ ମାଙ୍କଡା ଚୋରାଚାଲାଣ ଆରମ୍ଭ ହୋଇଛି। ୧ମାସ ଧରି ଲୁଟେରାମାନେ ରାତିସାରା ଉଜାଗର ରହି ରାଣୀତାଲ-କୁପାରୀ,...

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌: ହେଲ୍ପର ଆଖିବୁଜିଲେ, ଡ୍ରାଇଭର ଗୁରତର

ବାଲେଶ୍ୱର,୮।୧୧(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବସ୍ତା ଥାନା ୬୦ନଂ ଜାତୀୟ ରାଜପଥ ବସ୍ତା ବାଇପାସ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳ ସମୟରେ ୬୦...

ବାଲିଷ୍ଟିକ ମିଶାଇଲ ପ୍ରଳୟର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୭।୧୧: ମଙ୍ଗଳବାର ଭାରତ ସଫଳତାର ସହ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ବାଲିଷ୍ଟିକ ମିଶାଇଲ ପ୍ରଳୟର ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡିଶା ଉପକୂଳର ଅବଦୁଲ କଲାମ ଦ୍ୱୀପରୁ କରାଯାଇଛି। ସୂଚନାଯୋଗ୍ୟ, ଡିଆରଡିଓ ଦ୍ୱାରା ପ୍ରଳୟ ମିଶାଇଲ ବିକଶିତ...

୧୦ ମାସ ହେଲା ମିଳିନି ଭତ୍ତା ଟଙ୍କା

ବାଲିଆପାଳ, ୭ା୧୧: (ଅମୂଲ୍ୟ କୁମାର ଦାସ): ବୃଦ୍ଧାବୃଦ୍ଧ, ଅସହାୟ ଲୋକଙ୍କୁ ସହଯୋଗର ହାତ ବଢାଇ ସରକାର ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରୁଛନ୍ତି। ତେବେ ସରକାରଙ୍କର ବିଭିନ୍ନ ନୀତିନିୟମ ଭିତରେ ଛନ୍ଦି ହୋଇ ଅନେକ ହିତାଧିକାରୀ ଦୁଃଖକଷ୍ଟରେ ଦିନ କାଟୁଛନ୍ତି। ଏଭଳି...

ଟ୍ରକକୁ ଧକ୍କା ଦେଲା ହାଇଓ୍ବା

ବାହାନଗା, ୬ା୧୧(ଅରୂପ କୁମାର  ଦାସ): ୧୬ନଂ. ଜାତୀୟ ରାଜପଥ ଶେରଗଡ ନିକଟସ୍ଥ ଟୋଲଗେଟ୍‌ଠାରେ ଶନିବାର ରାତିରେ  ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇ ହାଇଓ୍ବା ଡ୍ରାଇଭର ଗୁରୁତର ହୋଇଛନ୍ତି। ଦମକଳବାହିନୀ ତାଙ୍କୁ ଉଦ୍ଧାର  କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri