ବାଲେଶ୍ୱର

ବିଷ ପିଇ ଜୀବନ ହାରିଲେ ନାବାଳକ

ସୋର,୧୩।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମଧୁସୂଦନପୁର ପଞ୍ଚାୟତ ଡଗାରା ଗ୍ରାମର ଜଣେ ନାବାଳକ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ଏକ ନାଳ ନିକଟରେ ମୁହଁମାଡି ପଡିଥିବାର ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର…

ବନବିଭାଗ ପାଟ୍ରୋଲିଂ ଗାଡ଼ିକୁ ନାଳକୁ ଠେଲିଦେଲା ଦନ୍ତା, ୬ କର୍ମଚାରୀ ଆହତ

ନୀଳଗିରି,୧୩ା୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟର ଏକ ଦନ୍ତାହାତୀ ଖୁମକୁଟ ଅଞ୍ଚଳରେ ଉପଦ୍ରବ କରୁଥିବାର ଖବରପାଇ କୁଲଡିହା ବନବିଭାଗ ଦନ୍ତାଟିକୁ ଘଉଡ଼ାଇବା ପାଇଁ ଯାଇଥିଲେ। ମାତ୍ର ଦନ୍ତାଟି ହିଂସ୍ରମୁଖା ହୋଇ ପାଲଟା ବନବିଭାଗର ପାଟ୍ରୋଲିଂ ବୋଲେରୋକୁ ଆକ୍ରମଣ…

ଓଲଟିଲା ଯାତ୍ରୀବାହୀ ବସ୍‌

ରୂପ୍‌ସା,୧୩ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ମାଟି ତଳୁ ବାହାରିଲେ ଜଗନ୍ନାଥ

ବାହାନଗା, ୧୩ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଅଗସ୍ତି ସାହିର କମଳାକାନ୍ତ ଅଗସ୍ତିଙ୍କ ଘର ପଛପଟେ ମାଟିତଳୁ ବୁଧବାର ମହାପ୍ରଭୃ ଜଗନ୍ନାଥଙ୍କ ପଥର ମୂର୍ତ୍ତୀକୁ ପରିବାର ଲୋକେ ଉଦ୍ଧାର କରିଛନ୍ତି। ଦୀର୍ଘ ୩ରୁ ୪ବର୍ଷ ତଳେ କମଳାକାନ୍ତଙ୍କ ପୁଅ…

ପୁଅ ଚିକିତ୍ସା ଚିନ୍ତାରେ ମା’ବାପା

ବାଲେଶ୍ୱର ଅଫିସ, ୧୨।୧୦: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ତାଳପଦା ଗ୍ରାମର ସୁଶାନ୍ତ ପଟ୍ଟନାୟକ ଓ ସ୍ତ୍ରୀ ସଞ୍ଜୁଲତାଙ୍କ ୨ବର୍ଷର ପୁଅ ପୀୟୁଷ। ଜନ୍ମ ହେବାର ୨୫ଦିନ ପରେ ତାଙ୍କ କିଡ୍‌ନୀ ଖରାପ ଥିବା ଜଣାପଡିବା ପରେ ମା’ ବାପା…

ସାଇବର ଠକେଇରୁ ବର୍ତ୍ତିଲେ ଯୁବକ

ବାଲେଶ୍ୱର ଅଫିସ, ୧୨।୧୦:  ହ୍ବାଟସଆପରୁ ପରିଚୟ ହେବା ପରେ ନଗ୍ନ ଭିଡ଼ିଓ କଲ୍‌ କରି ଫସାଇବାକୁ ଉଦ୍ୟମ କରୁଥିବା ମହିଳାଙ୍କଠାରୁ ଅଳ୍ପକେ ବର୍ତ୍ତିଛନ୍ତି ବାଲେଶ୍ୱର ସହରର ଜଣେ ଯୁବକ। ତେବେ ହ୍ବାଟସଆପ ଭିଡ଼ିଓ କଲରେ ନିଜର ମୁହଁ ଦେଖାଇ ନ ଥିବାରୁ…

ଭତ୍ତା, ରାଶନ ପାଇଁ ବୃଦ୍ଧ ମା’ବାପାଙ୍କୁ ବାନ୍ଧି ନିର୍ଯାତନା

ବାଲେଶ୍ୱର ଅଫିସ, ୧୦।୧୦-ଭତ୍ତା, ରାଶନ କାର୍ଡ ପାଇଁ ଏକ ବୃଦ୍ଧ ଦମ୍ପତିଙ୍କୁ ତାଙ୍କ ପୁଅ ଘରେ ବାନ୍ଧି ୮ ମାସ ହେଲା ନିର୍ଯାତନା ଦେବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ସୋମବାର ଜିଲାପାଳଙ୍କଠାରେ ଅଭିଯୋଗ ହେବା ପରେ ଘଟଣା ପଦାକୁ…

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ପାଇଲେ ଐଶ୍ୱରୀ

ବାଲେଶ୍ୱର ଅଫିସ,୮ା୧୦: ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାର ଫଳ ଶୁକ୍ରବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ଚାନ୍ଦମାରି ପଡ଼ିଆ ନିବାସୀ ତଥା ପୂର୍ତ୍ତ ବିଭାଗରେ କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ନଟବର ପ୍ରଧାନ ଓ ତରୁଲତା ପ୍ରଧାନଙ୍କର ଜ୍ୟେଷ୍ଠା କନ୍ୟା…

ବାଲିଆପାଳରେ ପିଲାଚୋର ଆତଙ୍କ

ଲଙ୍ଗଳେଶ୍ୱର,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳ ଅଞ୍ଚଳରେ ଗତ କିଛିଦିନ ହେବ ପିଲାଚୋର ଆତଙ୍କ ଦେଖାଦେଇଛି। ବିଶେଷକରି ୩ବର୍ଷରୁ ୧୧ବର୍ଷ ବୟସ୍କ ପିଲାମାନଙ୍କୁ ଚୋରମାନେ ଟାର୍ଗେଟ କରୁଥିବା ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯୟୀ, ବର୍ତ୍ତମାନ ପାର୍ବଣ ଋତୁ ଚାଲୁଥିବାରୁ…

ଚେକ୍‌ ବାଉନ୍ସ ମାମଲା ଅଭିଯୁକ୍ତ ଯୁବକ ଜେଲ ଗଲେ

ରୂପସା, ୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା କୁଶଡ଼ିହା ଗ୍ରାମର ରବୀନ୍ଦ୍ର ସେନାପତିଙ୍କୁ ଚେକ୍‌ ବାଉନ୍ସ ମାମଲାରେ ବସ୍ତା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।…

ବିପଦସଙ୍କେତ ଉପରେ ଜଳକା

ରୂପସା,୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀରେ ବିପଦ ସଂକେତ ଉପରେ ଜଳସ୍ତର ପ୍ରବାହିତ ହେଉଛି। ୫ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ନଦୀପାଖରେ ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଥିବା ଦେଖିବାକୁ…

ଖଟିଆରେ ୧କି.ମି. ବୁହା ହେଲେ ଗର୍ଭବତୀ

ରୂପସା,୭।୧୦(ଡି.ଏନ.ଏ.):ଗାଁକୁ ରାସ୍ତା ନ ଥିବାରୁ ପଶିପାରିଲାନି ଆମ୍ବୁଲାନ୍ସ। ପରିବାର ଲୋକେ ଗର୍ଭବତୀଙ୍କୁ ୧ କି.ମି. ରାସ୍ତା ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସ୍ବାଧୀନତାର ୭୫ ବର୍ଷ ପରେ ବି ଏଭଳି ଚିତ୍ର ଦେଖିବାକୁ ମିଳିଛି ବସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri