ବାଲେଶ୍ୱର

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ଛୁଆ ସହ ମା’ ଭାଲୁର ଜୀବନ

ନୀଳଗିରି,୫।୨(ସ୍ବ ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଅଧୀନ ଅଯୋଧ୍ୟା ମିତ୍ରପୁର ରାସ୍ତା ପାଟଣାଠାରେ ରବିବାର ଅଜଣା ଗାଡି ଧକ୍କାରେ ୨ ଛୁଆ ସହ ମା’ ଭାଲୁର ମୃତ୍ୟୁ ଘଟିଛି। ଭୋର ସମୟରେ ୨ ଛୁଆ ସହ ମା’ ଭାଲୁ…

ଧାରଣାରେ ବସିଲେ ବିଧାୟକ

ନୀଳଗିରି, ୫।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଦେଇଯାଇଥିବା ସେରଗଡ଼-ନୀଳଗିରି-ଝରଣାଘାଟି ୧୯ନଂ. ରାଜ୍ୟ ରାଜପଥ ଖାଲଖମାପୂର୍ଣ୍ଣ ହୋଇଥିବାରୁ ଯାତାୟାତ କରିବା ବିପଦପୂର୍ଣ୍ଣ ହୋଇପଡ଼ିଛି ା ଉକ୍ତ ରାସ୍ତାର ପ୍ରଶସ୍ତୀକରଣ ପାଇଁ ୮୦କୋଟି ଟଙ୍କା ଅର୍ଥ ମଞ୍ଜୁର କରାଯାଇଥିବା ବେଳେ ବାଲେଶ୍ୱର ପୂର୍ତ୍ତ ବଭାଗ…

ଉପଜିଲାପାଳଙ୍କୁ ଆକ୍ରମଣ ଘଟଣା: ୩ ମହିଳାଙ୍କ ସମେତ ୧୧ ଗିରଫ

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ମନ୍ଦାରପୁର ଓ ଦହପଡ଼ା ଅଞ୍ଚଳରେ ଶୁକ୍ରବାର ଉପଜିଲାପାଳ କୁନାଲ ମୋତିରାମ ଚଭନ ଓ ତାଙ୍କ ଡ୍ରାଇଭର ଗଗନ ବିହାରୀ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ମହିଳାଙ୍କ ସମେତ ୧୧ ଜଣଙ୍କୁ…

ଅପରେଶନ ‘ସ୍ୟାଣ୍ଡ ଷ୍ଟର୍ମ’

ବାଲେଶ୍ୱର ଅଫିସ, ୫।୨: ବାଲେଶ୍ୱର ଉପଜିଲାପାଳ କୁନାଲ ମୋତିରାମ ଚଭନଙ୍କୁ ଆକ୍ରମଣ ପରେ ବାଲି ଚୋରା ଚାଲାଣକାରୀଙ୍କୁ ସାବାଡ୍‌ କରିବା ଲାଗି ଆକ୍ସନ ମୁଡ୍‌ରେ ଉଭୟ ପ୍ରଶାସନ ଓ ପୋଲିସ। ମୋରମ, ପଥର, ବାଲି ଓ ମାଟି ଚୋରା ଚାଲାଣକାରୀଙ୍କ ଉପରେ…

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୪।୨(ସ୍ବ.ପ୍ର)- ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି…

ଜମି ଅଧିଗ୍ରହଣରେ ଚଞ୍ଚକତା

ବାଲିଆପାଳ,୪।୨(ସ୍ବ.ପ୍ର.): ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ରେଳ ରାସ୍ତା ପାଇଁ ଚଞ୍ଚକତା କରାଯାଇ ଜମି ଅଧିଗ୍ରହଣ କରାଯାଇଥିବା ନେଇ ଶୁକ୍ରବାର ପୂର୍ବାହ୍ନରେ ବାଲିଆପାଳ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କେତେଜଣ ଜମି ମାଲିକ…

ଟିପିଏନ୍‌ଓଡିଏଲ୍‌କୁ ଏକ୍ସଲେନ୍ସ ଇନ୍‌ ଚେଞ୍ଜ ମ୍ୟାନେଜ୍‌ମେଣ୍ଟରେ ଗୋଲ୍ଡ ପୁରସ୍କାର

ବାଲେଶ୍ୱର ଅଫିସ,୪।୨: ବାଲେଶ୍ୱର ଜିଲା ରେମୁଣା ଜାନୁଗଞ୍ଜ ଗୋଲେଇ ସ୍ଥିତ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌ ଲିମିଟେଡ୍‌ (ଟିପିଏନ୍‌ଓଡିଏଲ୍‌)କୁ ମିଳିଛି ସଫଳତା। ଗତ ଗୁରୁବାର ଗୁରୁଗ୍ରାମର ହାୟାତ ରିଜେନ୍ସିରେ ଇକୋନମିକ୍‌ ଟାଇମ୍‌ସ ହ୍ୟୁମାନ୍‌ କ୍ୟାପିଟାଲ୍‌ ଆୱାଡର୍ର୍ସ୍‌ ସମାରୋହର ଦ୍ୱିତୀୟ ସଂସ୍କରଣ ଅନୁଷ୍ଠିତ…

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ସୋର,୪ା୨(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅଧୀନ ବାଲେଶ୍ୱର ଗ୍ରାମରେ ଥିବା ମିଶ୍ର ନର୍ସିିଂହୋମ୍‌ରେ ଜଣେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତ ମହିଳାଙ୍କ ସମ୍ପର୍କୀୟମାନେ ନର୍ସିିଂହୋମ୍‌ରେ ବ୍ୟାପକ ଭଙ୍ଗାରୁଜା କରିଥିବା ଦେଖିବାକୁ ମିଳିଥିଲା। ଗତ…

ଉପଜିଲାପାଳଙ୍କୁ ଆକ୍ରମଣ

ବାଲେଶ୍ୱର ଅଫିସ,୪।୨: ବେଆଇନ ବାଲି ଉତ୍ତୋଳନ ଏବଂ ଚୋରା ଚାଲାଣ ରୋକିବାକୁ ଯାଇ ବାଲେଶ୍ୱର ଉପ ଜିଲାପାଳ କୁନାଲ ମୋତିରାମ ଚଭନ ଶୁକ୍ରବାର ଆକ୍ରମଣର ଶିକାର ହୋଇଛନ୍ତି। ବାଲି ଚୋରାଚାଲାଣକାରୀଙ୍କ ଟେକା ପଥର ମାଡ଼ରେ ତାଙ୍କ ଗାଡ଼ି ଭାଙ୍ଗିରୁଜି ଯାଇଥିବା ବେଳେ…

ଚୋରା କାଠ ବୋଝେଇ ଗାଡ଼ି ଜବତ

ନୀଳଗିରି,୩।୨(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ବନ ବିଭାଗ ଶୁକ୍ରବାର ଚଢ଼ାଉ କରି ଚୋରାକାଠ ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ କରିଛି। ଅଯୋଧ୍ୟାରୁ ସଜନାଗଡ଼କୁ ସଂଯୋଗ କରୁଥିବା ରାସ୍ତାର ଆନନ୍ଦପୁରଠାରେ ଏହି ଗାଡ଼ି ଜବତ କରାଯାଇଛି। ଚଢ଼ାଉ ବେଳେ ଗାଡ଼ି ଛାଡ଼ି…

ଦୁର୍ଘଟଣାରେ ଆଇନ ଛାତ୍ରଙ୍କ ମୃତ୍ୟୁ

ରୂପସା,୧।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ବାଇପାସ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ଜଣେ ଆଇନ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି ।…

୪ ମାସ ହେଲା ଚାଲିଛି ଫାଇଲ କାମ

ଖଇରା, ୧।୨(ଡି.ଏନ.ଏ): ବାଲେଶ୍ୱର ଓ ଭଦ୍ରକ ୨ ଜିଲାର ଉପାନ୍ତ ଅଞ୍ଚଳକୁ ସଂଯୋଗ କରୁଥିବା ମହତୀପୁର-ଚରମ୍ପା ଭାୟା ବାରାପୁର ଅନ୍ତରା ଆରଡି ରାସ୍ତା କାର୍ଯ୍ୟ ୨ମାସ ଧରି ଦ୍ରୁତଗତିରେ ଆଗେଇ ଚାଲିବା ପରେ ଏବେ ବିଦ୍ୟୁତ ବିଭାଗର ଅସହଯୋଗ ଯୋଗୁ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?