ବାଲେଶ୍ୱର

ଭୋଗରାଇରେ ଡେଙ୍ଗୁ ଭୟ, ୫ ଆକ୍ରାନ୍ତ

ଭୋଗରାଇ,୨୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଡ଼ା ଗ୍ରାମରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହି ଗ୍ରାମର ୫ଜଣ ଆକ୍ରାନ୍ତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ…

ଯୁବ ଉଦ୍ୟୋଗୀ ସମ୍ମାନ ପାଇବେ ପ୍ରତୀକ

ବାଲେଶ୍ୱର ଅଫିସ,୨୩୨।୯:ବାଲେଶ୍ୱର ହାଇଲାଣ୍ଡ ଗ୍ରୁପ୍‌ର ଅଧ୍ୟକ୍ଷ ପ୍ରତୀକ ଜେନା ପାଇବେ ଯୁବ ଉଦ୍ୟୋଗୀ ସମ୍ମାନ। ଗତ ୨ବର୍ଷ ଭିତରେ ୪ଶହ କୋଟି ଟଙ୍କାର ରପ୍ତାନୀ କରି ଭାରତ ପାଇଁ ଯୁବ ବ୍ୟବସାୟୀ ଭାବେ ସେ ଗୌରବ ଆଣିଛନ୍ତି। ଭାରତର ସି ଫୁଡ୍‌…

୨ହଜାର ଟଙ୍କାରେ ଦୁଇ ପିଲାଙ୍କୁ ବିକିଥିଲେ

ନୀଳଗିରି,୨୩।୯(ସ୍ବ.ପ୍ର): ଦାରିଦ୍ର୍ୟର କଷାଘାତରେ ଏକ ଦମ୍ପତି ସେମାନଙ୍କ ଦୁଇ ଶିଶୁଙ୍କୁ ମାତ୍ର ୨ ହଜାର ଟଙ୍କାରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେବା ଘଟଣା ପଦାକୁ ଆସିଛି। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ପୋଲିସ ପହଞ୍ଚି ଶିଶୁ…

୬ ମାସ ହେଲା ଉତ୍ପାତ ଚଳାଇଛି ଦନ୍ତା, ଲୋକେ ଭୟଭୀତ

ରୂପସା, ୨୨।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ୬ ମାସ ଧରି ଉତ୍ପାତ ଚଳାଇଛି। ବ୍ଲକ ଅଧୀନ ପଣିସାପଡ଼ା, ବଡ଼ଚରଣେଶ୍ୱରପୁର, ହଦମୌଦ, ଚାଷୀପଡ଼ା ଆଦି ଗ୍ରାମରେ ହାତୀ ପଶି ବ୍ୟାପକ ଭଙ୍ଗାରୁଜା କରୁଥିବା ନଜରକୁ ଆସିଛି।…

ସ୍ବାମୀଙ୍କୁ ମାଡ଼, ସ୍ତ୍ରୀଙ୍କୁ ଗଣବଳାତ୍କାର

ବାଲେଶ୍ୱର ଅଫିସ, ୨୨।୯: ବାଲେଶ୍ୱର ସହରର ସହଦେବଖୁଣ୍ଟା ମଡେଲ ଥାନା ଅଞ୍ଚଳରେ ୧୮ ତାରିଖ ବିଳମ୍ବିତ ରାତିରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ୬ଜଣ ବ୍ୟକ୍ତି ଜଣେ ଯୁବକଙ୍କୁ ମାଡ଼ ମାରି କଟୁରିରେ ହାଣି କ୍ଷତାକ୍ତ କରିବା ପରେ ତାଙ୍କ ସ୍ତ୍ରୀଙ୍କୁ…

ଚାନ୍ଦି ମୁକୁଟରେ ଶୋଭା ପାଇବେ ମା’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ନୂଆ ବଜାର ବ୍ୟବସାୟୀ ସଂଘ ପକ୍ଷରୁ ହୋଇ ଆସୁଥିବା ସାର୍ବଜନୀନ ଦୁର୍ଗା ପୂଜା ଚଳିତବର୍ଷ ୮୭ବର୍ଷରେ ପହଞ୍ଚତ୍ଛି। ଚଳିତବର୍ଷ ସଂଘ ସଦସ୍ୟମାନଙ୍କ ପ୍ରଚେଷ୍ଟାରେ ମା’ ଦୁର୍ଗାଙ୍କ ସହିତ ଗଣେଶ, କାର୍ତ୍ତିକ, ସରସ୍ବତୀ ଓ ଲକ୍ଷ୍ମୀଙ୍କ ପାଇଁ…

ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୨୦।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା।…

‘ସଶକ୍ତ ହେବ ମହିଳା, ଶିଶୁ ଡେସ୍କ’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ରେମୁଣା ବାମପଦାସ୍ଥିତ ନୋସି ବିଜିନେସ ପାର୍କ ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିଭାଗ ଏବଂ ୟୁନିସେଫ୍‌ ସହଯୋଗରେ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଭୁବନେଶ୍ୱର ପକ୍ଷରୁ ମହିଳା ଏବଂ…

ସରକାରୀ ଗାଡ଼ିରେ ମନ୍ଦିରବୁଲା

ଖଇରା, ୧୯।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀ ସରକାରୀ ଗାଡ଼ିର ଅପବ୍ୟବହାର କରି ମନ୍ଦିର ଭ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି। ସରକାରୀ କାର୍ଯ୍ୟର ବାହାନା କରି ପରିବାର ସଦସ୍ୟଙ୍କ ସହ ଖଇରା ବ୍ଲକର ପ୍ରସିଦ୍ଧ ବକ୍ରେଶ୍ୱର…

ଷ୍ଟେଟ ବ୍ୟାଙ୍କରେ ଡକାୟତି: ଲକର ଖୋଲି ନ ପାରି ଲୁଟିନେଲେ ୫ କଏନ ବସ୍ତା

ବସ୍ତା, ୧୯।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ମୁକୁଳିସିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କରେ ଶନିବାର ରାତିରେ ଡକାୟତି ହୋଇଥିବା ଜଣାପଡିଛି। ରବିବାର ଛୁଟି ଥିବାରୁ ଏହା ଜଣାପଡି ନ ଥିଲା। ସୋମବାର ବ୍ୟାଙ୍କ କର୍ତ୍ତୃପକ୍ଷ ଆସିବା ପରେ ଘଟଣା ବିଷୟରେ ଜଣାପଡିଥିଲା।…

ବିଦ୍ୟାଳୟ ପାଚେରି ଭୁଶୁଡ଼ିଲା

ବାହାନଗା,୧୯ା୯(ଡି.ଏନ.ଏ.):ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ଗ୍ରାମର ଥିବା ୫-ଟି ଉଚ୍ଚ ବିଦ୍ୟାଳୟର ପାଚେରି ଭୁଶୁଡ଼ି ପଡ଼ିଛି। ଠିକାଦାରଙ୍କ ଖାମଖିଆଲି ମନୋଭାବରୁ ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ପାଚେରି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିବା ଗ୍ରାମବାସୀ ଅଭିଯୋଗ…

ସାମିଲ ହେଲା ଚାନ୍ଦିପୁର ବେଳାଭୂମି

ବାଲେଶ୍ୱର ଅଫିସ, ୧୬।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମୁଦ୍ର ବେଳାଭୂମି ‘ସ୍ବଚ୍ଛ ସାଗର ସୁରକ୍ଷିତ ସାଗର’ ଯୋଜନାରେ ସାମିଲ ହୋଇଥିବା ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି। ସ୍ବାଧୀନତାର ଅମୃତ ମହୋତ୍ସବକୁ ଅଧିକରୁ ଅଧିକ ସ୍ମରଣୀୟ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri