ସୁବର୍ଣ୍ଣରେଖା ବନ୍ୟା ପରେ ଖସୁଛି ଅତଡ଼ା
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟା ପରେ ବିଭିନ୍ନ ସ୍ଥାନରେ ନଦୀକୂଳରେ ଅତଡା ଖସିବାରେ ଲାଗିଛି। ଫଳରେ ତଟକୂଳବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଆଗାମୀ ଦିନରେ ଏସବୁର ସ୍ଥାୟୀ ପ୍ରତିକାର ନ କଲେ ପରିସ୍ଥିତି ଅଧିକ ଜଟିଳ ହେବାର ଆଶଙ୍କା ରହିଛି।...
ନମ୍ବର ପ୍ଲେଟ ଖୋଲି ମୋରମ ଚୋରାଚାଲାଣ
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ଜଳେଶ୍ୱର ବ୍ଲକ ରାଇବଣିଆର ବିଭିନ୍ନ ଜଙ୍ଗଲ ଅଞ୍ଚଳରୁ ପଶ୍ଚିମବଙ୍ଗକୁ ବ୍ୟାପକ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ମୋରମ ଖନନ ଓ ପରିବହନ ପାଇଁ କେତେକ ସରକାରୀ କଟକଣା ଥିଲାବେଳେ କେତେକ ର଼୍ୟାକେଟ ଖୁଲମଖୁଲା ଚାଲାଣ କରୁଥିବା...
ଦିଲ୍ଲୀରୁ ନାଇଜେରୀୟ ଦମ୍ପତି ଗିରଫ
ବାଲେଶ୍ୱର ଅଫିସ,୨୮।୮: ବାଲେଶ୍ୱର ସହରର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ହନିଟ୍ରାପରେ ଫସାଇ ୩୦ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ ଏକ ନାଇଜେରୀୟ ଦମ୍ପତିଙ୍କୁ ସାଇବର ଥାନା ପୋଲିସ ଦିଲ୍ଲୀରୁ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ସାମସନ୍ ଇମିକେ ଏଲିକା...
୧୫୦ ଘର, ୭୫ ଏକର ପରିବା ଚାଷ ନଷ୍ଟ
ଜଳେଶ୍ୱର, ୨୭।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ନଦୀର ଉତ୍ତରପଟେ ହୋଇଥିବା ବେଳେ ଏହି ବ୍ଲକ ଅଧୀନ ଏକମାତ୍ର ଗଡସାହି ବାଲିଆପାଳ ପଞ୍ଚାୟତ ନଦୀର ଦକ୍ଷିଣପଟେ ରହିଛି। ଏହା ବିଚ୍ଛିନ୍ନାଞ୍ଚଳ ଭାବେ ପରିଚିତ। ସୁବର୍ଣ୍ଣରେଖା ନଦୀ ପଞ୍ଚାୟତକୁ ଦୁଇପଟେ...
ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ହାତାହାତି
ଭୋଗରାଇ,୨୭।୮(ଡି.ଏନ.ଏ.): ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶୃଙ୍ଖଳାଜ୍ଞାନ ଶିଖାଇବା ଦାୟିତ୍ୱ ଶିକ୍ଷୟିତ୍ରୀ ଶିକ୍ଷକଙ୍କର। ହେଲେ ସ୍କୁଲ ପରିସରରେ ଦୁଇ ଶିକ୍ଷୟିତ୍ରୀ ନିଜ ନିଜ ମଧ୍ୟରେ ହାତାହାତି ହେବା ଓ ଜଣଙ୍କ ଆକ୍ରମଣରେ ଆଉ ଜଣଙ୍କ ମୁଣ୍ଡ ଫାଟିବା ଭଳି ଘଟଣା ସାଧାରଣରେ ଚର୍ଚ୍ଚାର...
ବନ୍ୟା କମିଲା, ପାଣି ଛାଡ଼ିନି
ଭୋଗରାଇ,୨୬।୮(ଡି.ଏନ.ଏ.): ପୋଗର ଉନ୍ନତି ହେବା ସହିତ ବନ୍ୟା ସ୍ଥିତିରେ ମଧ୍ୟ ସୁଧାର ଆସିଛି। ହେଲେ ଏମିତି ପଞ୍ଚାୟତ ରହିଛି ଯେଉଁଠି ବନ୍ୟାପାଣି ଛାଡ଼ିବାକୁ ଆହୁରି ୧୦ଦିନରୁ ଉର୍ଦ୍ଧ୍ୱ ସମୟ ଲାଗିବ। ସେହିଭଳି ଏକ ପଞ୍ଚାୟତ ହେଉଛି ବାଲେଶ୍ୱର ଜିଲା ଭୋଗରାଇ...
ଦୁର୍ଦ୍ଦଶାରେ ପଶ୍ଚିମବାର୍ଡ ପଞ୍ଚାୟତବାସୀ
ଜଳେଶ୍ୱର,୨୬ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ୨୮ ପଞ୍ଚାୟତର ୧୪୯ ଗାଁ ଜଳବନ୍ଦୀ ହୋଇଥିବା ବେଳେ ପଶ୍ଚିମବାର୍ଡ ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ହଜାର ହଜାର ହେକ୍ଟର ଜମିର ଚାଷ ଉଜୁଡିଥିବା ବେଳେ ୪୦ ପରିବାରର ବାସଗୃହ କ୍ଷତିଗ୍ରସ୍ତ ହୋଇଛି।...
ଭାସିଗଲା ଅସ୍ଥାୟୀ ପୋଲ
ଲଙ୍ଗଳେଶ୍ୱର, ୨୬ା୮(ଡି.ଏନ.ଏ.): ବନ୍ୟାକୁ ୫ ଦିନ ବିତିଯାଇଥିବା ବେଳେ ଜଳସ୍ତର କମୁଥିବାରୁ ଲୋକମାନେ ଧୀରେ ଧୀରେ ସ୍ବାଭାବିକ ଅବସ୍ଥାକୁ ଫେରୁଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ତାଳପଦା ଗ୍ରାମକୁ କୋଷ୍ଟକେନାଲ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ପୋଲ...
ପାଣିରେ ଭାସିଗଲା ଚାଷୀଙ୍କ ଆଶା
ଜଳେଶ୍ୱର, ୨୫ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀର କୂଳେ ଜଳେଶ୍ୱର ବ୍ଲକର ୧୪ଟି ପଞ୍ଚାୟତର ହଜାର ହଜାର ଚାଷୀ ଉପୁଜାଇଥିବା ପରିବା ଚାଷ ବନ୍ୟାପାଣିରେ ବୁଡି ନଷ୍ଟ ହୋଇଛି । ଆଗାମୀ ଦିନ ପାଇଁ ତଳି ପଡିଥିବା କୋବି, ବାଇଗଣ, ବିନ୍ସ୍, ଟମାଟୋ...
ଜଳବନ୍ଦୀଙ୍କ ଅବସ୍ଥା ଦୁର୍ବିସହ
ଭୋଗରାଇ, ୨୫ା୮(ଡି. ଏନ. ଏ.): ସୁବର୍ଣ୍ଣରେଖା ବନ୍ୟାକୁ ୪ଦିନ ବିତିଛି। ବନ୍ୟା ବିପନ୍ନମାନେ ପିଲାଛୁଆ ଧରି ବିଭିନ୍ନ ଆଶ୍ରୟସ୍ଥଳୀ ଏବଂ ସୁରକ୍ଷିତ ବନ୍ଧବାଡ଼ରେ ପଲିଥିନ ପକାଇ ରହିଛନ୍ତି। ଏଭଳି ସ୍ଥିତିରେ ପୁଣି ଏକ ଘୁର୍ଣ୍ଣବଳୟ ଉପକୂଳମୁହାଁ ହୋଇ ବୁଧବାର ସକାଳଠୁ...
ଜଳକା, ସୁବର୍ଣ୍ଣରେଖା ବନ୍ୟା ଉଜାଡ଼ିଲା ଚାଷ
ରୂପସା, ୨୫ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବନ୍ୟା ଆଣିଛି ଚାଷୀଙ୍କ ପାଇଁ ଘୋର ଦୁର୍ଦ୍ଦଶା। ଜଳକା ଓ ସୁବର୍ଣ୍ଣରେଖା ନଦୀରେ ପ୍ରବଳ ବନ୍ୟା ଯୋଗୁ ଏବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହୋଇଛି। ବୁଧବାର ସୁଦ୍ଧା ୧୮ ପଞ୍ଚାୟତର...
ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ
ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି ା କେତେବେଳେ ହକର ସାଜି ଘରେ ଘରେ ଖବରକାଗଜ ବାଣ୍ଟି...
Archives


