ବାଲେଶ୍ୱର

ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲା,ଦୋଷୀଙ୍କୁ ୫ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୨୮।୧୧: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ମାମଲାର ବିଚାର କରି ବାଲେଶ୍ୱର ପୋକ୍‌ସୋ କୋର୍ଟର ସ୍ବତନ୍ତ୍ର ଜଜ୍‌ ରଞ୍ଜନ କୁମାର ସୂତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଜରିମାନା ଆଦେଶ…

ଚଳଚଞ୍ଚଳ ଡଗରା ବେଳାଭୂମି

ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି। ବିସ୍ତୀର୍ଣ୍ଣ ଝାଉଁ ଜଙ୍ଗଲରେ ଭଳିକି ଭଳିି ଭାଷାବାସୀଙ୍କ ସହିତ ନିଆରା ଖାଦ୍ୟ…

ବେପରୁଆ ଭାବେ ଚାଲିଛି ଗଣ୍ଡିବେଡ-ଔପଦା ରାସ୍ତା

ଖଇରା/ଔପଦା, ୨୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ପୂର୍ତ୍ତ ବିଭାଗ ଅଧୀନରେ ବିଭିନ୍ନ ସ୍ଥାନରେ ଚାଲିଥିବା କାର୍ଯ୍ୟକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ବିଶେଷ କରି ବେପରୁଆ ଭାବେ ଚାଲିଥିବା ଗଣ୍ଡିବେଡ-ଔପଦା ଏବଂ ୫ରୁ ଅଧିକ ରାସ୍ତା କାମର ଉଚ୍ଚସ୍ତରୀୟ…

ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର

ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ ପରେ…

ଉଦୟପୁର-ତାଳସାରୀ ବେଳାଭୂମିରେ ଜମୁଛି ଆସର

ଭୋଗରାଇ,୨୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଉଦୟପୁର-ତାଳସାରୀ ବେଳାଭୂମି ଏବେ ନିଶାସେବନକାରୀ ଓ ଦେହଜୀବୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପ୍ରତିଦିନ ଏହି ବେଳାଭୂମିକୁ ଆକୃଷ୍ଟ ହୋଇ ହଜାର ହଜାର ପର୍ଯ୍ୟଟକ ଆସୁଥିବା ବେଳେ ଖୁଲମ୍‌ଖୋଲା ନିଶା କାରବାର ଓ ରୂପଜୀବୀଙ୍କ ଅନୈତିକ…

ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ

ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା ପରେ…

ଅଫିସରେ କେକ୍‌କାଟି ଅଡ଼ୁଆରେ ବିପିଏମ୍‌

ଚାନ୍ଦବାଲି,୨୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଫିସ ପରିସରରେ ଗୁରୁବାର ଅଫିସ ସମୟରେ ବ୍ଲକ୍‌ ପ୍ରୋଜେକ୍ଟ ମ୍ୟାନେଜର ବିପିଏମ୍‌ ଷ୍ଟାଲିନ୍‌ ନାୟକ ତାଙ୍କର ଜନ୍ମଦିନ ପାଳନ କରିଛନ୍ତି। ଏ ନେଇ ଭାଜପା କୃଷକ ମୋର୍ଚ୍ଚା ଆପତ୍ତି ଉଠାଇଛନ୍ତି । ଏହା ସହ…

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ସିଡିପିଓ ଅଫିସ ଘେରିଲେ ମହିଳା

ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ ବିରୋଧ କରି ଗୁରୁବାର ଗ୍ରାମର ମହିଳାମାନେ ସିଡିପିଓ ଅଫିସ ଘେରାଉ କରିଥିଲେ। ସୂଚନାନୁଯାୟୀ,…

ସାଙ୍ଗ ଘରୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଟଳିପଡ଼ିଲେ ଯୁବତୀ

ଜଳେଶ୍ୱର,୨୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବସ୍‌ଷ୍ଟାଣ୍ଡରେ ଜଣେ ଯୁବତୀଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ଷ୍ଟେଶନବଜାର ବସ୍‌ଷ୍ଟାଣ୍ଡ ନିକଟରେ ବସିଥିବା ବେଳେ ହଠାତ୍‌ ପଡିଯାଇଥିଲେ। ସାଧାରଣ ଲୋକେ ୧୦୮କୁ ଖବର ଦେଇଥିଲେ। ତାଙ୍କୁ ଜିକେଭଟ୍ଟର ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ…

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଜବତ ହୋଇଥିଲା। ପାରିପାଶର୍‌ବିକ ଅବସ୍ଥାରୁ ଏହା…

୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ: ବନ୍ଧାହେଲେ ଜଣେ

ସଜନାଗଡ଼,୨୪।୧୧(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ ଚଢାଉ…

ବିବାହର ୬ ମାସ ପରେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ସିମୁଳିଆ,୨୩ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ ବାଡ଼ିଆସାହି ଅଞ୍ଚଳର ବିଷ୍ଣୁପ୍ରିୟା ଶିଅଳ(୨୨)ଙ୍କ ବିବାହର ୬ ମାସ ପରେ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ ନେଇ ବିଷ୍ଣୁପ୍ରିୟା ରଶି ଲଗାଇ ଆତ୍ମହତ୍ୟା କରିଥିବାର ପୋଲିସ ସୂଚନା ଦେଉଥିବା ବେଳେ ଅଧିକ ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?