ବାଲେଶ୍ୱର

୧୦ ମାସ ହେଲା ମିଳିନି ଭତ୍ତା ଟଙ୍କା

ବାଲିଆପାଳ, ୭ା୧୧: (ଅମୂଲ୍ୟ କୁମାର ଦାସ): ବୃଦ୍ଧାବୃଦ୍ଧ, ଅସହାୟ ଲୋକଙ୍କୁ ସହଯୋଗର ହାତ ବଢାଇ ସରକାର ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ କରୁଛନ୍ତି। ତେବେ ସରକାରଙ୍କର ବିଭିନ୍ନ ନୀତିନିୟମ ଭିତରେ ଛନ୍ଦି ହୋଇ ଅନେକ ହିତାଧିକାରୀ ଦୁଃଖକଷ୍ଟରେ ଦିନ କାଟୁଛନ୍ତି। ଏଭଳି...

ଟ୍ରକକୁ ଧକ୍କା ଦେଲା ହାଇଓ୍ବା

ବାହାନଗା, ୬ା୧୧(ଅରୂପ କୁମାର  ଦାସ): ୧୬ନଂ. ଜାତୀୟ ରାଜପଥ ଶେରଗଡ ନିକଟସ୍ଥ ଟୋଲଗେଟ୍‌ଠାରେ ଶନିବାର ରାତିରେ  ଛିଡା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇ ହାଇଓ୍ବା ଡ୍ରାଇଭର ଗୁରୁତର ହୋଇଛନ୍ତି। ଦମକଳବାହିନୀ ତାଙ୍କୁ ଉଦ୍ଧାର  କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ...

ପୁଣି ଅଲୋଡା ନବଜାତ ଶିଶୁକନ୍ୟା, ଉଦ୍ଧାର ସହ ଚିକିତ୍ସା ଜାରି

ନୀଳଗିରି, ୫।୧୧(ପ୍ରଶାନ୍ତ କୁମାର ବିଶ୍ବାଳ/ ମାନସ ବିଶ୍ୱାଳ):- ପୁଣି ଅଲୋଡ଼ା ହେଲା ନବଜାତ ଶିଶୁକନ୍ୟା। ଏଭଳି ଅଭାବନୀୟ ଘଟଣା ନୀଳଗିରି ଏନଏସି ଅଞ୍ଚଳରେ ଦେଖିବାକୁ ମିଳିଛି। ରବିବାର ଭୋର୍‌ ୪ଟା ୫୦ ସମୟରେ ନୀଳଗିରି ଏନ.ଏ.ସିର ୬ ନମ୍ବର୍‌ ୱାର୍ଡ...

ଆହାର କେନ୍ଦ୍ରକୁ ସ୍ବାଗତ, ଜମି ହସ୍ତାନ୍ତରକୁ ବିରୋଧ

ଖଇରା, ୨।୧୧(ଉତ୍କଳବନ୍ଧୁ ପଣ୍ଡା) ବାଲେଶ୍ୱର ଜିଲା ଖଇରା ବ୍ଲକର ସର୍ବପୁରାତନ ଖଇରା ହାଇସ୍କୁଲ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି ା ବିଦ୍ୟାଳୟର କିଛି ଜମିକୁ କିଛି ଦିନ ତଳେ ଖଇରା ମେଡିକାଲ ସମ୍ପ୍ରସାରଣ ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିବା...

ଡାଲମିଆ, ହିମାଦ୍ରି କମ୍ପାନୀକୁ ବିର୍ଲା ଟାୟାର୍ସ ହସ୍ତାନ୍ତର

ବାଲେଶ୍ୱର, ୨।୧୧(ମାନସ ବିଶ୍ୱାଳ)ଦୀର୍ଘ ୩୩ବର୍ଷ ଧରି ବାଲେଶ୍ୱର ଜିଲା ରେମୁଣା ଗୋଲେଇ ବାମପଦାସ୍ଥିତ ବିର୍ଲା ଟାୟାର୍ସ କମ୍ପାନୀକୁ ଶେଷରେ ଡାଲମିଆ ରିଫ୍ରେକ୍ଟୋରିଜ୍‌ ଏବଂ ହିମାଦ୍ରି କେମିକାଲ୍‌ସକୁ ହସ୍ତାନ୍ତର ହୋଇଛି। ଗତ ୧୯ତାରିଖରେ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି) ଦେଇଥିବା ନିର୍ଦ୍ଦେଶ...

ସୁବର୍ଣ୍ଣରେଖାର ୪ ବାଲି ସଇରାତ ବନ୍ଦ

ଜଳେଶ୍ୱର, ୨ା୧୧(ରବିନାରାୟଣ ପାତ୍ର) ଏନ୍‌ଜିଟିର ରୋକ ଓ ଅନ୍ୟ ବିଭିନ୍ନ କାରଣରୁ ସୁବର୍ଣ୍ଣରେଖା ନଦୀର ଜଳେଶ୍ୱର ତହସିଲ ଅଧୀନରେ ଥିବା ମୋଟ ୨୩ଟି ବାଲି ସଇରାତରୁ ଚଳିତବର୍ଷଠାରୁ ୪ଟିକୁ ବନ୍ଦ କରାଯାଇଛି। ନୂଆ ଆଇନ ଅନୁଯାୟୀ ୧୯ଟି ସଇରାତରୁ ବାଲି...

ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ...

ମହିଳାଙ୍କ ଅଶ୍ଳୀଳ ଭିଡିଓ କରି ବନ୍ଧାହେଲେ ଆଇନଜୀବୀ

ସିମୁଳିଆ,୨୮ା୧୦(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଞ୍ଚଳର ଜଣେ ବିଧବା ମହିଳାଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ କରିବା ଘଟଣାରେ ସିମୁଳିଆ ପୋଲିସ ଭଦ୍ରକ ଅଞ୍ଚଳର ଅନନ୍ତ ନାରାୟଣ ପଣ୍ଡା ନାମକ ଜଣେ ଆଇନଜୀବୀଙ୍କୁ ଗିରଫ କରିଛି।...

ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୨୬ା୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ନଭେମ୍ବର ୧ରୁ ନୀଳଗିରି ଉପଖଣ୍ଡର କୁଲଡିହା ଅଭୟାରଣ୍ୟ ଖୋଲିବ। ବାଲେଶ୍ୱର ସହରରୁ ପ୍ରାୟତଃ ୪୦ କିଲୋମିଟର ଦୂରରେ ଥିବା ନୀଳଗିରି ଉପଖଣ୍ଡର ଏହି ଅଭୟାରଣ୍ୟ ନଭେମ୍ବର ପହିଲାରେ ପର୍ଯ୍ୟଟକଙ୍କୁ ୯ଟାରେ...

ପୁଅ ଆଗରେ ଚାଲିଗଲା ମା’ର ଜୀବନ

ନୀଳଗିରି,୨୩।୧୦(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ରାସ୍ତାର ଚଣ୍ଡୀପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ମଧ୍ୟାହ୍ନ ସମୟରେ ପବିତ୍ର ଦୁର୍ଗାପୂଜାର ନବମ ଦିନ ଅବସରରେ ବାଲେଶ୍ୱର ଭୀମପୁରା ଅଞ୍ଚଳର ମା’ ପଦ୍ମାବତୀ ଦେ ପୁଅ ଶିବଶଙ୍କର...

ଦଶମୀରେ ସିନ୍ଦୂର ଖେଳ

ବାଲେଶ୍ୱର ସହରରେ ୨୦୦ବର୍ଷ ପୂର୍ବରୁ ଦୁର୍ଗା ପୂଜା ଆରମ୍ଭ ହୋଇଥିବା କିମ୍ବଦନ୍ତୀ ରହିଛି। ସହରର ବାରବାଟୀ ଅଞ୍ଚଳରେ ବସବାସ କରୁଥିବା ଜମିଦାର ପରିବାର (କର ପରିବାର, ରାଜ ପରିବାର, ଦାସ ପରିବାର ଓ ମଣ୍ଡଳ ପରିବାର) ପକ୍ଷରୁ ଘଟ ପୂଜା...

ଅନନ୍ୟ ପରମ୍ପରା, ୩୨୨ ବର୍ଷର ବଳି ଖେଳ

ବାଲେଶ୍ୱର,୨୦।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ରାଜବାଟୀରେ ରାଜପରିବାରଙ୍କ ଦ୍ୱାରା ପ୍ରତିଷ୍ଠିତ ମା’ କନକଦୁର୍ଗା ମନ୍ଦିରରେ ଦୁର୍ଗାପୂଜା ଉପଲକ୍ଷେ ପ୍ରାୟ ୩୨୨ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ବଳି ଖେଳ। ମା’ଙ୍କ ନିର୍ଦ୍ଦେଶରେ ଜଣେ ବ୍ୟକ୍ତି ବେଲବରଣ ଦିନଠାରୁ ନିଜ ଘରଦ୍ୱାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri