ବାଲେଶ୍ୱର

ରାସ୍ତାରେ ପାଠ ପଢିଲେ ଛାତ୍ରୀଛାତ୍ର

ଖଇରା/ଔପଦା, ୧୬।୭ (ଡି.ଏନ.ଏ.) ବାଲେଶ୍ବର ଜିଲା ଔପଦା ବ୍ଲକ ବଡ଼ପୋଖରୀ ପଞ୍ଚାୟତ ଅଧୀନ ଦନ୍ତୋର ନୋଡାଲ ହାଇସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ କରା ନ ଯିବା ପ୍ରତିବାଦରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ସ୍କୁଲ ଗେଟ୍‌ ସମ୍ମୁଖରେ ଧାରଣା ଦେବା...

ପୂର୍ଣ୍ଣାଙ୍ଗ ହେଉନି ପାନୀୟ ଜଳ ପ୍ରକଳ୍ପ

ଖଇରା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶହୀଦ ନଗର ଗ୍ରାମବାସୀଙ୍କୁ ପାଣି ଯୋଗାଇବାକୁ ନିର୍ମାଣାଧୀନ ସୋଲାର ପମ୍ପ୍‌ ହାଉସ ଏବେ ସମ୍ପୃକ୍ତ ଗ୍ରାମବାସୀଙ୍କୁ ଜଟିଳ ସମସ୍ୟାରେ ପକାଇଛି ା ପାଇପ ବିଛାଯିବା କାର୍ଯ୍ୟ ପାଇଁ...

କୁସୁଡିହା-ଦଣ୍ଡାନାଳ ରାସ୍ତା ମରଣଯନ୍ତା

ରୂପସା, ୧୬।୭(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ କୁସୁଡ଼ିହା ଛକଠାରୁ ଦଣ୍ଡାନାଳ ପର୍ଯ୍ୟନ୍ତ ଥିବା ଆରଡ଼ି ରାସ୍ତା ଏବେ ମରଣଯନ୍ତା ପାଲଟିଛି। ବର୍ଷାଦିନେ ରାସ୍ତାରେ ପାଣି ଜମିବା ସହ ଖାଲଖମା ସୃଷ୍ଟି ହୋଇଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି।...

ବିରୁଡି ଦଂଶନରେ ମହିଳାଙ୍କ ମୃତ୍ୟୁ

ଜଳେଶ୍ୱର, ୧୫ା୭(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ପୌର ପାଳିକାର ୧୫ନଂ. ୱାର୍ଡ ନହଞ୍ଜରା ଗାଁର ଗୌରହରି ବ୍ରହ୍ମଙ୍କ ଦ୍ୱିତୀୟ ସ୍ତ୍ରୀ ସୁମତୀ (୫୮) ସବୁଦିନ ପରି ବାଡି ଅଗଣାରେ ଫୁଲ ତୋଳୁଥିବା ବେଳେ ଏକ ବିରୁଡିପଲ ଆକ୍ରମଣ କରିଥିଲେ। ପ୍ରାୟ...

୫ ଶ୍ରେଣୀକୁ ଜଣେ ଶିକ୍ଷକ

ଜଳେଶ୍ୱର, ୧୩।୭(ଡି.ଏନ.ଏ.) ଆଦିବାସୀ ଅଧ୍ୟୁଷିତ ବାଲେଶ୍ୱର ଜିଲା ରାଇବଣିଆ ଥାନା ଅଞ୍ଚଳର ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକରେ ୫ଟି ଶ୍ରେଣୀ ଚାଲଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରାଜେଶ ହାଁସଦା ସମସ୍ତ ଶ୍ରେଣୀରେ ଶିକ୍ଷାଦାନ କରିବା ଅସମ୍ଭବ ହୋଇପଡିଛି। ଜୁଲାଇ...

ବାଲେଶ୍ୱରରେ ହେବ ଟଙ୍କା ଛାପା କାଗଜ କାରଖାନା

ବାଲେଶ୍ୱର ଅଫିସ,୧୩।୭:  ବାଲେଶ୍ୱର ଜିଲା ରେମୁଣା ତହସିଲ ଅଞ୍ଚଳରେ ହେବ ନୋଟ ଛାପା କାଗଜ ପ୍ରସ୍ତୁତି କାରଖାନା। ଏଥିଲାଗି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ)ର ତିନିଜଣିଆ ଅଧିକାରୀ ମଙ୍ଗଳବାର ଜମି ସର୍ବେକ୍ଷଣ ଲାଗି ବାଲେଶ୍ୱରରେ ପହଞ୍ଚିଛନ୍ତି। ସେମାନେ ପ୍ରଥମେ...

‘ଭାରତୀୟ ପୁରାଣଶାସ୍ତ୍ର ମୌଳିକ ଶିକ୍ଷାର ଆଧାର ହେବା ଉଚିତ୍‌’

ବାଲେଶ୍ୱର ଅଫିସ, ୧୨।୭ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୪ତମ ପ୍ରତିଷ୍ଠା ଦିବସ ସୋମବାର ପାଳିତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହି ପ୍ରାକ୍‌-ରଜତ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ଭାରତବର୍ଷର ପୁରାଣ, ଶାସ୍ତ୍ର ବିଶ୍ୱକୁ...

ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ବାଲେଶ୍ୱର ଅଫିସ,୧୧।୧୦: ବାଲେଶ୍ବରରେ ବଜ୍ରପାତ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ବଜ୍ରପାତରେ ଅନେକ ଜୀବନ ଯାଉଥିବାରୁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।...

ରଥ ଦେଖି ଫେରିବା ବେଳେ ମହିଳାଙ୍କୁ କଚାଡ଼ି ମାରିଲା ହାତୀ

ଖଇରା,୧୦।୭(ଡି.ଏନ୍‌.ଏ.): ବଲେଶ୍ବର ଜିଲା ଖଇରା ବ୍ଲକ ବାଉଁଶଗଡ଼ିଆ ପଞ୍ଚାୟତ କୋହ୍ଲସାହିରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଦ୍ରୌପଦୀ ହୋ(୪୫)। ସମା ହୋଙ୍କ ସ୍ତ୍ରୀ ଦ୍ରୌପଦୀ ଶନିବାର ସାରେ ମହୁଲପଙ୍ଖାରି ରଥ ଦେଖି ଫେରୁଥିବା ବେଳେ ୨ଟି...

ସହର ଅଭିମୁଖେ ଗୋଠଖଣ୍ଡିଆ ହାତୀ

ଜଳେଶ୍ୱର,୧୦।୭(ଡି.ଏନ.ଏ.): ୩ଦିନ ଧରି ଏକ ଗୋଠଖଣ୍ଡିଆ ହାତୀ ରାଇବଣିଆର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷତି ଘଟାଇ ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସୁବର୍ଣ୍ଣରେଖା ନଦୀ ପାରି ହୋଇ ଜଳେଶ୍ୱର ସହର ଅଭିମୁଖେ ଚାଲିଛି ା ବନ କର୍ମଚାରମାନେ ହାତୀକୁ ଘଉଡାଇବା ଲାଗି...

ସାଇକେଲ ନେଇ ସ୍କୁଲ ଯିବେ ନୀଳାଦ୍ରି

ବାଲେଶ୍ୱର ଅଫିସ, ୧୦।୭: ଝିଅକୁ ପାଠ ପଢ଼ାଇ ବଡ଼ମଣିଷ କରିବାକୁ ଆଶା ବାନ୍ଧିଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର ଗଜେନ୍ଦ୍ର ପ୍ରଧାନ। ଝିଅ ନୀଳାଦ୍ରି ମଧ୍ୟ ବାପାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପଣ କରିନେଇଛନ୍ତି। ବିଦ୍ୟାଳୟକୁ ଯିବାଆସିବା ଲାଗି...

ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର ଅଫିସ, ୯।୭ ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବାଲେଶ୍ୱର ସଦର ଥାନା କୁରୁଡ଼ାସ୍ଥିତ ଜ୍ୟୋତି ହସ୍ପିଟାଲର ଜଣେ ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri