ବାଲେଶ୍ୱର

ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ…

ରାସ୍ତା ମଝିରେ ଶିଶୁଙ୍କୁ ପାଠ ପଢ଼ାଇଲେ,ଖାଦ୍ୟ ଦେଲେ

ଭୋଗରାଇ,୧୬।୧୧(ଡି.ଏନ.ଏ.): ଅଙ୍ଗନୱାଡିି କର୍ମୀ ଶିଶୁମାନଙ୍କୁ ନେଇ ସ୍କୁଲ ସମ୍ମୁଖ ରାସ୍ତା ମଝିରେ ପାଠ ପଢ଼ାଇବା ଏବଂ ସେଠାରେ ସେମାନଙ୍କୁ ମଧ୍ୟାହ୍ନଭୋଜନ ଖାଇବାକୁ ଦେବା ଚର୍ଚ୍ଚାର ବିଷୟ ହୋଇଛି। ଏଭଳି ଏକ ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଶୁଭନନ୍ଦୀପୁର…

ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ୧୨ ପରିବାର ଉଚ୍ଛେଦ

ସିମୁଳିଆ,୧୫।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାରେ ସରକାରୀ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ସୋମବାର ନୀଳକଣ୍ଠେଶ୍ୱର ମନ୍ଦିର ପାର୍ଶ୍ୱରେ ଥିବା ୧୨ଟି ପରିବାରଙ୍କୁ ଉଚ୍ଛେଦ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶରେ ଦୀର୍ଘଦିନ ଧରି ସରକାରୀ ଜମିରେ ରହୁଥିବା ଏହି ବସ୍ତି…

୨ ପ୍ରକଳ୍ପ ଦୁଇଥର ଶିଳାନ୍ୟାସ

ବାହାନଗା,୧୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ତାଳକୁରୁଣିଆ ପଞ୍ଚାୟତରେ ଦୁଇଟି ପ୍ରକଳ୍ପକୁ ୨ ଥର ଶିଳାନ୍ୟାସ କରାଯିବା ନେଇ ରାଜନୀତି ସରଗମ ହୋଇଛି। ବିଜେଡିକୁ ପଞ୍ଚାୟତରେ ମାତ୍‌ ଦେବାପାଇଁ ଭାଜପା ସକ୍ରିୟ ହୋଇଉଠିଛି। ପଞ୍ଚାୟତର ୨ଟି ପ୍ରକଳ୍ପକୁ ଗୋଟିଏ ଦିନରେ…

କାମ ନାହିଁ କି, ଅଧିକାରୀ ନାହାନ୍ତି

ବାହାନଗା,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ କାର୍ଯ୍ୟାଳୟ ପରିସରରେ ସ୍ଥାପନ କରାଯାଇଛି ‘ମୋ ସରକାର କକ୍ଷ’। ଏହି କକ୍ଷ ବ୍ଲକ କାର୍ଯ୍ୟାଳୟ ପରିସରରେ ୨ବର୍ଷରୁ ଊର୍ଦ୍ଧ୍ୱ ହେଲାଣି ସ୍ଥାପନ କରାଯାଇଥିଲେ ମଧ୍ୟ ସେ କକ୍ଷରେ କୌଣସି କାର୍ଯ୍ୟ ନାହଁ କି କେହି…

ଉଚିତ ମୂଲ୍ୟ ପାଇବା ଆଶଙ୍କାରେ ଚାଷୀ

ଗୋପାଳ ଚନ୍ଦ୍ର ସାହୁ ବାଲିଆପାଳ,୧୪।୧୧: ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ସୁବର୍ଣ୍ଣରେଖା ଅବବାହିକାରେ ଚଳିତବର୍ଷ ନଳିତା ଚାଷ କରିଥିବା ଚାଷୀଙ୍କ ଘରେ ଗଦା ହୋଇରହିଛି କୁଇଣ୍ଟାଲ କୁଇଣ୍ଟାଲ ଝୋଟ। ବଜାରରେ ଝୋଟ ଦର କମ୍‌ ଥିବାରୁ କ୍ଷତି ହେବା ଆଶଙ୍କା କରି…

ବିରଳ ପ୍ରଜାତିର ମାଛ ନିଲାମ

ଭୋଗରାଇ,୧୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ପଶ୍ଚିମବଙ୍ଗର ଦୀଘା ମୁହାଣ ମାଛ ମାର୍କେଟ୍‌କୁ ରବିବାର ଏକ ବିରଳ ପ୍ରଜାତିର ମାଛ ନିଲାମ ପାଇଁ ଆସିଥିଲା। ଏହି ମାଛଟି ଓଡ଼ିଶାର ପାରାଦୀପ ଅଞ୍ଚଳ ଗଭୀର ସମୁଦ୍ରରୁ ମତ୍ସ୍ୟଜୀବୀମାନେ ଧରି ଟ୍ରଲର ଯୋଗେ…

ସ୍ବିକ୍ୟୁରିଟି ଗାଡର୍ର୍ କରୁଛନ୍ତି ରୋଗୀ ଚିକିତ୍ସା

ନୀଳଗିରି,୧୪।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ହସ୍ପିଟାଲକୁ ନେଇ ବିବାଦ ଥମୁନି। ଏହି ହସ୍ପିଟାଲର ଜଣେ ଅସ୍ଥାୟୀ ସୁରକ୍ଷା କର୍ମଚାରୀ ନିଜ କାର୍ଯ୍ୟ ପରିବର୍ତ୍ତେ ଚିକିତ୍ସା କାମରେ ନିୟୋଜିତ ହୋଇଥିବା ଭିଡିଓ ଭାଇରାଲ ହୋଇଛି। ଯେଉଁ କାମ ଜଣେ ଡାକ୍ତର କିମ୍ବା…

୨୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୧୩ା୧୧: ବାଲେଶ୍ୱର ସହରସ୍ଥିତ ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଆରାଡବଜାର ଅଞ୍ଚଳରୁ ପୋଲିସ ଦୁଇ ଯୁବକଙ୍କଠାରୁ ୨୭ ଗ୍ରାମ ବାଉନସୁଗାର ଜବତ କରିଛି। ଏନେଇ ପୋଲିସ କେସ୍‌ ନଂ ୩୬୬/୨୨ରେ ମାମଲା ରୁଜୁ କରି ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।…

ମିଛ କହି ଶାସନ ଚଳାଇଛନ୍ତି କେନ୍ଦ୍ର ସରକାର: ଚେଲ୍ଲା କୁମାର

ବାଲେଶ୍ୱର ଅଫିସ, ୧୨ା୧୧: ବାଲେଶ୍ୱରରେ ଶୁକ୍ରବାର ପୂର୍ବାହ୍ନରେ ‘ଭାରତ ଯୋଡୋ ଯାତ୍ରା’ ଅନୁଷ୍ଠିତ ହୋଇଥିଲା। କଂଗ୍ରେସର କେନ୍ଦ୍ର ଓ ରାଜ୍ୟ ନେତୃବର୍ଗ ଏଥିରେ ସାମିଲ ହୋଇ ସହର ପ୍ରବେଶପଥ କୁରୁଡ଼ାଠାରୁ ଏକ ବିଶାଳ ପଦଯାତ୍ରାରେ ବାହାରି ଆଇଟିଆଇ ଛକ, ପୋଲିସ ଲାଇନ୍‌,…

ଚକଡ଼ା ଦାଉ: ଧାନଚାଷରେ ନିଆଁ ଲଗାଇଲେ ଚାଷୀ

ନୀଳଗିରି,୧୧।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ଧାନ ଚାଷ ନଷ୍ଟ ହେବାକୁ ବସିଛି। ଏବେ ଧାନ ଗଛରୁ କେଣ୍ଡାଗୁଡ଼ିକ ବାହାରିଥିବା ବେଳେ ଚକଡ଼ା ଓ ଜଉଆ ରୋଗ ଦାଉ ସାଧିଛି। ସ୍ବଳ୍ପ ବୃଷ୍ଟି, ଲଘୁଚାପଜନିତ ବର୍ଷା ଓ ହାତୀମାନଙ୍କ କବଳରୁ…

ଉଜୁଡ଼ିଯାଉଛି ଚନ୍ଦିର ବଣ

ଖଇରା, ୧୧।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ମାଣିତ୍ରୀ ପଞ୍ଚାୟତ ବେଗୁନିଆ ଗ୍ରାମ ନିକଟରେ ଥିବା ଘଞ୍ଚ ଚନ୍ଦିର ବଣ ଦିନେ ଘଞ୍ଚଜଙ୍ଗଲରେ ପରିପୂର୍ଣ୍ଣ ଥିଲା। ଶିଆଳ ହେଟା ଭଳି ଜୀବଜନ୍ତୁ ବାସ କରୁଥିବା ଏହି ଜଙ୍ଗଲରେ ପଶିବାକୁ ଗ୍ରାମବାସୀ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?