ବାଲେଶ୍ୱର

ଅନିଶ୍ଚିତତାରେ ସୁବର୍ଣ୍ଣରେଖା ବନ୍ଦର

ଭୋଗରାଇ, ୧୭ା୧୦: ୨୦୦୬ ଡିସେମ୍ବର ୧୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଗରାଇ ଥାନାଛକଠାରେ ଏକ ସଭାରେ ସମ୍ବୋଧିତ କରି ବାଲେଶ୍ୱର ଜିଲା ସୁବର୍ଣ୍ଣରେଖା ମୁହାଣ ଭୋଗରାଇର କୀର୍ତ୍ତନିଆଠାରେ ୫ହଜାର କୋଟି ଟଙ୍କା ବ୍ୟୟରେ ଏକ ନଦୀଭିତ୍ତିକ ବନ୍ଦର ନିର୍ମାଣ କରିବାକୁ ପ୍ରତିଶ୍ରୁତି…

ଘରୁ ଜବତ ହେଲା ୧୧୧ କଇଁଛ, ବେପାରୀ ଗିରଫ

ଭୋଗରାଇ,୧୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜଳସୋହରିଆ ଗ୍ରାମରୁ ରବିବାର ବନ୍ୟପ୍ରାଣୀ ବିଭାଗ ୧୧୧ଟି କଇଁଛ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ବେପାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗୌରାଙ୍ଗ ମଣ୍ଡଳ। ଗୌରାଙ୍ଗ କଇଁଛଗୁଡ଼ିକୁ ଘରେ ରଖି ପଶ୍ଚିମବଙ୍ଗରେ…

ଭୋକ ଉପାସରେ ଧାରଣା ଦେଲେ ବୋହୂ

ବାଲେଶ୍ୱର ଅଫିସ, ୧୬।୧୦: ଗଞ୍ଜାମ ପରେ ବାଲେଶ୍ୱର ଜିଲାର ଜଣେ ନବବଧୂ ଶ୍ୱଶୁର ଘରକୁ ପ୍ରବେଶ ନେଇ ରାତି ସାରା ଗେଟ୍‌ ସମ୍ମୁଖରେ ଧାରଣା ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସହଦେବଖୁଣ୍ଟା ଥାନା ଅଧୀନ ରାଣୀପାଟଣା ବ୍ୟାଙ୍କ କଲୋନୀରେ ଜଣେ…

ଜାଗା ଅଭାବ, ବିକାଶ ଅଟକ

ବାଲେଶ୍ୱର ଅଫିସ, ୧୬ା୧୦: ବାଲେଶ୍ୱର ଜିଲାରେ ବିସ୍ତୃତ ସରକାରୀ ଜମି ରହିଥିଲେ ମଧ୍ୟ କାମରେ ଲାଗିପାରୁନାହିଁ। ସହର ଉପକଣ୍ଠରେ ଥିବା ଜମିକୁ ପ୍ରଭାବଶାଳୀ ଲୋକେ ଜବରଦଖଲରେ ରଖିଥିବାରୁ ଏକାଧିକ ପ୍ରକଳ୍ପ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ସ୍ଥାନାଭାବରୁ ଉଭୟ କେନ୍ଦ୍ର ଓ ରାଜ୍ୟ…

କଲାମଙ୍କ ବାଲେଶ୍ୱର ସହିତ ଅବଦାନକୁ ମନେପକାଇଲେ ବିଧାୟକ

ବାଲେଶ୍ୱର ଅଫିସ, ୧୫।୧୦: ବିଜୁ ଜନତା ଦଳ ବାଲେଶ୍ବର ସଦର ନିର୍ବାଚନମଣ୍ଡଳୀ ପକ୍ଷରୁ ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବାଲେଶ୍ବର ସହରର ଷ୍ଟେଶନ ଛକରେ ଥିବା କଲାମଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଏହି…

ଲିଜ୍‌ଧାରୀ ପୈଠ କରିବେ ୧କୋଟି

ବାଲେଶ୍ୱର ଅଫିସ, ୧୫।୧୦: ବାଲେଶ୍ୱର ଜିଲା ବସ୍ତା ତହସିଲ ଅଧୀନ ସୁବର୍ଣ୍ଣରେଖା ନଦୀର ବେଣାପୁର(କ)ବାଲିଖାଦାନ ଲିଜ୍‌ରୁ ବେଆଇନ ଭାବେ ଅଧିକ ବାଲି ଉତ୍ତୋଳନ ମାମଲାର ଏନଜିଟି ରାୟ ପ୍ରକାଶ ପାଇଛି। ନିୟମ ଉଲ୍ଲଂଘନ କରିଥିବା ଲିଜ୍‌ଧାରୀମାନେ ୧ ମାସ ମଧ୍ୟରେ ୧କୋଟି…

ଗଳିତ ମୃତଦେହ ଠାବ

ବାଲେଶ୍ୱର ଅଫିସ,୧୪ା୧୦: ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଗୋଧିବସା ବସ୍ତି ପଛପଟରୁ ଶୁକ୍ରବାର ଏକ ଗଳିତ ମୃତଦେହ ଠାବ କରାଯାଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ। ମୃତଦେହ ନିକଟରେ ଲୋକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିବା…

ଭିଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ,୧୪ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲା କ୍ଷୁଦ୍ର ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହେଶ ପ୍ରସାଦ ପଟ୍ଟନାୟକ ଭିଜିଲାନ୍ସ ଜାଲରେପଡ଼ିଛନ୍ତି। ଶୁକ୍ରବାର ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କୁ ଅଟକ ରଖାଯାଇ ୩ ଡିଏସ୍‌ପିଙ୍କ ନେତୃତ୍ୱରେ ଏକକାଳୀନ…

ବିଷ ପିଇ ଜୀବନ ହାରିଲେ ନାବାଳକ

ସୋର,୧୩।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମଧୁସୂଦନପୁର ପଞ୍ଚାୟତ ଡଗାରା ଗ୍ରାମର ଜଣେ ନାବାଳକ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସେ ଏକ ନାଳ ନିକଟରେ ମୁହଁମାଡି ପଡିଥିବାର ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର…

ବନବିଭାଗ ପାଟ୍ରୋଲିଂ ଗାଡ଼ିକୁ ନାଳକୁ ଠେଲିଦେଲା ଦନ୍ତା, ୬ କର୍ମଚାରୀ ଆହତ

ନୀଳଗିରି,୧୩ା୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟର ଏକ ଦନ୍ତାହାତୀ ଖୁମକୁଟ ଅଞ୍ଚଳରେ ଉପଦ୍ରବ କରୁଥିବାର ଖବରପାଇ କୁଲଡିହା ବନବିଭାଗ ଦନ୍ତାଟିକୁ ଘଉଡ଼ାଇବା ପାଇଁ ଯାଇଥିଲେ। ମାତ୍ର ଦନ୍ତାଟି ହିଂସ୍ରମୁଖା ହୋଇ ପାଲଟା ବନବିଭାଗର ପାଟ୍ରୋଲିଂ ବୋଲେରୋକୁ ଆକ୍ରମଣ…

ଓଲଟିଲା ଯାତ୍ରୀବାହୀ ବସ୍‌

ରୂପ୍‌ସା,୧୩ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ମାଟି ତଳୁ ବାହାରିଲେ ଜଗନ୍ନାଥ

ବାହାନଗା, ୧୩ା୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଅଗସ୍ତି ସାହିର କମଳାକାନ୍ତ ଅଗସ୍ତିଙ୍କ ଘର ପଛପଟେ ମାଟିତଳୁ ବୁଧବାର ମହାପ୍ରଭୃ ଜଗନ୍ନାଥଙ୍କ ପଥର ମୂର୍ତ୍ତୀକୁ ପରିବାର ଲୋକେ ଉଦ୍ଧାର କରିଛନ୍ତି। ଦୀର୍ଘ ୩ରୁ ୪ବର୍ଷ ତଳେ କମଳାକାନ୍ତଙ୍କ ପୁଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri