ବାଲେଶ୍ୱର

ସୋର-ଗୋପୀନାଥପୁର ରାସ୍ତା ମରଣଯନ୍ତା

ସୋର, ୭ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର- ବାଗୁଡି ରାସ୍ତା ମରଣଯନ୍ତା ପାଲଟିଛି। ସୋର ତହସିଲ ଅଧୀନ ବାଗୁଡି ଖଞ୍ଜାମାହାଲ ପଥର ଖାଦାନର ପଥର ଓ ପାହାଡ ମାଟିରେ ଉପକୂଳ ଓଡିଶାର ରାସ୍ତା ନିର୍ମାଣ କୋଟି ଟଙ୍କାର ରାଜସ୍ବ ଆଦାୟ ହେଉଥିବା ବେଳେ ଦୀପତଳ…

ଅଭିନେତା ଦୈତାରୀ ପଣ୍ଡା ନିଖୋଜ

ବାଲେଶ୍ୱର ଅଫିସ, ୭ା୭: ଓଡ଼ିଶା ଯାତ୍ରା ଜଗତର ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା ନିଖୋଜ ଥିବା ନେଇ ବାଲେଶ୍ୱର ଜିଲା ଔପଦା ଥାନାରେ ଅଭିଯୋଗ ହୋଇଛି। ପାର୍ବତୀ ଗଣନାଟ୍ୟର ପରିଚାଳନା ଅଧିକାରୀ ହର ବାରିକ ବୁଧବାର ଅନଲାଇନ ଯୋଗେ ଏହି ଅଭିଯୋଗ ଆଣିଛନ୍ତି।…

ସଚେତନତାଧର୍ମୀ ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ

ବାଲେଶ୍ୱର ଅଫିସ, ୭ା୭: ବାଲେଶ୍ୱର ଜିଲାର କେତେକ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ସଚେତନତାଧର୍ମୀ କ୍ଷୁଦ୍ର ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ ହୋଇଛି। ପୁରସ୍କାର ସ୍ବରୂପ ଉକ୍ତ ଟିମ୍‌କୁ ଟ୍ରଫି ସହ ୧ଲକ୍ଷ ଟଙ୍କା ମିଳିଛି। ଏହି ପୁରସ୍କାର ଗ୍ରହଣ କରି ଓଡ଼ିଶା ତଥା…

ବାଲେଶ୍ୱର ଜିଲା: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୧୫୦୩ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୬।୭: ଚଳିତବର୍ଷ ବାଲେଶ୍ୱର ଜିଲାରେ ୩୨,୭୧୧ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ଏ-୧ ଗ୍ରେଡରେ ୧୫୦୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଏ-୨ ଗ୍ରେଡରେ ୭୨୦୧, ବି-୧ ଗ୍ରେଡରେ ୮୩୮୭, ବି-୨ ଗ୍ରେଡରେ ୬୩୮୨, ସି…

ଯୋଗ ଦେଲେ ନୂତନ ଡିଏଫ୍‌ଓ

ବାଲେଶ୍ୱର ଅଫିସ, ୪।୭: ବାଲେଶ୍ୱର ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଭାବେ ଭାରତୀୟ ବନସେବା ଅଧିକାରୀ ଆୟୁଷ ଜୈନ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ଥିବା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବନବିଭାଗର ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରକୁ ବଦଳି କରାଯାଇଛି।…

ଭଙ୍ଗା ଘରେ ଚାଲିଛି ପାଠପଢ଼ା

ବାହାନଗା,୪ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତରେ ଥିବା ନେତାଜୀ ହାଇସ୍କୁଲର ଛାତ୍ରୀଛାତ୍ର ବିପଦସଙ୍କୁଳ ଭଙ୍ଗାଘରେ ଓ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ୧୯୯୪ରେ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ଦ୍ବାରା ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଏବେ ନାନା ଅବ୍ୟବସ୍ଥା ଦେଖାଦେଇଛି। ଏହି ବିଦ୍ୟାଳୟରେ…

ଅନ୍ଧାରରେ ୩୦୦ ଛାତ୍ରୀଙ୍କ ଭାଗ୍ୟ

ବାଲିଆପାଳ,୪ା୭(ସ୍ବ.ପ୍ର): ସରକାର ମହିଳା ସଶକ୍ତିକରଣ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଏବେବି ବାଳିକା ଉଚ୍ଚ ବିଦ୍ୟାଳୟଗୁଡ଼ିକ ଅବହେଳିତ ଅବସ୍ଥାରେ ରହିଛି। ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲିବା ସହିତ ଶିକ୍ଷାକୁ ରାଜ୍ୟ ସରକାର ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରି…

ଗାଁ ଛାଡ଼ିଯାଉନି ଦନ୍ତା

ରୂପସା, ୩।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ଏକ ଦନ୍ତା ତାଣ୍ଡବ ରଚିଛି। ଶୁକ୍ରବାର ଏହି ହାତୀ ଲଛମନଖୁଣ୍ଟା, ଜାରାସାହି କଲୋନୀସାହି ଆଦି ଗାଁକୁ ଯାଇ ବହୁ ଘରଦ୍ୱାର ଭାଙ୍ଗିବା ସହ ଜଣେ…

ନ୍ୟାୟ ଅପେକ୍ଷାରେ ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ପରିବାର

ଖଇରା, ୩।୭(ଡି.ଏନ.ଏ.):  ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ବର୍ଷେ ପୂରିବା ପରିପ୍ରେକ୍ଷୀରେ ମା’ ବାପା ଶନିବାର ସକାଳେ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବାପା ଅଭିରାମ ମହାପାତ୍ର ହିନ୍ଦୁ ରୀତିନୀତିରେ ଖଇରା ବ୍ଲକ ଅଧୀନ ବେଗୁନିଆ ଗ୍ରାମରେ ପୁଅକୁ ଶ୍ରାଦ୍ଧ…

ରଥରେ ଲାଗିଲା ବିଦ୍ୟୁତ୍‌ ତାର : ଜଣେ ମୃତ, ୭ ଗୁରୁତର

ବାଲେଶ୍ୱର ଅଫିସ,୧।୭: ରଥଟଣା ସମୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ୭ ଜଣ ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ଗୁଡ଼ିଖାଳ ମଲ ସାହି ଗାଁରେ। ସୂଚନାଯୋଗ୍ୟ, ସନ୍ଧ୍ୟାରେ…

ଭୁଜାଲି ଦେଖାଇ ଗୋରୁ ବେପାରୀଙ୍କ ଦାଦାଗିରି: ଗାଡ଼ିରୁ ଡେଇଁ କନଷ୍ଟେବଳ ଗୁରୁତର

ରୂପସା,୧।୭(ଡି.ଏନ.ଏ.):ବାଲେଶ୍ୱର ଜିଲା ୬୦ନଂ. ଜାତୀୟ ରାଜପଥରେ ଗୋରୁ ଚାଲାଣକାରୀଙ୍କ ଦାଦାଗିରି ଦିନକୁ ଦିନ ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ କରାଯାଇ ଗୋରୁଗୁଡ଼ିକୁ ଉଦ୍ଧାର କରାଯାଉଥିଲେ ମଧ୍ୟ ଗୋଚାଲାଣ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ଠାରେ ଗୁରୁବାର…

ହାତୀ ଉପଦ୍ରବ, ଘଉଡ଼ାଇବା ପରେ ଅସୁସ୍ଥ ଥିବା ସନ୍ଦେହ

ରୂପ୍‌ସା,୧।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ମୟୂରଭଞ୍ଜ ପଟୁ ଏକ ଦନ୍ତାହାତୀ ଗାଁକୁ ପଶି ଆସିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଲଛମନଖୁଣ୍ଟା, ଜାରାସାହି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri