ଆଦିବାସୀଙ୍କ ନାମରେ ଟଙ୍କା ହଡ଼ପ
ନୀଳଗିରି, ୧।୭ (ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଆଦିବାସୀଙ୍କ ନାମରେ ଜବକାର୍ଡ଼ ଖୋଲିବା ନାଁରେ ଲକ୍ଷାଧିକ ଟଙ୍କା ହଡପ କରାଯାଇଥିବା ଅଭିଯୋଗ ହୋଇଛି। ବରହମପୁର ପୋଲିସ ପକ୍ଷରୁ ତଦନ୍ତ କରାଯାଇ ଥାନାରେ ୩ଜଣଙ୍କୁ ଅଟକ ରଖାଯାଇ ଅଧିକ ତଦନ୍ତ ଜାରି…
ବିନା ଫଳକରେ ଚାଲିଛି ଜାତୀୟ ସ୍ବାସ୍ଥ୍ୟ ମିଶନ ଗୃହ ନିର୍ମାଣ
ଜଳେଶ୍ୱର, ୩୦।୬(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ସହରର ବଡବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିରେ ନିମ୍ନମାନର ଇଟା ବ୍ୟବହାର କରାଯାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି ା ଇଟାଗୁଡିକ ବ୍ୟବହାର…
ଟ୍ରାଇ ସାଇକେଲରେ ଭବିଷ୍ୟତ ସ୍ବପ୍ନ
ବାଲେଶ୍ୱର ଅଫିସ, ୩୦।୬: ପରିବାର ଦାୟିତ୍ୱ ଆଗରେ ହାର୍ ମାନିଛି ଶାରୀରିକ ଅକ୍ଷମତା। ଅଭାବ ଅନାଟନ ସତ୍ତ୍ୱେ ସେ ୪ ପ୍ରାଣୀଙ୍କ ମୁହଁରେ ହସ ଫୁଟାଇ ଚାଲିଛନ୍ତି। ଏଭଳି ଜଣେ ଦୃଢ଼ମନା ବ୍ୟକ୍ତି ହେଉଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର ଗଜେନ୍ଦ୍ର…
ପ୍ରେମ କରିବାରୁ ଝିଅକୁ ହତ୍ୟା
ବାଲେଶ୍ୱର ଅଫିସ,୨୯ା୬: ପ୍ରେମ ନ କରିବାକୁ ନାବାଳିକା ଝିଅକୁ ବାରମ୍ବାର ବାରଣ କରିବା ପରେ ବି ମାନିଲାନି। ଶେଷରେ ଅତିଷ୍ଠ ହୋଇ ଝିଅକୁ ତଣ୍ଟିଚିପି ହତ୍ୟା କଲେ ବୋଲି ଜଣେ ମା’ ମଙ୍ଗଳବାର ସନ୍ଧ୍ୟାରେ ବାଲେଶ୍ୱର ଟାଉନ ଥାନାରେ ଆତ୍ମସମର୍ପଣ କରି…
ଏଟିଏମ୍ ଲୁଟ ମାମଲା : ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡାଦେଶ
ରୂପସା,୨୭।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ କାଣ୍ଡଗଁାଠାରେ ଥିବା ଏକ ଏଟିଏମ୍ ଲୁଟ୍ ମାମଲାର ବିଚାର କରି ବସ୍ତା ଜେଏମ୍ଏଫସିର ବିଚାରପତି ସୁଶ୍ରୀ ଗାୟତ୍ରୀ ମିଶ୍ର ଦୋଷୀଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ…
ଶିକ୍ଷକଙ୍କ ମାଡ଼ରେ ଛାତ୍ର ଗୁରୁତର
ବାଲେଶ୍ୱର ଅଫିସ,୨୭।୬: ବାଲେଶ୍ୱର ସହର ଜିଲା ସ୍କୁଲ୍ରେ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନବମ ଶ୍ରେଣୀରେ ପଢ଼ୁଥିବା ଉକ୍ତ ଛାତ୍ର ଜଣକ ହାତରେ ରକ୍ଷା ସୂତ୍ର ବାନ୍ଧିଥିବାରୁ…
ସହରମୁହାଁ ହାତୀ, ବନ ବିଭାଗର ନିଦ ଭାଙ୍ଗୁନି
ବାଲେଶ୍ୱର ଅଫିସ,୨୭ା୬: ଜଙ୍ଗଲ ଛାଡ଼ି ସହରରେ ବୁଲୁଛି ଏକ ହାତୀ। ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ମିତ୍ରପୁର ବଜାରରେ ଏକ ଝାଡ଼ଖଣ୍ଡୀ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଏହି ହାତୀ ପଛେ ପଛେ ନିକଟସ୍ଥ ଗାଁର ଶତାଧିକ ଲୋକ ଦୌଡୁଛନ୍ତି।…
ଏଟିଏମ୍ ଭାଙ୍ଗି ଲୁଟିନେଲେ ୩୨ଲକ୍ଷ
ବାଲେଶ୍ୱର ଅଫିସ, ୨୬।୬: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଜାତୀୟ ରାଜପଥ ପଦ୍ମପୁର ହାଟରେ ଥିବା ଏକ ଏସ୍ବିଆଇ ଏଟିଏମ୍ରୁ ୩ଦୁର୍ବୃତ୍ତ ୩୨ଲକ୍ଷ ୨୬ହଜାର ଟଙ୍କା ଲୁଟି ନେଇଛନ୍ତି। ସିସିଟିଭି ଫୁଟେଜ୍ରୁ ମିଳିଥିବା ତଥ୍ୟ ଅନୁସାରେ ଗତ ଶୁକ୍ରବାର…
ଖତ ଖାଉଛି ୨୦୦ କୁଇଣ୍ଟାଲ ଫାଇଲିନ ଚାଉଳ
ବାହାନଗା, ୨୬।୬(ଡି.ଏନ.ଏ.) ଫାଇଲିନ ବାତ୍ୟାକୁ ପୂରିଲାଣି ୮ବର୍ଷ ୬ମାସ। ହେଲେ ଫାଇଲିନରେ କ୍ଷତିଗ୍ରସ୍ତ ପରିବାର ଲାଗି ରିଲିଫ୍ ବାବଦକୁ ଆସିଥିବା ୨ଶହରୁ ଊର୍ଦ୍ଧ୍ୱ କୁଇଣ୍ଟାଲ ଚାଉଳ ଏବେ ବି ପଞ୍ଚାୟତ ଗୋଦାମରେ ପଡିରହିଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ବାହାନଗା ବ୍ଲକ…
ପିଲାଙ୍କୁ ଆସୁନି ୩ କ ପଣିକିଆ: ପ୍ରଧାନଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ
ବାଲେଶ୍ୱର ଅଫିସ, ୨୬।୬: ସରକାରୀ ବିଦ୍ୟାଳୟରେ ପିଲାମାନଙ୍କ ପାଇଁ ଉତ୍ତମ ଶୈକ୍ଷିକ ବାତାବରଣ ଏବଂ ଶିକ୍ଷା ପ୍ରଦାନ ପାଇଁ ସ୍କୁଲକୁ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ହେଲେ କେତେକ ସ୍ଥାନରେ ଉତ୍ତମ ବ୍ୟବସ୍ଥା ଉପଲବ୍ଧ ଥାଇ ସୁଦ୍ଧା ପିଲାମାନଙ୍କ ଶିକ୍ଷାରେ…
ଭିଏଲ୍-ଏସ୍ଆର୍ ଏସ୍ଏଏମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍ଆରଏସ୍ଏଏମ୍’ର ଉତ୍କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର…
ଛାତ୍ରକୁ ମାଡ଼ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
ଖଇରା, ୨୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଧୋବାଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ପ୍ରସାଦ ପାଢୀ ସଂପୃକ୍ତ ପ୍ରଧାନଶିକ୍ଷୟତ୍ରୀ ମାଳତୀ ମହାପାତ୍ରଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।…
Archives


