ବନ୍ୟା କମିଲା, ପାଣି ଛାଡ଼ିନି
ଭୋଗରାଇ,୨୬।୮(ଡି.ଏନ.ଏ.): ପୋଗର ଉନ୍ନତି ହେବା ସହିତ ବନ୍ୟା ସ୍ଥିତିରେ ମଧ୍ୟ ସୁଧାର ଆସିଛି। ହେଲେ ଏମିତି ପଞ୍ଚାୟତ ରହିଛି ଯେଉଁଠି ବନ୍ୟାପାଣି ଛାଡ଼ିବାକୁ ଆହୁରି ୧୦ଦିନରୁ ଉର୍ଦ୍ଧ୍ୱ ସମୟ ଲାଗିବ। ସେହିଭଳି ଏକ ପଞ୍ଚାୟତ ହେଉଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ…
ଦୁର୍ଦ୍ଦଶାରେ ପଶ୍ଚିମବାର୍ଡ ପଞ୍ଚାୟତବାସୀ
ଜଳେଶ୍ୱର,୨୬ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ୨୮ ପଞ୍ଚାୟତର ୧୪୯ ଗାଁ ଜଳବନ୍ଦୀ ହୋଇଥିବା ବେଳେ ପଶ୍ଚିମବାର୍ଡ ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ହଜାର ହଜାର ହେକ୍ଟର ଜମିର ଚାଷ ଉଜୁଡିଥିବା ବେଳେ ୪୦ ପରିବାରର ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ୩ଦିନ…
ଭାସିଗଲା ଅସ୍ଥାୟୀ ପୋଲ
ଲଙ୍ଗଳେଶ୍ୱର, ୨୬ା୮(ଡି.ଏନ.ଏ.): ବନ୍ୟାକୁ ୫ ଦିନ ବିତିଯାଇଥିବା ବେଳେ ଜଳସ୍ତର କମୁଥିବାରୁ ଲୋକମାନେ ଧୀରେ ଧୀରେ ସ୍ବାଭାବିକ ଅବସ୍ଥାକୁ ଫେରୁଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ତାଳପଦା ଗ୍ରାମକୁ କୋଷ୍ଟକେନାଲ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ପୋଲ ବୁଧବାର…
ପାଣିରେ ଭାସିଗଲା ଚାଷୀଙ୍କ ଆଶା
ଜଳେଶ୍ୱର, ୨୫ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀର କୂଳେ ଜଳେଶ୍ୱର ବ୍ଲକର ୧୪ଟି ପଞ୍ଚାୟତର ହଜାର ହଜାର ଚାଷୀ ଉପୁଜାଇଥିବା ପରିବା ଚାଷ ବନ୍ୟାପାଣିରେ ବୁଡି ନଷ୍ଟ ହୋଇଛି । ଆଗାମୀ ଦିନ ପାଇଁ ତଳି ପଡିଥିବା କୋବି, ବାଇଗଣ, ବିନ୍ସ୍, ଟମାଟୋ ପଚି…
ଜଳବନ୍ଦୀଙ୍କ ଅବସ୍ଥା ଦୁର୍ବିସହ
ଭୋଗରାଇ, ୨୫ା୮(ଡି. ଏନ. ଏ.): ସୁବର୍ଣ୍ଣରେଖା ବନ୍ୟାକୁ ୪ଦିନ ବିତିଛି। ବନ୍ୟା ବିପନ୍ନମାନେ ପିଲାଛୁଆ ଧରି ବିଭିନ୍ନ ଆଶ୍ରୟସ୍ଥଳୀ ଏବଂ ସୁରକ୍ଷିତ ବନ୍ଧବାଡ଼ରେ ପଲିଥିନ ପକାଇ ରହିଛନ୍ତି। ଏଭଳି ସ୍ଥିତିରେ ପୁଣି ଏକ ଘୁର୍ଣ୍ଣବଳୟ ଉପକୂଳମୁହାଁ ହୋଇ ବୁଧବାର ସକାଳଠୁ ବର୍ଷୁଥିବାରୁ…
ଜଳକା, ସୁବର୍ଣ୍ଣରେଖା ବନ୍ୟା ଉଜାଡ଼ିଲା ଚାଷ
ରୂପସା, ୨୫ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ବନ୍ୟା ଆଣିଛି ଚାଷୀଙ୍କ ପାଇଁ ଘୋର ଦୁର୍ଦ୍ଦଶା। ଜଳକା ଓ ସୁବର୍ଣ୍ଣରେଖା ନଦୀରେ ପ୍ରବଳ ବନ୍ୟା ଯୋଗୁ ଏବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହୋଇଛି। ବୁଧବାର ସୁଦ୍ଧା ୧୮ ପଞ୍ଚାୟତର ୩ହଜାରରୁ…
ଚାଷୀଙ୍କ ସହ ମିଶି ଧାନତଳି ରୋଇଲେ ବିଧାୟକ
ଖଇରା,୨୪।୮(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ସିମୁଳିଆ ନିର୍ବାଚନ ମଣ୍ଡଳୀର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ନିଜର ନିଆରା ଢଙ୍ଗର କାର୍ଯ୍ୟଶୈଳୀକୁ ନେଇ ବିଭିନ୍ନ ସମୟରେ ଚର୍ଚ୍ଚାରେ ରହି ଆସିଛନ୍ତି ା କେତେବେଳେ ହକର ସାଜି ଘରେ ଘରେ ଖବରକାଗଜ ବାଣ୍ଟି ତ…
ଗାଁଦାଣ୍ଡରେ ବନ୍ୟାଜଳ
ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା ଅବର୍ଣ୍ଣନୀୟ ା ଗାଁ ଦାଣ୍ଡରେ ପାଣିର ସୁଅ ଚାଲିଛି। ୪୦ ହଜାର ଗୃହପାଳିତ ପ୍ରାଣୀ…
ଭିଏଲ-ଏସଆରଏସଏଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…
ନୂଆଦିଲ୍ଲୀ/ବାଲେଶ୍ୱର(ବ୍ୟୁରୋ), ୨୩।୮ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନା ମଙ୍ଗଳବାର ଭର୍ଟିକାଲ ଶର୍ଟ ରେଞ୍ଜ ସର୍ଫେସ ଟୁ ଏୟାର ମିଜାଇଲ (ଭିଏଲ-ଏସଆରଏସଏଏମ)ର ସଫଳତାର ସହ ପରୀକ୍ଷଣ କରିଛନ୍ତି। ଓଡ଼ିଶାର ଚାନ୍ଦିପୁର ଉପକୂଳରୁ ଏକ ଭାରତୀୟ…
୨୮ ପଞ୍ଚାୟତର ୧୦ ହଜାର ଲୋକ ଜଳବନ୍ଦୀ
ଜଳେଶ୍ୱର, ୨୩ା୮(ଡି.ଏନ.ଏ.):ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁ ଜଳେଶ୍ୱର ବ୍ଲକ ୨୮ଟି ପଞ୍ଚାୟତର ୧୪୯ ଗାଁ ପ୍ରଭାବିତ ହୋଇଛି ା ଏଥିରେ ୧୦ହଜାର ଲୋକ ଜଳବନ୍ଦୀ ହୋଇଥିବା ବେଳେ ୧୧୪ଟି କେନ୍ଦ୍ରରେ ଥଇଥାନ କରାଯାଇଛି ା ସେମାନଙ୍କୁ ରନ୍ଧା ଖାଦ୍ୟ ଦିଆଯାଇଛି। ୬ହଜାର ହେକ୍ଟର…
କମୁଛି ସୁବର୍ଣ୍ଣରେଖା, ବଢୁଛି ଦୁର୍ଦ୍ଦଶା
ବାଲେଶ୍ୱର ଅଫିସ, ୨୩।୮:ଝାଡ଼ଖଣ୍ଡର ଗାଲୁଡିହି ବ୍ୟାରେଜ୍ରୁ ମୋଟ୍ ୨୦ଟି ଗେଟ୍ ଖୋଲାଯାଇଥିବାରୁ ଉତ୍ତର ବାଲେଶ୍ୱରରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା ସ୍ଥିତି ଉପୁଜିଛି। ରାଜଘାଟସ୍ଥିତ ପୋଲ ନିକଟରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ସୋମବାର ପୂର୍ବାହ୍ନ ୫ଟା ସୁଦ୍ଧା ୧୧.୯୦…
ଶହେ ଟଙ୍କା ପାଇଁ ବାପାଙ୍କୁ ମରଣାନ୍ତକ ଆକ୍ରମଣ: ପୁଅ ଗିରଫ
ବାହାନଗା,୨୨।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଲକ କରଞ୍ଜେଇ ଗ୍ରାମର ଜଣେ ବିବାହିତ ଯୁବକ ସାମାନ୍ୟ ଟଙ୍କା ପାଇଁ ତାଙ୍କ ବାପାଙ୍କୁ ମରଣାନ୍ତକ ଆକ୍ରମଣ କରି ପୋଲିସ ଦ୍ୱାରା ଗିରଫ୍ ହୋଇଛନ୍ତି। ଏନେଇ ସୋର ଥାନାରେ ଏକ ମାମଲା(ନଂ.୩୭୭/୨୨) ରୁଜୁ ହୋଇଛି। ଗିରଫ…
Archives


