ବାଲେଶ୍ୱର

କବାଡ଼ିଆକୁ ବୋଲେରୋ ବିକ୍ରି ବେଳେ ଧରିଲା ପୋଲିସ

ଖଇରା,୧୮।୬(ଡି.ଏନ.ଏ.): ଯାଜପୁରରୋଡ୍‌ରୁ ଚୋରି ହୋଇଥିବା ଏକ ବୋଲେରୋ ଗାଡିକୁ ଖଇରାରୁ ଉଦ୍ଧାର କରାଯାଇଛି । ଯାଜପୁରରୋଡ୍‌ ଶଙ୍ଖଚିଲ ଗ୍ରାମର କନକଲତା ସାହୁଙ୍କ ବୋଲେରୋ ଗାଡି(ନଂ.ଓଡି୦୪୩୮୪୬)କୁ କେତେକ ଦୁର୍ବୃତ୍ତ ଚୋରିକରି ନେଇଥିଲେ। ଏନେଇ ଗାଡ଼ି ଡ୍ରାଇଭର ଦିଲୀପ କୁମାର ସାହୁ ବିଭିନ୍ନ ଡ୍ରାଇଭର…

ଯୁବକଙ୍କୁ ନିର୍ମମ ହତ୍ୟା, ଜଣେ ଗୁରୁତର

ସିମୁଳିଆ,୧୮ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ତହସିଲ ରାସ୍ତାରେ ଶନିବାର ଭୋର୍‌ ସମୟରେ ପ୍ରଦୀପ କୁମାର ନାୟକ ଓରଫ ବଳିଆ(୩୫) ନାମକ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ତାଙ୍କ ବେକ ଓ ମୁଣ୍ଡକୁ କୌଣସି ଧାରୁଆ ଅସ୍ତ୍ରରେ ହାଣି…

୩ ବର୍ଷ ପରେ ଅଭିଯୁକ୍ତ ଗିରଫ

ବାଲେଶ୍ୱର ଅଫିସ,୧୮।୬ ୨୦୧୯ ମାର୍ଚ୍ଚ ୨୩ତାରିଖରେ ଜଣେ ମହିଳାଙ୍କୁ ହତ୍ୟା ମାମଲାରେ ବାଲେଶ୍ୱର ରେଳବାଇ ପୋଲିସ ଶୁକ୍ରବାର ୩ ବର୍ଷ ପରେ ହତ୍ୟାକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏନେଇ କଟକ ରେଲୱେ କ୍ରାଇମ୍‌ ଡିଏସ୍‌ପି ଯଦୁନାଥ ଜେନା ଏନେଇ ସୂଚନା…

ବାହାନଗାରୁ ଗଲା ୨ କାଠଘୋଡ଼ା

ବାହାନଗା, ୧୮।୬(ଡି.ଏନ.ଏ.) କୋଲକାତାରେ ଜଗନ୍ନାଥଙ୍କ ରଥ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ ପଞ୍ଚାୟତ ଦୋଳପୁର ଗ୍ରାମରୁ ଦୁଇଟି କାଠଘୋଡା ନିର୍ମାଣ କରାଯାଇ ସେଠାକୁ ନିଆଯାଇଛି। ରଥ ଆଗରେ ଖଞ୍ଜାଯାଉଥିବା ଏହି ଘୋଡା ନିର୍ମାଣ ଲାଗି ଦୋଳପୁର ଗ୍ରାମର ଭରତ…

ଭିଜିଲାନ୍ସ ଜାଲରେ ବିଡ଼ିଓ

ବାଲେଶ୍ୱର ଅଫିସ,୧୮।୬: ଭିଜିଲାନ୍ସ ଜାଲରେ ଜଳେଶ୍ୱର ବିଡ଼ିଓ ଅଶ୍ୱିନୀ କୁମାର ଦାସ। ଆୟ ବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ରେଡ୍‌ କରିଛି। କଟକ ଡିଭିଜନର ୫ ଜଣ ଡିଏସ୍‌ପି ଏବଂ ୯ ଜଣ ଇନ୍ସପେକ୍ଟର ନେତୃତ୍ୱରେ ୫ଟି ଟିମ୍‌ ଗଠନ…

ମାଇଁମାମୁଙ୍କ ସହ ବୁଲିବାକୁ ଆସି ଭାସିଗଲେ ବଙ୍ଗୀୟ ଛାତ୍ର

ଭୋଗରାଇ, ୧୭।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁର ସମୁଦ୍ରକୂଳରେ ଶୁକ୍ରବାର ଗାଧୋଉଥିବା ବେଳେ ଭାସିଯାଇ ପଶ୍ଚିମବଙ୍ଗ ନଦୀଆ ଜିଲା କଲ୍ୟାଣୀ ଅଞ୍ଚଳର ଦଶମ ଶ୍ରେଣୀ ଛାତ୍ର ସାଗ ଧାଲିଙ୍କ(୧୬) ମୃତ୍ୟୁ ଘଟିଛି। ସେ ତାଙ୍କ ମାଇଁମାମୁଙ୍କ ସହିତ ବୁଲିବାକୁ…

୧୨ ଘଣ୍ଟା ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ, ୧୭ା୬ ବାଲେଶ୍ୱର ଜିଲା ପୋଲିସ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ସହରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ଏହାର ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ (୧୨ ଘଣ୍ଟିଆ) ବନ୍ଦ ସମ୍ପୂର୍ଣ୍ଣ ସଫଳ ହୋଇଛି। ବିଭିନ୍ନ ଗଣସଙ୍ଗଠନ ଓ…

ବାଲେଶ୍ୱରରେ ରସଗୋଲା ମହୋତ୍ସବ

ବାଲେଶ୍ୱର ଅଫିସ, ୧୬।୬ – ବାଲେଶ୍ୱର ସହର ଏଡ଼ିଏମ୍‌ ଛକସ୍ଥିତ ବ୍ରିଟ୍‌ କଲ୍ୟାଣମଣ୍ଡପ ପରିସରରେ ବାଲେଶ୍ୱର ପ୍ରତିଭା ବିକାଶ ଟ୍ରଷ୍ଟ ତରଫରୁ ରସଗୋଲା ମହୋତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ରଜ ଉପଲକ୍ଷେ ରସଗୋଲା ମହୋତ୍ସବ ଏବଂ ପୋଡ଼ପିଠା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଆଜି ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ,୧୬।୬: ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ବିଭିନ୍ନ ସଂଗଠନ ପକ୍ଷରୁ ବାଲେଶ୍ୱର ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ କରାଯାଇଛି। ଦିବାଲୋକରେ ଚୋରି, ରାହାଜାନି ସହ ଗୁଳିକାଣ୍ଡ ଯୋଗୁ ଜନସାଧାରଣ ଆତଙ୍କିତ…

ପୃଥ୍ବୀ-୨ର ରାତ୍ରକାଳୀନ ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ଆଇଟିଆର ପରିସରରେ ବୁଧବାର ପୃଥ୍ବୀ-୨ କ୍ଷେପଣାସ୍ତ୍ରର ରାତ୍ରକାଳୀନ ପରୀକ୍ଷଣ ସଫଳ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରିପାରୁଥିବା ଏହି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ କ୍ଷେପଣାସ୍ତ୍ରର ପରୀକ୍ଷଣ ୩ନଂ ଲଞ୍ଚପ୍ୟାଡରୁ ହୋଇଥିଲା। ଏହାର ଲକ୍ଷ୍ୟଭେଦ କ୍ଷମତା ୨୫୦କି.ମି.…

ନାଳରୁ ମିଳିଲା ଯୁବକଙ୍କ ମୃତଦେହ

ବାଲେଶ୍ୱର ଅଫିସ ୧୪।୬: ବାଲେଶ୍ୱର ସହରସ୍ଥିତ ଦର୍ଜି ପୋଖରୀ ଛକ ନିକଟ ନବ କୁମାର ମହାଳିକଙ୍କ ଘର ପଛପଟେ ଥିବା ଏକ ନାଳରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ଜଣାପଡି ନ ଥିବା ବେଳେ…

ପାହାଡ଼ରେ ବସିଲା ଟାୱାର

ଖଇରା,୧୪।୬ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡ଼ର ୧୬.୫ବର୍ଗ କିମି ଅଞ୍ଚଳରେ ହାତୀଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖିବାକୁ ଓ ହାତୀ ଆକ୍ରମଣରୁ ପାହାଡ଼ତଳି ବସ୍ତିବାସିନ୍ଦାକୁ ସୁରକ୍ଷା ଦେବାକୁ ବଡ଼ବିଲ ଗ୍ରାମ ନିକଟସ୍ଥ ପାହାଡ଼ରେ ଏକ ଟାୱାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri