ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ
ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଏନ୍ଏସି ୨ନଂ. ୱାର୍ଡ଼ ଅଧୀନ ଘାଟଘରସାହି ଅଞ୍ଚଳର ଉତ୍ତରା ଜେମାଦେବୀ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…
ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ ଏବଂ ଶଳା ନିଆଁରେ ପୋଡ଼ି ଗୁରୁତର ହୋଇଛନ୍ତି। ଅନ୍ୟପଟେ ଅଭିଯୁକ୍ତ ଜ୍ୱାଇଁଙ୍କୁ କାବୁ…
ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…
ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର ମାଲିକ ଗଜେନ୍ଦ୍ର ପଣ୍ଡା (୫୮)ଙ୍କୁ ଏହି ହୋଟେଲ ପରିସରରେ ହତ୍ୟା କରାଯାଇଛି। ତାଙ୍କ…
ବ୍ରିଜ୍ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍, ଭିତରେ ଥିଲେ ଡ୍ରାଇଭର-ହେଲ୍ପର
ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍ ସମୟରେ ଏକ ଅଦା ବୋଝେଇ ଟ୍ରକ୍ ଖସିପଡ଼ିଛି। ଉକ୍ତ ଟ୍ରକ୍ଟି ଆସାମରୁ ବିଶାଖାପାଟଣା ଯାଉଥିବାବେଳେ ବ୍ରିଜ୍…
ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…
ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ ମଧ୍ୟ ଅନାଦି, ତାଙ୍କର ନା ଆଦି ଅଛି ନା ଅନ୍ତ, ସେ ସାରା…
ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…
ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ ବେହେରାଙ୍କ ସ୍ତ୍ରୀ ରଞ୍ଜୁସ୍ମିତା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କ ଶରୀରର ୪୦ ପ୍ରତିଶତ…
ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ
ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି ସ୍ଥିତିରେ ରବିବାର ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ଓ ଏସିଆର ସର୍ବବୃହତ…
ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା
ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ ହେବ ସବୁ ଜାଣିଶୁଣି ମଧ୍ୟ ଚୁପ୍ ରହିଥିଲେ। ଡାକ୍ତରଖାନାରେ ପିଲା ଜନ୍ମ ହେବା…
ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…
ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଦେଖାଦେଇଛି । ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଯୁବକଙ୍କ…
ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି
ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍। ଗୁରୁତର ଆହତ ଅବସ୍ଥାରେ ଦୁଇ ଜଣଙ୍କୁ ବସ୍ତା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ…
ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ
ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍ ପକାଇ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । ଦୋଷୀ ନୀଳଗିରି ଥାନା ନୟାପାଟଣା ଗ୍ରାମର ଚନ୍ଦନ ରଣାକୁ ଫାଶି ଦଣ୍ଡାଦେଶ ଶୁଣାଇଛନ୍ତି…
ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…
ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଭୟଙ୍କର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଗୁରୁତର ହୋଇଥିବା ସୂଚନା…
Archives


