ଦ୍ୱିତୀୟ ବିବାହ କରି ଯୁବକ ଗିରଫ
ଖଇରା,୧୩ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ନଟାପଡ଼ା ଗାଁର ନରେନ୍ଦ୍ର ବିଦାନ୍ତ ନାମକ ଜଣେ ବିବାହିତ ଯୁବକ ମିଥ୍ୟା ପ୍ରଲୋଭନ ଦେଖାଇ ଦ୍ବିତୀୟ ବିବାହ କରି ହରଡ଼ଘଣାରେ ପଡ଼ିଛନ୍ତି। ଖଇରା ପୋଲିସ ତାଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ…
ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନ ଗଲା
ରୂପ୍ସା,୧୩।୬(ଡି.ଏନ୍.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅଧୀନ ବଳବୁଧି ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡ଼ି ସୋମବାର ପ୍ରାଣ ହରାଇଛନ୍ତି। ସେ ହେଲେ ମଧୁସୂଦନ ମହାଳିକ। ଅସାବଧାନତା ବଶତଃ ସେ ପୋଖରୀରେ ପଡ଼ିଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ…
ବାଲେଶ୍ୱରରେ କନ୍ଧମାଳର ଡାକୁଲ ନୃତ୍ୟ
ବାଲିଗୁଡ଼ା,୧୩।୬ (ଡି.ଏନ.ଏ.): ବାଲେଶ୍ୱର ଜିଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡ଼ାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ୱ ସ୍ମରଣୀୟ। ଗତ ୧୦ ତାରିଖ ସାଂସ୍କୃତିକ ସନ୍ଧ୍ୟାରେ ୨୦ ଜଣିଆ ସାଂସ୍କୃତିକ ଦଳ ଅଂଶ ଗ୍ରହଣ…
ତଦନ୍ତର ୧୫ଦିନ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ
ଖଇରା,୧୩।୬: ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ କଡମିଆଁସ୍ଥିତ ରାଧାଶ୍ୟାମ ଏମ୍ଇ ସ୍କୁଲ ପ୍ରଧାନଶିକ୍ଷକଙ୍କ ଦ୍ୱାରା ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ସମୂହ ଗ୍ରାମବାସୀ ବାଲେଶ୍ୱର ଜିଲାପାଳ ଓ ବିଇଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ଏବିଇଓ ଶ୍ରୀଧର…
୨୮ବର୍ଷ ହେଲା ସମ୍ପର୍କ ଯୋଡୁଛନ୍ତି ସୁଧାକର
ଖଇରା,୧୩।୬(ଡି.ଏନ.ଏ.): ଆଇସିକ୍ରମ ଖାଇବା କଥା ଶୁଣିଲେ ପିଲାମାନଙ୍କ ଖୁସି କହିଲେ ନ ସରେ। ବିଶେଷକରି ଖରାଦିନେ ଏହାର ଚାହିଦା ଅଧିକ। ଏବେ ପୁଣି ବଜାରରେ ମିଳୁଥିବା ବିଭିନ୍ନ ଫ୍ଲେଭର ଆଇସକ୍ରିମ ପିଲାମାନଙ୍କୁ ଆକର୍ଷିତ କରୁଛି। ହେଲେ ଖଇରା ଓ ଆଖପାଖ ଅଞ୍ଚଳରେ…
ରଶି ଲଗାଇ ଝୁଲି ପଡ଼ିଲେ ନବବଧୂ, ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ
ଖଇରା,୧୨ା୬(ଡି.ଏନ୍.ଏ.): ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେବାରୁ ସ୍ତ୍ରୀ ଜୀବନ ହାରିଥିବା ବେଳେ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରି ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ରଇଁତରା…
ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦
ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ ଜିଲାର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ନାଗରିକଙ୍କ ଅଭିଜ୍ଞତା, ଅନୁଭୂତି ଓ ଉପଦେଶ ଗ୍ରହଣ…
ଯୋଜନା ବିଷୟରେ ପ୍ରାଣୀପାଳକ ଅଜ୍ଞ
ଖଇରା, ୧୧।୬ ବେକାରୀମାନଙ୍କୁ ଉଭୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ସ୍ବାବଲମ୍ବୀ କରିବାକୁ ସରକାର ବହୁ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ପ୍ରଚାର, ପ୍ରସାର ଅଭାବରୁ ଆବେଦନ ଓ ଯୋଜନା କାର୍ଯ୍ୟକାରୀ ପାଇଁ ରହିଥିବା କଟକଣା ପାଇଁ ଯୋଜନାର ସଫଳ ରୂପାୟନ…
ନବଜାତ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା
ବାଲେଶ୍ୱର ଅଫିସ, ୧୧।୬ ନବଜାତ ଶିଶୁର ମୃତ୍ୟୁକୁ ନେଇ ଶୁକ୍ରବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନା ଅଧିକାରୀ ଓ ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଉତ୍ତେଜନା ଥମିଥିଲା। ଚିକିତ୍ସାରେ ଅବହେଳା ଓ ଡାକ୍ତରଙ୍କ ଅନୁପସ୍ଥିତିରେ…
ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ଖଇରା, ୯ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରଫାୟାତପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀକକ୍ଷ ଅଭାବ ଯୋଗୁ ୨ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବାରଣ୍ଡାରେ ବସି ପଢିବାକୁ ପଢୁଛି। ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବିକଳ୍ପ ବ୍ୟବସ୍ଥା…
ଜମି କାରବାରକୁ ନେଇ ହତ୍ୟା
ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକଠାରେ ଗତ ୩ତାରିଖ ରାତିରେ ସତ୍ୟବ୍ରତ ଦାସ (୪୨)ଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛନ୍ତି ପୂର୍ବାଞ୍ଚଳ ଆଇଜି ହିଂମାଶୁ କୁମାର ଲାଲ୍। ଜମି କାରବାର ନେଇ ଟଙ୍କା ହଡ଼ପ ଓ ମଦ…
କୁରୁଣ୍ଟା ସେବା ସମବାୟ ସମିତି: ୧୫ ସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ
ଖଇରା, ୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା ସେବା ସମବାୟ ସମିତିରେ ସମସ୍ତ ୧୫ଟି ଜୋନର ସଭ୍ୟାସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଶରତ ପଣ୍ଡା ହସ୍ତକ୍ଷେପ ପରେ ବିଭିନ୍ନ ପଞ୍ଚାୟତର ଲେକପ୍ରତିନିଧି, ଦଳୀୟ କର୍ମକର୍ତ୍ତାଙ୍କ ଆଲୋଚନା ପରେ ପ୍ରତିଦ୍ୱନ୍ଦ୍ୱିତାକୁ…
Archives


