ମଦ ଦୋକାନ ପୋଡ଼ିଦେଲେ
ବାହାନଗା,୩୦ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ନଇଛଣପୁର ଗ୍ରାମରେ ଖୋଲାଯାଇଥିବା ବିୟର ବାର୍ ଓ ମଦ ଦୋକାନ ସମେତ ମାଲିକଙ୍କ ଏକ କାର୍କୁ ରବିବାର ରାତିରେ କେହି ନିଅଁା ଲଗାଇ ପୋଡ଼ି ଦେଇଛି। ଏହି ଘଟଣାରେ ପୋଲିସ ୬ଜଣ ଗ୍ରାମବାସୀଙ୍କୁ…
କୋର୍ଟ ପରିସର ପାଲଟିଲା ରଣକ୍ଷେତ୍ର
ବାଲେଶ୍ୱର ଅଫିସ,୩୦।୮:ବାଲେଶ୍ୱର ଫାମିଲି କୋର୍ଟକୁ ଛାଡ଼ପତ୍ର ପାଇଁ ଆସିଥିବା ଏକ ଦମ୍ପତି ସୋମବାର ମାରପିଟ ଲାଗିବା ଚର୍ଚ୍ଚାର ବିଷୟ ପାଲଟିଛି। ଉଭୟେ ସାମ୍ନାସାମ୍ନି ହେବା ପରେ ଯୁକ୍ତିତର୍କ ଓ ଟଣାଓଟରା ହେବାରୁ କୋର୍ଟ ପରିସର କିଛି ସମୟ ରଣକ୍ଷେତ୍ର ପାଲଟିଥିଲ। ଆଇନଜୀବୀଙ୍କ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ
ବାହାନଗା,୨୯ା୮(ଡି.ଏନ.ଏ.)- ବାହାନଗା ବ୍ଲକ ସାହାସପୁର ଗ୍ରାମର ଜଣେ ଯୁବକଙ୍କ ମରଣାନ୍ତକ ଆକ୍ରମଣରେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି। ଏନେଇ ଗୋପାଳପୁର ଫାଣ୍ଡି ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୂର୍ଣ୍ଣଚନ୍ଦ୍ର ନାୟକ। ରବିବାର…
ନାବାଳିକାଙ୍କୁୁ ଅସଦାଚରଣ ମାମଲା: ଦୋଷୀଙ୍କୁ ୩ ବର୍ଷ ଜେଲ୍
ବାଲେଶ୍ୱର ଅଫିସ,୨୯।୮- ବାଲେଶ୍ୱର ଜିଲା ସ୍ବତନ୍ତ୍ର ପୋକ୍ସୋ ଅଦାଲତରେ ସୋମବାର ଏକ ନାବାଳିକା ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ରଞ୍ଜନ କୁମାର ସୂତାର ଏହାର ବିଚାର କରି ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ସହ ୪ହଜାର ଟଙ୍କା ଜରିମାନାରେ ଦଣ୍ଡିତ…
ସୁବର୍ଣ୍ଣରେଖା ବନ୍ୟା ପରେ ଖସୁଛି ଅତଡ଼ା
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟା ପରେ ବିଭିନ୍ନ ସ୍ଥାନରେ ନଦୀକୂଳରେ ଅତଡା ଖସିବାରେ ଲାଗିଛି। ଫଳରେ ତଟକୂଳବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଆଗାମୀ ଦିନରେ ଏସବୁର ସ୍ଥାୟୀ ପ୍ରତିକାର ନ କଲେ ପରିସ୍ଥିତି ଅଧିକ ଜଟିଳ ହେବାର ଆଶଙ୍କା ରହିଛି। ଓଡିଶା…
ନମ୍ବର ପ୍ଲେଟ ଖୋଲି ମୋରମ ଚୋରାଚାଲାଣ
ଜଳେଶ୍ୱର, ୨୯ା୮(ଡି.ଏନ.ଏ.): ଜଳେଶ୍ୱର ବ୍ଲକ ରାଇବଣିଆର ବିଭିନ୍ନ ଜଙ୍ଗଲ ଅଞ୍ଚଳରୁ ପଶ୍ଚିମବଙ୍ଗକୁ ବ୍ୟାପକ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ମୋରମ ଖନନ ଓ ପରିବହନ ପାଇଁ କେତେକ ସରକାରୀ କଟକଣା ଥିଲାବେଳେ କେତେକ ର଼୍ୟାକେଟ ଖୁଲମଖୁଲା ଚାଲାଣ କରୁଥିବା କେତେକ…
ଦିଲ୍ଲୀରୁ ନାଇଜେରୀୟ ଦମ୍ପତି ଗିରଫ
ବାଲେଶ୍ୱର ଅଫିସ,୨୮।୮: ବାଲେଶ୍ୱର ସହରର ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କୁ ହନିଟ୍ରାପରେ ଫସାଇ ୩୦ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ ଏକ ନାଇଜେରୀୟ ଦମ୍ପତିଙ୍କୁ ସାଇବର ଥାନା ପୋଲିସ ଦିଲ୍ଲୀରୁ ଗିରଫ କରିଛି। ପୂର୍ବରୁ ଏହି ଘଟଣାରେ ସାମସନ୍ ଇମିକେ ଏଲିକା ନାମକ…
୧୫୦ ଘର, ୭୫ ଏକର ପରିବା ଚାଷ ନଷ୍ଟ
ଜଳେଶ୍ୱର, ୨୭।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ନଦୀର ଉତ୍ତରପଟେ ହୋଇଥିବା ବେଳେ ଏହି ବ୍ଲକ ଅଧୀନ ଏକମାତ୍ର ଗଡସାହି ବାଲିଆପାଳ ପଞ୍ଚାୟତ ନଦୀର ଦକ୍ଷିଣପଟେ ରହିଛି। ଏହା ବିଚ୍ଛିନ୍ନାଞ୍ଚଳ ଭାବେ ପରିଚିତ। ସୁବର୍ଣ୍ଣରେଖା ନଦୀ ପଞ୍ଚାୟତକୁ ଦୁଇପଟେ ଘେରି…
ସ୍କୁଲରେ ଦୁଇ ଶିକ୍ଷୟିତ୍ରୀ ହାତାହାତି
ଭୋଗରାଇ,୨୭।୮(ଡି.ଏନ.ଏ.): ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଶୃଙ୍ଖଳାଜ୍ଞାନ ଶିଖାଇବା ଦାୟିତ୍ୱ ଶିକ୍ଷୟିତ୍ରୀ ଶିକ୍ଷକଙ୍କର। ହେଲେ ସ୍କୁଲ ପରିସରରେ ଦୁଇ ଶିକ୍ଷୟିତ୍ରୀ ନିଜ ନିଜ ମଧ୍ୟରେ ହାତାହାତି ହେବା ଓ ଜଣଙ୍କ ଆକ୍ରମଣରେ ଆଉ ଜଣଙ୍କ ମୁଣ୍ଡ ଫାଟିବା ଭଳି ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ…
ବନ୍ୟା କମିଲା, ପାଣି ଛାଡ଼ିନି
ଭୋଗରାଇ,୨୬।୮(ଡି.ଏନ.ଏ.): ପୋଗର ଉନ୍ନତି ହେବା ସହିତ ବନ୍ୟା ସ୍ଥିତିରେ ମଧ୍ୟ ସୁଧାର ଆସିଛି। ହେଲେ ଏମିତି ପଞ୍ଚାୟତ ରହିଛି ଯେଉଁଠି ବନ୍ୟାପାଣି ଛାଡ଼ିବାକୁ ଆହୁରି ୧୦ଦିନରୁ ଉର୍ଦ୍ଧ୍ୱ ସମୟ ଲାଗିବ। ସେହିଭଳି ଏକ ପଞ୍ଚାୟତ ହେଉଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ…
ଦୁର୍ଦ୍ଦଶାରେ ପଶ୍ଚିମବାର୍ଡ ପଞ୍ଚାୟତବାସୀ
ଜଳେଶ୍ୱର,୨୬ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ୨୮ ପଞ୍ଚାୟତର ୧୪୯ ଗାଁ ଜଳବନ୍ଦୀ ହୋଇଥିବା ବେଳେ ପଶ୍ଚିମବାର୍ଡ ପଞ୍ଚାୟତ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ହଜାର ହଜାର ହେକ୍ଟର ଜମିର ଚାଷ ଉଜୁଡିଥିବା ବେଳେ ୪୦ ପରିବାରର ବାସଗୃହ କ୍ଷତିଗ୍ରସ୍ତ ହୋଇଛି। ୩ଦିନ…
ଭାସିଗଲା ଅସ୍ଥାୟୀ ପୋଲ
ଲଙ୍ଗଳେଶ୍ୱର, ୨୬ା୮(ଡି.ଏନ.ଏ.): ବନ୍ୟାକୁ ୫ ଦିନ ବିତିଯାଇଥିବା ବେଳେ ଜଳସ୍ତର କମୁଥିବାରୁ ଲୋକମାନେ ଧୀରେ ଧୀରେ ସ୍ବାଭାବିକ ଅବସ୍ଥାକୁ ଫେରୁଛନ୍ତି। ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ତାଳପଦା ଗ୍ରାମକୁ କୋଷ୍ଟକେନାଲ ଉପରେ ନିର୍ମାଣ ହୋଇଥିବା ଅସ୍ଥାୟୀ ପୋଲ ବୁଧବାର…
Archives


