ବାଲେଶ୍ୱର

ହତ୍ୟା ଅଭିଯୋଗ: ମାଟିତଳୁ ଖୋଳାହେଲା ମହିଳାଙ୍କ ମୃତଦେହ

ବାଲେଶ୍ୱର ଅଫିସ,୧୦ା୮: ବାଲେଶ୍ୱର ଜିଲା ସୋର ଥାନା ଗୋପୀନାଥପୁର ପଞ୍ଚାୟତ ବାଘ ଆମ୍ପୁଡ଼ା ଗାଁରେ ୩ ଦିନ ପରେ ମାଟିତଳୁ ବୁଧବାର ଖୋଳା ହୋଇଛି ମହିଳାଙ୍କ ଗଳିତ ମୃତଦେହ। ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ ହୋଇଥିବା ଶାଶୁଘର ଲୋକ କହି ପାଖ…

ଲଗାଣ ବର୍ଷାରେ ଭୁଶୁଡ଼ିଲା କୋଷ୍ଟ କେନାଲ ସେତୁ

ବାଲେଶ୍ୱର ଅଫିସ ୧୦।୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅନ୍ତର୍ଗତ କଳାମାଟିଆ ପାହି ଅଞ୍ଚଳରେ କୋଷ୍ଟ କେନାଲ ଉପରେ ନିର୍ମାଣ ହୋଇଥିବା ସେତୁ ଲଗାଣ ବର୍ଷାରେ ଭଶୁଡି ପଡ଼ିଛି । ଏହି ସେତୁ ନିର୍ମାଣ ପାଇଁ ଦୀର୍ଘ ବର୍ଷ ଦାବି ପରେ…

ଓଲଟିଲା ତିର୍ଥଯାତ୍ରୀ ବସ୍‌: ୭ଗୁରୁତର, ୩୦ରୁ ଉଦ୍ଧର୍‌ବ ଆହାତ

ବାଲେଶର ଅଫିସ,୧୦।୮: ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବାକୁ ଯିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତିର୍ଥଯାତ୍ରୀ ବସ୍‌। ବାଲେଶର ଜିଲାର ସୋର ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଏଭଳି ଘଟଣା ଘଟିଛି। ଏଥିରେ ୩୦ରୁ ଉଦ୍ଧର୍‌ବ ଆହାତ ହୋଇଛନ୍ତି।…

‘ସୈନିକଙ୍କ ପାଇଁ ରାଖୀଟିଏ’

ବାଲେଶ୍ୱର ଅଫିସ,୧୦।୮: ବାଲେଶ୍ୱର ଜିଲାର ବିଭିନ୍ନ ମହାବିଦ୍ୟାଳୟର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରଷଦ (ଏବିଭିପି) ୟୁନିଟର ସଭାପତିଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ସୀମାରେ ଦେଶକୁ ସୁରକ୍ଷା ଦେଉଥିବା ସୈନିକଙ୍କ ପାଇଁ ‘ସୈନିକଙ୍କ ପାଇଁ ରାଖୀଟିଏ’ କାର୍ଯକ୍ରମ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏକାଠି ହୋଇଥିବା…

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌ କରି ଖସି ପଳାଉଥିଲେ, ଧରି ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୮ା୮: ବାଲେଶ୍ୱର ଜିଲା ସୋର ଅନନ୍ତପୁର ରାସ୍ତା ପାଖ ଛକ ନିକଟରେ ବିଳମ୍ବିତ ରାତିରେ ଦୁଇଟି ବାଇକ୍‌ରେ ୩ ଜଣ ଯୁବକ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ…

ଅବ୍ୟବସ୍ଥାରେ କୃଷି ଜିଲା କାର୍ଯ୍ୟାଳୟ

ସିମୁଳିଆ, ୮।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଖଇରା ନିର୍ବାଚନମଣ୍ଡଳୀର ‘କୃଷି ଜିଲା କାର୍ଯ୍ୟାଳୟ’ କିରାଣି ଓ ପିଅନଙ୍କ ପରି ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ହେଉଛି। ଲୋକପ୍ରତିନିଧି ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆନ୍ତରିକତାର ଅଭାବ ଯୋଗୁ ବ୍ଲକର କୃଷି ବିଭାଗ…

ସରକାରୀ ଜମିରୁ କାଟିଥିଲେ ଗଛ, ଶୀଘ୍ର ହେବ ନିଲାମ

ଖଇରା,୫ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଖଇରା ରାଜସ୍ବ କ୍ଷେତ୍ର ଅଧୀନ ଆଳଦା ଗ୍ରାମର ସରକାରୀ ଜମିରେ ଥିବା ବଡ କୈମ ଓ ତାଳ ଗଛକୁ ଉକ୍ତ ଗ୍ରାମର ଲକ୍ଷ୍ମୀଧର ସାହୁ କାଟିଥିବା ନେଇ ଖଇରା ତହସିଲଦାରଙ୍କ ନକଟରେ ଅଭିଯୋଗ ହୋଇଥିଲା।…

ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ,୫ା୮: ବାଲେଶ୍ୱର ଜିଲା ଫକୀରମୋହନ ମେଡିକାଲ କଲେଜ ଓ ହସ୍ପିଟାଲରେ ଶିଶୁ ମୃତ୍ୟୁ ନେଇ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ପ୍ରକାଶ, ବାଲିଆପାଳ ଥାନା ଅଧିନସ୍ଥ ବଡ଼ସିମୁଳିଆ ଅଞ୍ଚଳର ଦିଲୀପ କୁମାର୍‌ ବୀର ସ୍ତ୍ରୀ ରବିନା ନାୟକଙ୍କୁ…

ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ବାଲେଶ୍ୱର ଅଫିସ,୫ା୮: ଅଖିଳ ଭାରତୀୟ କଂଗ୍ରେସ କମିଟିର ନିଷ୍ପତ୍ତି ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶାନୁଯାୟୀ ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ସାମ୍ପ୍ରତିକ ସମୟରେ ଦେଖା ଦେଇଥିବା ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ବେଲଗାମ ଦରଦାମ ବୃଦ୍ଧି ଓ…

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ ଶିକ୍ଷକ। ଶୁକ୍ରବାର ଚିକତ୍ସା ହେଉଥିବା ବେଳେ ଆଖି ବୁଜିଛନ୍ତି। ଏଭଳି ଘଟଣା ବାଲେଶ୍ୱର ଜିଲା…

ମୁଖ୍ୟ ରାସ୍ତା ସହ ସଂଯୋଗ ହୋଇପାରୁନି ବିଜୁ ସେତୁ

ନୀଳଗିରି,୫।୮(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପ ଗ୍ରାମରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ସୋନ ନଦୀ ଉପରେ ୧୧କୋଟି ଟଙ୍କା ବ୍ୟୟରେ ନିର୍ମାଣ ସରିଥିବା ବିଜୁ ସେତୁ ୨ ବର୍ଷ ହେବ ମୁଖ୍ୟରାସ୍ତାକୁ ସଂଯୋଗ ହୋଇପାରିନି।…

ବନ୍ଧୁକ, ଭୁଜାଲି ଦେଖାଇ ବ୍ୟାଙ୍କ ମାଲିକଙ୍କଠାରୁ ଲୁଟିନେଲେ ୯ ଲକ୍ଷ ଟଙ୍କା

ଖଇରା,୪ା୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରା ବଜାରରେ ଥିବା ଏକ କିଓସ୍କୋ ବ୍ୟାଙ୍କ ମାଲିକଙ୍କୁ ବନ୍ଧୁକ ଓ ଭୁଜାଲି ଦେଖାଇ ୭ଜଣ ଯୁବକ ୯ଲକ୍ଷ ଟଙ୍କା ଲୁଟି ନେଇଥିବାର ଅଭିଯୋଗ ପାଇଛି ା ସିସି ଟିଭି ଫୁଟେଜରୁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?