ବାଲେଶ୍ୱର

ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସମୟରେ…

୬୦ ଲକ୍ଷ ଖର୍ଚ୍ଚ ପରେ ବି ସୁଧୁରିଲାନି ଅବସ୍ଥା

ଖଇରା,୨୨ା୫(ଡି.ଏନ.ଏ.):  ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ପ୍ରଥମ ୫-ଟି ରୂପାନ୍ତରଣ ସ୍କୁଲ ଭାବେ ଖଇରା ହାଇସ୍କୁଲ ଅନ୍ତର୍ଭୁକ୍ତ ହେବା ସହ ଏହା ଅଞ୍ଚଳ ପାଇଁ ଗର୍ବ ବୋଲି କୁହାଯାଉଛି। ହେଲେ ବାହାରକୁ ସ୍ମାର୍ଟ ଦେଖାଯାଉଥିବା ଏହି ସ୍କୁଲର ଭିତରକୁ ଚାହିଁଲେ…

ଯୁବକଙ୍କୁ କଚାଡି ମାରିଲା ଦନ୍ତା

ନୀଳଗିର,୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନିଳଗିରି ବ୍ଳକ ତିନିକୋଶିଆ ସଂରକ୍ଷିତ ଜଙ୍ଗଲ ରାସ୍ତା ମଝିରେ ଏକ ଦନ୍ତାହାତୀ ଜଣେ ଯୁବକଙ୍କୁ କଚାଡି ମାରି ଦେଇଛି। ସେ ହେଲେ ନୀଳଗିରି ବ୍ଲକ ନରଣପୁର ପଞ୍ଚାୟତ ବାରାଗଡିଆ ଗ୍ରାମର ନନ୍ଦ ସିଂଙ୍କ ପୁଅ ଶ୍ୟାମସୁନ୍ଦର ସିଂ(୨୫)।…

ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫ ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ପାଇଁ ଏହି ଧାନ…

ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି ଦୃଢ଼ କର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଲୁଟେରାମାନେ ଅବାଧରେ ବାଲି ଚାଲାଣ…

୧୫ଦିନ ସମୟ ଦେଲା ପ୍ରଶାସନ

ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ ନ କରି ଫେରିଛି। ଉଚ୍ଛେଦ ସମୟରେ ପ୍ରବଳ ବିରୋଧ ଯୋଗୁ ପ୍ରଶାସନ ଜବରଦଖଲକାରୀଙ୍କୁ…

‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’

ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍‌ ପ୍ରବୀର କୁମାର ଗିରିଙ୍କ ପୌରୋହିତ୍ୟରେ କୃଷି, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍‌ ସମସ୍ୟା ସମ୍ପର୍କିତ ଆଲୋଚନା ସଭାଗୃହକୁ…

କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…

ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ, ୨୦।୫: ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ଚଳିତବର୍ଷ ପାଇଁ ଏହି…

ନାତୁଣୀ ନାତିଙ୍କ ପାଇଁ ମୂଲ ଲାଗୁଛନ୍ତି ଶାନ୍ତିଲତା

ସିମୁଳିଆ, ୧୯।୫(ଡି.ଏନ.ଏ.): ସରକାରୀ ଯୋଜନାଠାରୁ ଦୂରରେ ରହୁଛନ୍ତି ପ୍ରକୃତ ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଣ୍ଡରାଇ ପଞ୍ଚାୟତ ୧୩ନଂ. ୱାର୍ଡ଼ ଅଣ୍ଡରାଇ ଜେନାସାହିରେ। ସ୍ବାମୀ, ବୋହୂ ଓ ପୁଅଙ୍କ ମୃତ୍ୟୁ ହେବା ପରେ ୬୨ ବର୍ଷୀୟା…

ବେଗୁନିଆ ପଥରଖାଦାନରେ ଚଢ଼ାଉ

ନୀଳଗିରି, ୧୯।୫(ସ୍ବ.ପ୍ର.): ନୀଳଗିରି ତହସିଲ ଅଧୀନ ବେଗୁନିଆ ପଥରଖାଦାନ ସରକାରୀ ସ୍ତରରେ ବନ୍ଦ ରହିଥିବା ବେଳେ ପଥର ମାଫିଆମାନେ ଚୋରାରେ ବ୍ଲାଷ୍ଟିଂ କରି ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ଲୁଟ୍‌ କରି ଚାଲିଥିଲେ। ପ୍ରତିଦିନ ଟ୍ରିପ ଟ୍ରିପ ମେଟାଲ ଓ ପଥର…

ବେଦିରେ କନ୍ୟା ଅମଙ୍ଗ, ବର ଅଚେତ

ବାଲିଆପାଳ, ୧୯ା୫(ସ୍ବ.ପ୍ର.): ବେଦି ସଜା ହୋଇଥିଲା। ବନ୍ଧୁବାନ୍ଧବ, ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ବୈଦିକ ରୀତିନୀତିରେ ଚାଲିଥିଲା ବିବାହ କାର୍ଯ୍ୟ। ବର କନ୍ୟାଙ୍କ ହାତଗଣ୍ଠି ବି ପଡିସାରିଥିଲା। ହେଲେ କନ୍ୟାଙ୍କୁ ବର ସିନ୍ଦୂର ପିନ୍ଧାଇବା ବେଳେ ସବୁ କିଛି ଓଲଟପାଲଟ ହୋଇଗଲା। ହଠାତ୍‌ କନ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri