ବାଲେଶ୍ୱର

ସାଇକେଲ ନେଇ ସ୍କୁଲ ଯିବେ ନୀଳାଦ୍ରି

ବାଲେଶ୍ୱର ଅଫିସ, ୧୦।୭: ଝିଅକୁ ପାଠ ପଢ଼ାଇ ବଡ଼ମଣିଷ କରିବାକୁ ଆଶା ବାନ୍ଧିଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର ଗଜେନ୍ଦ୍ର ପ୍ରଧାନ। ଝିଅ ନୀଳାଦ୍ରି ମଧ୍ୟ ବାପାଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ପଣ କରିନେଇଛନ୍ତି। ବିଦ୍ୟାଳୟକୁ ଯିବାଆସିବା ଲାଗି…

ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର ଅଫିସ, ୯।୭ ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବାଲେଶ୍ୱର ସଦର ଥାନା କୁରୁଡ଼ାସ୍ଥିତ ଜ୍ୟୋତି ହସ୍ପିଟାଲର ଜଣେ ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ…

ଯୁବକଙ୍କୁ ପିଟିପିଟି ହତ୍ୟା, ସରପଞ୍ଚଙ୍କ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟେକ୍ତ ଲୋକେ

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧିନସ୍ଥ ଶ୍ରୀଜଙ୍ଗ ଗାଁରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ପିଟିପିଟି ହତ୍ୟା କରିଥିବାର ଜଣାପଡ଼ିଛି। କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ପିଟିଥିଲେ କିଛି ଲୋକ। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ୱର ମେଡିକାଲରେ…

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି ଏବଂ ବିଦେଶୀ ଏଜେଣ୍ଟଙ୍କ ସହ ଲିଙ୍କ ସମ୍ପର୍କିତ ଲାଗିଥିବା ଅଭିଯୋଗକୁ ପ୍ରମାଣ କରିବାରେ କ୍ରାଇମ୍‌…

ସୋର-ଗୋପୀନାଥପୁର ରାସ୍ତା ମରଣଯନ୍ତା

ସୋର, ୭ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର- ବାଗୁଡି ରାସ୍ତା ମରଣଯନ୍ତା ପାଲଟିଛି। ସୋର ତହସିଲ ଅଧୀନ ବାଗୁଡି ଖଞ୍ଜାମାହାଲ ପଥର ଖାଦାନର ପଥର ଓ ପାହାଡ ମାଟିରେ ଉପକୂଳ ଓଡିଶାର ରାସ୍ତା ନିର୍ମାଣ କୋଟି ଟଙ୍କାର ରାଜସ୍ବ ଆଦାୟ ହେଉଥିବା ବେଳେ…

ଅଭିନେତା ଦୈତାରୀ ପଣ୍ଡା ନିଖୋଜ

ବାଲେଶ୍ୱର ଅଫିସ, ୭ା୭: ଓଡ଼ିଶା ଯାତ୍ରା ଜଗତର ଜଣାଶୁଣା ଅଭିନେତା ଦୈତାରୀ ପଣ୍ଡା ନିଖୋଜ ଥିବା ନେଇ ବାଲେଶ୍ୱର ଜିଲା ଔପଦା ଥାନାରେ ଅଭିଯୋଗ ହୋଇଛି। ପାର୍ବତୀ ଗଣନାଟ୍ୟର ପରିଚାଳନା ଅଧିକାରୀ ହର ବାରିକ ବୁଧବାର ଅନଲାଇନ ଯୋଗେ ଏହି ଅଭିଯୋଗ…

ସଚେତନତାଧର୍ମୀ ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ

ବାଲେଶ୍ୱର ଅଫିସ, ୭ା୭: ବାଲେଶ୍ୱର ଜିଲାର କେତେକ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ ସଚେତନତାଧର୍ମୀ କ୍ଷୁଦ୍ର ଫିଲ୍ମ ‘ରାକ୍ଷୀ’ ଜାତୀୟସ୍ତରରେ ପୁରସ୍କୃତ ହୋଇଛି। ପୁରସ୍କାର ସ୍ବରୂପ ଉକ୍ତ ଟିମ୍‌କୁ ଟ୍ରଫି ସହ ୧ଲକ୍ଷ ଟଙ୍କା ମିଳିଛି। ଏହି ପୁରସ୍କାର ଗ୍ରହଣ କରି ଓଡ଼ିଶା…

ବାଲେଶ୍ୱର ଜିଲା: ଏ-୧ ଗ୍ରେଡ୍‌ରେ ପାସ୍‌ କଲେ ୧୫୦୩ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୬।୭: ଚଳିତବର୍ଷ ବାଲେଶ୍ୱର ଜିଲାରେ ୩୨,୭୧୧ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ ଏ-୧ ଗ୍ରେଡରେ ୧୫୦୩ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଏ-୨ ଗ୍ରେଡରେ ୭୨୦୧, ବି-୧ ଗ୍ରେଡରେ ୮୩୮୭, ବି-୨ ଗ୍ରେଡରେ ୬୩୮୨, ସି…

ଯୋଗ ଦେଲେ ନୂତନ ଡିଏଫ୍‌ଓ

ବାଲେଶ୍ୱର ଅଫିସ, ୪।୭: ବାଲେଶ୍ୱର ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଭାବେ ଭାରତୀୟ ବନସେବା ଅଧିକାରୀ ଆୟୁଷ ଜୈନ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ପୂର୍ବରୁ ଥିବା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବନବିଭାଗର ମୁଖ୍ୟ କାର୍ଯ୍ୟାଳୟ ଭୁବନେଶ୍ୱରକୁ ବଦଳି କରାଯାଇଛି।…

ଭଙ୍ଗା ଘରେ ଚାଲିଛି ପାଠପଢ଼ା

ବାହାନଗା,୪ା୭(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ପଞ୍ଚାୟତରେ ଥିବା ନେତାଜୀ ହାଇସ୍କୁଲର ଛାତ୍ରୀଛାତ୍ର ବିପଦସଙ୍କୁଳ ଭଙ୍ଗାଘରେ ଓ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ୧୯୯୪ରେ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ଦ୍ବାରା ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଏବେ ନାନା ଅବ୍ୟବସ୍ଥା ଦେଖାଦେଇଛି। ଏହି…

ଅନ୍ଧାରରେ ୩୦୦ ଛାତ୍ରୀଙ୍କ ଭାଗ୍ୟ

ବାଲିଆପାଳ,୪ା୭(ସ୍ବ.ପ୍ର): ସରକାର ମହିଳା ସଶକ୍ତିକରଣ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଥିବା ବେଳେ ଏବେବି ବାଳିକା ଉଚ୍ଚ ବିଦ୍ୟାଳୟଗୁଡ଼ିକ ଅବହେଳିତ ଅବସ୍ଥାରେ ରହିଛି। ପ୍ରତି ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲିବା ସହିତ ଶିକ୍ଷାକୁ ରାଜ୍ୟ ସରକାର ୫-ଟି ଯୋଜନାରେ ଅନ୍ତର୍ଭୁକ୍ତ କରି…

ଗାଁ ଛାଡ଼ିଯାଉନି ଦନ୍ତା

ରୂପସା, ୩।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା ଅଞ୍ଚଳରେ ପୁଣି ଏକ ଦନ୍ତା ତାଣ୍ଡବ ରଚିଛି। ଶୁକ୍ରବାର ଏହି ହାତୀ ଲଛମନଖୁଣ୍ଟା, ଜାରାସାହି କଲୋନୀସାହି ଆଦି ଗାଁକୁ ଯାଇ ବହୁ ଘରଦ୍ୱାର ଭାଙ୍ଗିବା ସହ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?