ବାଲେଶ୍ୱର

ଖତ ଖାଉଛି ୨୦୦ କୁଇଣ୍ଟାଲ ଫାଇଲିନ ଚାଉଳ

ବାହାନଗା, ୨୬।୬(ଡି.ଏନ.ଏ.) ଫାଇଲିନ ବାତ୍ୟାକୁ ପୂରିଲାଣି ୮ବର୍ଷ ୬ମାସ। ହେଲେ ଫାଇଲିନରେ କ୍ଷତିଗ୍ରସ୍ତ ପରିବାର ଲାଗି ରିଲିଫ୍‌ ବାବଦକୁ ଆସିଥିବା ୨ଶହରୁ ଊର୍ଦ୍ଧ୍ୱ କୁଇଣ୍ଟାଲ ଚାଉଳ ଏବେ ବି ପଞ୍ଚାୟତ ଗୋଦାମରେ ପଡିରହିଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ବାହାନଗା…

ପିଲାଙ୍କୁ ଆସୁନି ୩ କ ପଣିକିଆ: ପ୍ରଧାନଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କଲେ ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୬: ସରକାରୀ ବିଦ୍ୟାଳୟରେ ପିଲାମାନଙ୍କ ପାଇଁ ଉତ୍ତମ ଶୈକ୍ଷିକ ବାତାବରଣ ଏବଂ ଶିକ୍ଷା ପ୍ରଦାନ ପାଇଁ ସ୍କୁଲକୁ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି। ହେଲେ କେତେକ ସ୍ଥାନରେ ଉତ୍ତମ ବ୍ୟବସ୍ଥା ଉପଲବ୍ଧ ଥାଇ ସୁଦ୍ଧା ପିଲାମାନଙ୍କ ଶିକ୍ଷାରେ…

ଭିଏଲ୍‌-ଏସ୍‌ଆର୍‌ ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୫ା୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର)ରୁ ଶୁକ୍ରବାର ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ଭିଏଲ-ଏସ୍‌ଆରଏସ୍‌ଏଏମ୍‌’ର ଉତ୍‌କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନାର ମିଳିତ ଉଦ୍ୟମରେ ଏହି କ୍ଷେପଣାସ୍ତ୍ରର…

ଛାତ୍ରକୁ ମାଡ଼ ଘଟଣା: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ଖଇରା, ୨୪ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଧୋବାଗଡିଆ ସରକାରୀ ପ୍ରାଥମିକ ବିଦ୍ୟାଳୟର ୫ମ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଖଇରା ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ପ୍ରସାଦ ପାଢୀ ସଂପୃକ୍ତ ପ୍ରଧାନଶିକ୍ଷୟତ୍ରୀ ମାଳତୀ ମହାପାତ୍ରଙ୍କୁ ଗୁରୁବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି।…

ଗାଁରେ ପଶିଲା ଦନ୍ତା, ଲୋକେ ଭୟଭୀତ

ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱର ଜିଲାର ନୀଳଗିରି ବ୍ଲକ ଅଯୋଧ୍ୟା ଗାଁରେ ବୁଲୁଛି ଝାଡ଼ଖଣ୍ଡୀ ଦନ୍ତା। ଗୁରୁବାର ମଧ୍ୟରାତିରୁ ଆସିଥିବା ଦନ୍ତାଟି ଗୋଟିଏ ଘର ଭାଙ୍ଗିବା ସହ ଆତଙ୍କ ସୃଷ୍ଟି କରିଛି। ଅଯୋଧ୍ୟା ବଜାରର ମୁଖ୍ୟ ରାସ୍ତାରେ ଯିବା ଆସିବା କରିବା ସହ…

ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଜଳେଶ୍ୱର,୨୪ା୬(ଡି.ଏନ୍‌.ଏ.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯୋଗାଣ ବିଭାଗର ଆଣ୍ଟି ସ୍ମଗଲିଂ ଗାର୍ଡଙ୍କ ଘରେ ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଜଳେଶ୍ବରସ୍ଥିତ ଜିଲା ଯୋଗାଣ ବିଭାଗର ଗୋଦାମ ଘରେ ଆଣ୍ଟି ସ୍ମଗଲିଂ ଗାର୍ଡ ଭାବେ କାର୍ଯ୍ୟ କରୁଥିବା ଜନାର୍ଦ୍ଦନ…

୩ ଗୋରୁ ବୋଝେଇ ଟ୍ରକ ଜବତ, ୬ ଅଟକ

ରୂପସା/ଜଳେଶ୍ୱର, ୨୩ା୬(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥ ଗୋ-ଚାଲାଣକାରୀଙ୍କ ପାଇଁ ଭୂସ୍ବର୍ଗ ପାଲଟିଛି। ନିୟମିତ ଗୋଚାଲାଣ ହେବା ଆଉ ବିଭିନ୍ନ ସମୟରେ ପୋଲିସ ପକ୍ଷରୁ ଚଢାଉ ହେଉଥିଲେ ହେଁ ଗୋରୁ ମାଫିଆମାନେ ଗୋଚାଲାଣ ବ୍ୟବସାୟରୁ ଓହରୁ ନ ଥିବା ଦେଖିବାକୁ ମିଳିଛି।…

କୁଖ୍ୟାତ ଅପରାଧୀ ପାପା ପଣ୍ଡା ଗିରଫ

ବାଲେଶ୍ୱର ଅଫିସ, ୨୩ା୬-ରାଜ୍ୟରେ ବିଭିନ୍ନ ଆପରାଧିକ ମାମଲାରେ ଜଡ଼ିତ କୁଖ୍ୟାତ ଅପରାଧୀ ଚିନ୍ମୟ ପଣ୍ଡା ଓରଫ୍‌ ପାପାଙ୍କୁ ବୁଧବାର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଗିରଫ କରିଛି। ଧମକଚମକ ଦେଇ ଦାଦାବଟି ମାଗିବା ଓ ଫୋନ୍‌ରେ ହତ୍ୟା ଧମକ ଦେବା ଅଭିଯୋଗରେ…

ପାଣି ପାଇଁ ଗରା, ବାଲ୍‌ଟି ଧରି ବିକ୍ଷୋଭ

ଖଇରା,୨୨।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ବାଉଁଶଗଡ଼ିଆ ପଞ୍ଚାୟତ ୩ନଂ ଓ୍ବାର୍ଡ କୋହ୍ଲସାହିରେ ପାନୀୟ ଜଳ ଯୋଗାଣର ସ୍ଥାୟୀ ବ୍ୟବସ୍ଥା ନ ହେବା ପ୍ରତିବାଦରେ ବିକ୍ଷୋଭ ହୋଇଛି। ୪୦ ପରିବାର ବୁଧବାର ଖଇରା ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।…

ଡାଏଲିସିସ୍‌ ୟୁନିଟ୍‌ ଅଚଳାବସ୍ଥା ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୨୨।୬ – ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଡାଏଲିସିସ୍‌ ୟୁନିଟ୍‌ରେ ଅଚଳାବସ୍ଥା ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ୟୁନିଟ୍‌ରେ ପାଣି ସମସ୍ୟା ଥିବାରୁ ମଙ୍ଗଳବାର ରୋଗୀମାନଙ୍କର ଡାଏଲିସିସ ହୋଇ ପାରି ନ ଥିଲା। ଏନେଇ…

ନାକାପଏଣ୍ଟରୁ ଧରାପଡିଲେ ପଶ୍ଚିମବଙ୍ଗର ଡକାୟତି ଗ୍ୟାଙ୍ଗ

ଜଳେଶ୍ୱର, ,୨୧।୬ (ଡି.ଏନ୍‌.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ସେତୁର ନାକା ପଏଣ୍ଟଠାରେ ପୋଲିସ ଯାଞ୍ଚ କରୁଥିବା ବେଳେ ଏକ ବଡ ଧରଣର ପଶ୍ଚିମବଙ୍ଗର ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ୨ଟି କାର୍‌ରେ ଥିବା ୧୦ଜଣଙ୍କୁ ଗିରଫ କରାଯାଇଛି।…

ବାଲେଶ୍ୱରରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଯୋଗ କଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୨୧।୬: ଉତ୍ତର ଓଡ଼ିଶାର ବାଲେଶ୍ୱରରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ସକାଳ ୬ଟାରୁ ଜିଲାର ବିଭିନ୍ନ ଅଞ୍ଚଳରୁ ଲୋକେ ଆସି ବାଲେଶ୍ୱର ଆଇଟିଆଇ ପଡ଼ିଆରେ ପହଞ୍ଚି ଯୋଗ କରିଥିଲେ। ଏଥିରେ ବାଲେଶ୍ୱର ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?