ଅଧିକାରୀଙ୍କ ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ ପର୍ଯ୍ୟଟନ ମନ୍ତ୍ରୀ
ଖଇରା, ୧୦।୪(ଡି.ଏନ.ଏ.) – ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀଙ୍କ ସହ ବାଲେଶ୍ବର ଜିଲା ଖଇରା ବ୍ଲକରେ ଥିବା ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ନିର୍ମାଣାଧିନ ରାସ୍ତା ଓ ବିଜୁ ସେତୁ…
ମୁଁ ବି ହେବି ରିପୋର୍ଟର’
ବାଲେଶ୍ୱର ଅଫିସ,୧୦।୪: ମୁଁ ବି ହେବି ରିପୋର୍ଟର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ପାନ୍ଥନିବାସଠାରେ ‘ଧରିତ୍ରୀ’, ‘ୟୁନିସେଫ୍’ ଓ ‘ପିପୁଲ କଲ୍ଚୁରାଲ ସେଣ୍ଟର’ (ପିକକ୍)ର ମିଳିତ ଆନୁକୂଲ୍ୟରେ ଚାଇଲ୍ଡ ରିପୋର୍ଟର (ଶିଶୁ ସାମ୍ବାଦିକ) ସମ୍ପର୍କିତ କର୍ମଶାଳାରେ ଭାଗ ନେଇଥିବା ଛାତ୍ରୀଛାତ୍ରମାନେ…
ନିଯୁକ୍ତିର ୩ ଦିନ ପରେ ଶିକ୍ଷକ ବଦଳି
ଖଇରା, ୯।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ଅଧୀନ କଳମଚୁଆ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଜଣେ ଶିକ୍ଷକଙ୍କୁ ନିଯୁକ୍ତି ମିଳିବାର ୩ଦିନ ଭିତରେ ପୁଣି ତାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ସକାଳେ ଛାତ୍ରୀଛାତ୍ର, ଅଭିଭାବକମାନେ…
ନୀଳଗିରି ଆଇଆଇସି, ଆଇଓଙ୍କ ବଦଳି
ସଜନାଗଡ଼,୯।୪(ଡି.ଏନ.ଏ.): ସାମାନ୍ୟ ଘଟଣାକୁ କେନ୍ଦ୍ର କରି ନୀଳଗିରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ଜଣେ ଖବରଦାତାଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ ଭଳି ବେଡ଼ି ପକାଇବା ଘଟଣାରେ ଲୋକଦେଖାଣିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଥିବା କନଷ୍ଟେବଳଙ୍କୁ ନିଲମ୍ବନ କରାଯିବା ସହ…
‘ଏସ୍ଏଫ୍ଡିଆର୍’ ବୁଷ୍ଟର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ, ୯।୪: ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ(ଡିଆରଡିଓ) ପକ୍ଷରୁ ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡ୍ରୁ ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ସଲିଡ୍ ଫୁଏଲ ଡକ୍ଟେଡ୍ ରାମଜେଟ୍ (ଏସ୍ଏଫ୍ଡ଼ିଆର୍) ବୁଷ୍ଟର କ୍ଷେପଣାସ୍ତ୍ରର ପରୀକ୍ଷା କରାଯାଇଥିଲା। ପରୀକ୍ଷଣ…
ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି
ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି। ତଦନ୍ତ ସରିବା ପର୍ଯ୍ୟନ୍ତ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ମା’ ମୃତ, ଝିଅ-ଜ୍ୱାଇଁ ଗୁରୁତର
ବାଲେଶ୍ୱର ଅଫିସ,୮ା୪: ବାଲେଶ୍ୱର ସଦର ଥାନା ଅଧୀନସ୍ଥ ନହରପାଟଣା-ଫୁଲାଡ଼ି ଜାତୀୟ ରାଜପଥରେ ଶୁକ୍ରବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ , ୪୦୭ ଏବଂ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା। ଫଳରେ ବାଇକ୍ରେ ବସିଥିବା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା…
ପୋଲିସର ଆକ୍ରୋଶ: ଖବରଦାତାଙ୍କ ଗୋଡ଼ରେ ବେଡ଼ି
ବାଲେଶ୍ୱର ଅଫିସ/ସଜନାଗଡ଼, ୮ା୪(ଡି.ଏନ.ଏ.): ପୋଲିସ ବର୍ବରତାର ଏକ ଉଦାହରଣ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ। ସାମାନ୍ୟ ଘଟଣାକୁ କେନ୍ଦ୍ର କରି ପୋଲିସ ଆକ୍ରୋଶମୂଳକ ଭାବେ ମେଡିକାଲରେ ଚିକିତ୍ସାଧୀନ ସମ୍ବାଦ ଖବରଦାତା ଲୋକନାଥ ଦଳେଇଙ୍କ ଗୋଡ଼ରେ ଦାଗୀ ଅପରାଧୀଙ୍କ…
ଜେଲ ଗଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ
ସଜନାଗଡ଼,୭ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଲେଜର ଜନୈକା ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ପ୍ରଦର୍ଶନ ଅଭିଯୋଗରେ କଲେଜର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଜେଲ୍ ଯିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଗତ ୫ତାରିଖ ସକାଳ ସାଢ଼େ ୮ଟା ସମୟରେ ଛାତ୍ରୀ ଜଣକ କଲେଜ କମନ…
ଟଙ୍କା ନ ଦେଲେ ମିଳୁନି ରନ୍ଧନ ଗ୍ୟାସ
ବାଲେଶ୍ୱର ଅଫିସ,୭ା୪: ବାଲେଶ୍ୱର ଜିଲାରେ ଥିବା ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକୁ ଟଙ୍କା ନ ହେଲେ ସରକାର ପ୍ରଦାନ କରିଥିବା ଏଲ୍ପିଜି ଗ୍ୟାସ ସଂଯୋଗ ମିଳୁ ନ ଥିବା ଅଭିଯୋଗ କରିଛି ନିଖିଳ ଓଡ଼ିଶା ଅଙ୍ଗନୱାଡି କର୍ମୀ ସଂଘର ଜିଲା କମିଟି। ଜିଲାରେ ପ୍ରତ୍ୟେକ ଅଙ୍ଗନୱାଡି…
ବୈଷୟିକ ଛାତ୍ରୀଛାତ୍ର ସଫଳ ଉଦ୍ୟୋଗୀ ହେବା ଉପରେ ଗୁରୁତ୍ୱ
ବାଲେଶ୍ୱର ଅଫିସ, ୬।୪ – ବାଲେଶ୍ୱର କୁରୁଡ଼ାସ୍ଥିତ ବୈଷୟିକ ଶିକ୍ଷାନୁଷ୍ଠାନ ଏକାଡ଼େମୀ ଅଫ ବିଜ୍ନେସ ଆଡ଼ମିନଷ୍ଟ୍ରେଶନ (ଏବିଏ)ର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଫକୀରମୋହନ ସାହିତ୍ୟ ପରିଷଦ ସଭାପତି ଡ. ଲକ୍ଷ୍ମୀକାନ୍ତ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କ ଉନ୍ନତ…
ଚିନ୍ତା ବଢ଼ାଇଛି ନକଲି ସାର, କୀଟନାଶକ
ରବିନାରାୟଣ ପାତ୍ର, ଜଳେଶ୍ୱର, ୬।୪ – ଚଳିତ ରବିଋତୁରେ ବାଲେଶ୍ୱର ଜିଲା ଜଳେଶ୍ୱର କୃଷି ଜିଲାରେ ବ୍ୟାପକ ରବିଧାନ ଚାଷ ହୋଇଥିବା ବେଳେ ନକଲି ସାର ଓ କୀଟନାଶକ ଯୋଗୁ ଚାଷୀମାନେ ହତାଶ ହୋଇପଡ଼ିଛନ୍ତି। ପୂର୍ବବର୍ଷ ତୁଳନାରେ ଚଳିତବର୍ଷ ଅଧିକ ସାର…
Archives


