ବାଲେଶ୍ୱର

ସମ୍ଭାବ୍ୟ ବାତ୍ୟା ପାଇଁ ଚାଷୀ ତରତର

ବାଲିଆପାଳ, ୬ା୫(ସ୍ବ.ପ୍ର.) ସମ୍ଭାବ୍ୟ ବାତ୍ୟା ଲାଗି ଠିକ୍‌ ପୂର୍ବାନୁମାନ ହୋଇ ନ ଥିଲେ ମଧ୍ୟ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକବାସୀ ଭୟଭୀତ ହୋଇପଡିଛନ୍ତି। ଏହି ସମୟରେ ବାରମ୍ବାର ବାତ୍ୟା ତାଣ୍ଡବ ବାଲିଆପାଳ ଅଞ୍ଚଳରେ ଧନଜୀବନ ନଷ୍ଟ କରୁଛି। ବିଶେଷ କରି ଚାଷୀମାନେ…

ସୁବର୍ଣ୍ଣରେଖା ବନ୍ଦର ବିବାଦ: ସର୍ଭେ ଟିମ୍‌ର ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଦକ୍ଷିଣା ବାଲିଆପାଳର ସମୁଦ୍ର ଉପକୂଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ବିବାଦ ଥମିବାର ନାଁ ଧରୁନି। ଗ୍ରାମବାସୀ ସଜାଗ୍ର ପ୍ରହରୀ ପରି ସମୁଦ୍ର ଓ ଉପକୂଳ ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି। ବୁଧବାର ମଧ୍ୟାହ୍ନରେ…

ଔଷଧ ଅଭାବ ନେଇ ଉତ୍ତେଜନା

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଡଗରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ ଲିମିଟେଡ୍‌ ଓ ଲାୟନ୍ସ କ୍ଲବ ବାଲେଶ୍ୱର ପକ୍ଷରୁ ମିଳିତ ଭାବେ ବୁଧବାର ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ସ୍ଥାନୀୟ ଅଞ୍ଚଳରୁ ୩ଶହରୁ…

‘ମହାଦ୍ରୁମରୁ କେବଳ ପତ୍ର ଝଡ଼ିଛି’

ଖଇରା, ୪ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରାଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ରାଧାକାନ୍ତ ପାତ୍ର ଓ ଗଡପୋଖରୀ ପଞ୍ଚାୟତର ଭାଜପା ନେତା ରଞ୍ଜନ ଦଳେଇ କିଛି ଦିନର ନୀରବତା ପରେ ମଙ୍ଗଳବାର…

ସମୁଦ୍ରରେ ଛଡ଼ାଗଲା ୧୨୮ ଅଲିଭରିଡ୍‌ଲେ ଛୁଆ

ଲଙ୍ଗଳେଶ୍ୱର, ୩।୫(ଡି.ଏନ.ଏ.) ବାଲିଆପାଳ ବ୍ଲକ ଚୌମୁଖ ବେଳାଭୂମିକୁ ଗତ କିଛିବର୍ଷ ହେଲା ବିଭିନ୍ନ ପ୍ରଜାତିର ଅଲିଭ ରିଡ଼ଲେ ଅଣ୍ଡାଦାନ ପାଇଁ ଉପଯୁକ୍ତ ସ୍ଥାନ ଭାବେ ବାଛିଛନ୍ତି। ରବିବାର ତୃତୀୟଥର ପାଇଁ ବନବିଭାଗ ପକ୍ଷରୁ ଅସ୍ଥାୟୀ ହେଚେରୀରେ ସଂରକ୍ଷିତ ରଖାଯାଇଥିବା ୧୩୫ ଅଣ୍ଡା…

ଡିଭାଇଡରରେ ପିଟି ହେଲା ବାଇକ୍‌, ଚାଲିଗଲା ଦୁଇ ଜୀବନ

ବାଲେଶ୍ୱର ଅଫିସ,୨ା୫: ବାଲେଶ୍ୱର ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ବାଲିଆ ଅଞ୍ଚଳର ୩ ଯୁବକ ଏକ ବାଇକ୍‌ରେ ରେମୁଣା ଗୋଲେଇ ଯାଉଥିବା ବେଳେ ଭୀମପୁରା ନିକଟରେ ରାସ୍ତାପାର୍ଶ୍ୱ ଡିଭାଇଡରରେ ପିଟି ହୋଇଯାଇଥିଲେ। ଏଥିରେ…

ରାସ୍ତାରେ ଟ୍ରେଞ୍ଚ ଖୋଳିଲା ପ୍ରଶାସନ

ଖଇରା, ୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୁଆ ପାହାଡରେ ଖଣି ଲୁଟେରାଙ୍କୁ ଲଗାମ୍‌ ଦେବାକୁ ପ୍ରଶାସନ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିଛି। ରାତିଅଧିଆ ଚୋରାଚାଲଣ ଓ ବ୍ଲାଷ୍ଟିଂ ରୋକିବାକୁ ରାଜସ୍ବ ବିଭାଗ ତରଫରୁ ପାହାଡ ସଂଲଗ୍ନ ରାସ୍ତାରେ…

ଗୋଡ଼ରେ ଆଙ୍କୁଛନ୍ତି ଅନନ୍ୟ କଳାକୃତି

ରୂପସା, ୧।୫ କଥାରେ ଅଛି କାନ ଥିଲେ ସୁନା ନାହିଁ, ସୁନା ଥିଲେ କାନ ନାହିଁ। ଦୁଇଟି ହାତ ଅଛି ହେଲେ ଚଳୁନି। ଦୁଇଟି ଗୋଡ଼ ଅଛି ହେଲେ ସେଥିରୁ ଗୋଟିଏ ଅକାମୀ। ତଥାପି ଈଶ୍ୱରଙ୍କ ଉପରେ ଟିକେ ହେଲେ ବି…

ପୋଖରୀ ଖୋଳା ଆଳରେ ରାଜସ୍ବ ଲୁଟ୍‌

ଖଇରା,୨୮।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନରେ ଗତ କିଛି ମାସ ଧରି ନୂଆ ଢଙ୍ଗରେ ରାଜସ୍ବ ଲୁଟ ଚାଲିିଛି। କିଛି ଖଣି ବ୍ୟବହାରକାରୀ ଗ୍ରାମବାସୀଙ୍କୁ ହାତବାରିସି କରି ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୋଖରୀ ଖୋଳିବାକୁ ପ୍ରଶାସନ ନିକଟରୁ ଅନୁମତି…

ବିଦ୍ୟୁତ୍‌ ବିଲ୍‌ ଆଦାୟ ବାହାନାରେ ଲୁଟ୍‌

ଖୁଣ୍ଟା/କୁଆମରା, ୨୮।୪(ଡି.ଏନ.ଏ.): ବିଦ୍ୟୁତ୍‌ ବିଭାଗର କର୍ମଚାରୀ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ସୁନାଚେନ୍‌ ଲୁଟ୍‌ କରିଛନ୍ତି। ବୁଧବାର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ପୁରୁଣା ବାରିପଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସୂଚନା ଅନୁଯାୟୀ, ପୁରୁଣା…

ଝାଟିଆ ବିଦ୍ୟୁତ୍‌ ଷ୍ଟ୍ରକଚର ଅଧୀନରେ ଉପଭୋକ୍ତା ହନ୍ତସନ୍ତ: ସମସ୍ୟା ସମାଧାନ ନ ହେଲେ ଅନଶନ

ଖଇରା,୨୮।୪(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ବିଦ୍ୟୁତ୍‌ ଉପଖଣ୍ଡ ଝାଟିଆ ଷ୍ଟ୍ରକଚର ଅଧୀନ ୩ପଞ୍ଚାୟତର ଉପଭୋକ୍ତା କ୍ରମାଗତ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଅଧିକାରୀମାନଙ୍କୁ ଜଣାଇଲେ ମଧ୍ୟ କିଛି ଫଳ ମିଳୁନି। ଆଗକୁ ମାଟ୍ରିକ ପରୀକ୍ଷା ଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠିକ୍‌…

ଗ୍ରାମବାସୀ, ସରପଞ୍ଚ କଲେ ରାଜ୍ୟ ରାଜପଥ ମରାମତି

ସଜନାଗଡ଼, ୨୭ା୪(ଡି.ଏନ.ଏ.) – ବାଲେଶ୍ୱର ଜିଲାରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ନୀଳଗିରିରୁ ଝରଣଘାଟି ପର୍ଯ୍ୟନ୍ତ ରାସ୍ତାର କିଛି କିଛି ସ୍ଥାନରେ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri