ବାଲେଶ୍ୱର

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ ଜିଲାର ସାମଗ୍ରିକ ବିକାଶ ପାଇଁ ବରିଷ୍ଠ ନାଗରିକଙ୍କ ଅଭିଜ୍ଞତା, ଅନୁଭୂତି ଓ ଉପଦେଶ ଗ୍ରହଣ…

ଯୋଜନା ବିଷୟରେ ପ୍ରାଣୀପାଳକ ଅଜ୍ଞ

ଖଇରା, ୧୧।୬ ବେକାରୀମାନଙ୍କୁ ଉଭୟ ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ସ୍ବାବଲମ୍ବୀ କରିବାକୁ ସରକାର ବହୁ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ପ୍ରଚାର, ପ୍ରସାର ଅଭାବରୁ ଆବେଦନ ଓ ଯୋଜନା କାର୍ଯ୍ୟକାରୀ ପାଇଁ ରହିଥିବା କଟକଣା ପାଇଁ ଯୋଜନାର ସଫଳ ରୂପାୟନ…

ନବଜାତ ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା

ବାଲେଶ୍ୱର ଅଫିସ, ୧୧।୬ ନବଜାତ ଶିଶୁର ମୃତ୍ୟୁକୁ ନେଇ ଶୁକ୍ରବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନା ଅଧିକାରୀ ଓ ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ପରେ ଉତ୍ତେଜନା ଥମିଥିଲା। ଚିକିତ୍ସାରେ ଅବହେଳା ଓ ଡାକ୍ତରଙ୍କ ଅନୁପସ୍ଥିତିରେ…

ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

ଖଇରା, ୯ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ରଫାୟାତପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀକକ୍ଷ ଅଭାବ ଯୋଗୁ ୨ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବାରଣ୍ଡାରେ ବସି ପଢିବାକୁ ପଢୁଛି। ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବିକଳ୍ପ ବ୍ୟବସ୍ଥା…

ଜମି କାରବାରକୁ ନେଇ ହତ୍ୟା

ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକଠାରେ ଗତ ୩ତାରିଖ ରାତିରେ ସତ୍ୟବ୍ରତ ଦାସ (୪୨)ଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛନ୍ତି ପୂର୍ବାଞ୍ଚଳ ଆଇଜି ହିଂମାଶୁ କୁମାର ଲାଲ୍‌। ଜମି କାରବାର ନେଇ ଟଙ୍କା ହଡ଼ପ ଓ…

କୁରୁଣ୍ଟା ସେବା ସମବାୟ ସମିତି: ୧୫ ସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ଖଇରା, ୯ା୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା ସେବା ସମବାୟ ସମିତିରେ ସମସ୍ତ ୧୫ଟି ଜୋନର ସଭ୍ୟାସଭ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଶରତ ପଣ୍ଡା ହସ୍ତକ୍ଷେପ ପରେ ବିଭିନ୍ନ ପଞ୍ଚାୟତର ଲେକପ୍ରତିନିଧି, ଦଳୀୟ କର୍ମକର୍ତ୍ତାଙ୍କ ଆଲୋଚନା ପରେ ପ୍ରତିଦ୍ୱନ୍ଦ୍ୱିତାକୁ…

ଗାଁକୁ ପଶିଲା ଦନ୍ତା

ରୂପସା,୯।୬( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ ପଶି ଧାନ ଖାଇ ଗାଁ ରାସ୍ତା ଅତିକ୍ରମ କରି ପରେ ବାରାପାଳ ଗାଁକୁ ପଶିଥିଲା…

୬ ପୋଲିସ ବିଟ୍‌ ହାଉସ୍‌ରେ ତାଲା

ବାଲେଶ୍ୱର ଅଫିସ, ୯ା୬: ବାଲେଶ୍ୱର ସହରରେ ଅପରାଧକୁ ରୋକିବା ପାଇଁ ଆବଶ୍ୟକ ସ୍ଥାନରେ ପୋଲିସ ବିଟ୍‌ ହାଉସ ଖୋଲାଯାଇଥିଲା। ସେଥିମଧ୍ୟରୁ ସୁନହଟ, ଦାମୋଦରପୁର, ଫକୀରମୋହନ ମହାବିଦ୍ୟାଳୟ, ପରମିଟ୍‌ ଘାଟ, ଭାସ୍କରଗଞ୍ଜ ଓ ବାଲିଆରେ ଥିବା ବିଟ୍‌ ହାଉସ୍‌ରେ ତାଲା ଝୁଲୁଛି। ଏଥିପାଇଁ…

ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ନୀଳଗିରି,୯ା୬(ସ୍ବ.ପ୍ର.): ନୀଳଗିରି ଏକ ଜଳକଷ୍ଟ ଅଞ୍ଚଳ। ନୀଳଗିରି ଅଧୀନ ସ୍ବର୍ଣ୍ଣଚୂଡ଼ ପାହାଡ଼ ଚତୁଃପାର୍ଶ୍ୱରେ ଥିବା ଗ୍ରାମଗୁଡ଼ିକରେ ଏହି କଷ୍ଟ ଖରାଦିନେ ଅଧିକ ଦେଖାଯାଇଥାଏ। ଜଳକଷ୍ଟ ସହି ନ ପାରି ଲୋକମାନେ ରାସ୍ତାକୁ ଓହ୍ଲାଇଛନ୍ତି। ବାଲ୍‌ଟି ଓ ଗରା ଧରି ଲୋକେ ରାସ୍ତା…

ଫିଲ୍ମ ଷ୍ଟାଇଲ୍‌ରେ କରିଥିଲେ ହତ୍ୟା: ଶେଷରେ ପଡ଼ିଲେ ଧରା

ବାଲେଶ୍ୱର ଅଫିସ,୮ା୬: ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ୍‌ ସତ୍ୟବ୍ରତ ଦାସ ଓରଫ ବାପୁନୁ ହତ୍ୟାକାଣ୍ଡ ଘଟଣାରେ ୭ ହତ୍ୟାକାରୀ ଧରା ପଡ଼ିଛନ୍ତି। ବ୍ୟବସାୟିକ ଟଙ୍କା କାରବାର ଓ ଜମିଜମା ବିବାଦକୁ ନେଇ ହତ୍ୟା କରାଯାଇଥିବା ସୂଚନା ଦେଇଛନ୍ତି ପୂର୍ବାଞ୍ଚଳ ଆଇଜି ହିମାଂଶୁ…

ଆଳୁ, ନଡ଼ିଆ ଚାଷୀଙ୍କୁ ମିଳୁନି ସବ୍‌ସିଡି ରାଶି

ରୂପସା,୮।୬(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଚାଷ ପାଇଁ ଚାଷୀଙ୍କୁ ପ୍ରୋତ୍ସାହନ ଯୋଗାଇଛନ୍ତି। ଚାଷୀଙ୍କ ଆର୍ଥତ୍କ ମାନଦଣ୍ଡ ବୃଦ୍ଧି ପାଇଁ ପର୍ଯ୍ୟାପ୍ତ ସବ୍‌ସିଡ଼ି ବ୍ୟବସ୍ଥା ଥିବାରୁ ଚାଷ କାର୍ଯ୍ୟରେ ଉତ୍ସାହ ଭରିରହିଛି। ହେଲେ ବିଭାଗୀୟ ଅଧିକାରୀଙ୍କ ବେପରୁଆ…

ସହରରେ ବଢ଼ିଚାଲିଛି ଅପରାଧ

ବାଲେଶ୍ୱର ଅଫିସ, ୮।୬ – ବାଲେଶ୍ୱର ସହରରେ ଦିନକୁ ଦିନ ଅପରାଧ ବଢିବାରେ ଲାଗିଛି। ହତ୍ୟା, ଲୁଟ୍‌ତରାଜ ଭଳି ଅପରାଧ ଘଟିଚାଲିଥିଲେ ମଧ୍ୟ ପୋଲିସ ଏହାକୁ ନିୟନ୍ତ୍ରଣ କରିବାରେ ବିଫଳ ହେଇଛି। ଜିଲାରେ କାମ କରୁଥିବା ଦୁଇଟି ମୁଖ୍ୟ ଗୋଇନ୍ଦା ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?