ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି
ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର ଘରକୁ ଘର ବୁଲି ଲୋକମାନଙ୍କୁ ସାକ୍ଷାତ୍ କରି ବ୍ୟକ୍ତିଗତ ଓ ୱାର୍ଡ଼ର ସମସ୍ୟା…
୧୦ ଗାଡ଼ି ଜବତ, ୨.୮୦ ଲକ୍ଷ ଜରିମାନା
ଜଳେଶ୍ୱର, ୧୭ା୩(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ପରେ ପ୍ରଶାସନର ଚେତା ପଶିଛି। ଜଳେଶ୍ୱର ତହସିଲଦାର ଓ ଏସ୍ଡିପିଓ ମିଳିତ ଭାବେ ୮ ଟ୍ରାକ୍ଟର, ୧ ଡମ୍ପର ଓ ଅନ୍ୟ ଏକ ଜେସିବି ଜବତ କରିବା ସହିତ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ତାଙ୍କ ଘର, ଅଫିସ, ଶ୍ୱଶୁର ଘର ସମେତ ୫ଟି ସ୍ଥାନରେ…
ଏମିତି ବି ମୃତ୍ୟୁ ଆସେ: ଭତ୍ତା ଟଙ୍କା ଆଣିବା ହେଲା ସ୍ବପ୍ନ
ଖଇରା,୧୬।୩(ଡି.ଏନ୍.ଏ.): ମୃତ୍ୟୁ କାହାକୁ କେତେ ବେଳେ ମଧ୍ୟ କବଳିତ କରିପାରେ। ଭତ୍ତା ଆଣିବା ରହିଗଲା ସ୍ବପ୍ନରେ। ଅଧା ରାସ୍ତାରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ନୂଆଗାଁରେ। ଗ୍ରାମର ମାୟାଧର…
ଲୁଣାବନ୍ଧ ବାନ୍ଧିଲେ ଗ୍ରାମବାସୀ
ବାଲିଆପାଳ,୧୬ ।୩(ସ୍ବ.ପ୍ର.) – ସରକାର ଗୁହାରୀ ଶୁଣିଲେନି। ଶେଷରେ ଗ୍ରାମବାସୀ ନିଜ ଅଞ୍ଚଳର ସୁରକ୍ଷା ପାଇଁ ଏକାଠି ହୋଇ ଅଣ୍ଟା ଭିଡ଼ିଲେ। ସମସ୍ତେ ମିଶି ଲୁଣା ବନ୍ଧ ବାନ୍ଧି ଗାଁ ଭିତରକୁ ପଶିଯାଉଥିବା ଉଚ୍ଚ ଲୁଣି ଜୁଆରକୁ ଅଟକାଇବାରେ ସଫଳ ହୋଇ…
ଅନ୍ଲାଇନ ଗେମ୍ ଲାଗି ଯୁବ ଇଞ୍ଜିନିୟରଙ୍କ ଜୀବନ ଗଲା
ଜଳେଶ୍ୱର, ୧୬।୩(ଡି.ଏନ.ଏ.): ଅନଲାଇନରେ ଗେମ୍ ଖେଳି ସେଥିରୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରିବାର ଲାଳସା ଯୁବପିଢିଙ୍କୁ କବଳିତ କରିଛି। ହେଲେ ଅନେକ ସମୟରେ ତାଙ୍କ ଅଜାଣତରେ ସେମାନେ ଲକ୍ଷ ଲକ୍ଷ ଟଙ୍କା ଠକାମିର ଶୀକାର ହେଉଛନ୍ତି। ଶେଷରେ ଅନ୍ୟ ଉପାୟ…
ନର୍ଦ୍ଦମା ଯନ୍ତ୍ରଣାରେ ଅଣନିଃଶ୍ୱାସୀ
ବାଲେଶ୍ୱର ଅଫିସ, ,୧୫।୩ ବାଲେଶ୍ୱର ପୌରାଞ୍ଚଳର ୩୧ଟି ଓ୍ବାର୍ଡ ମଧ୍ୟରୁ ୧୯ ନଂ. ଓ୍ବାର୍ଡ ପ୍ରମୁଖ ଅଟେ। ଏହି ଓ୍ବାର୍ଡରେ ରେଳଷ୍ଟେଶନଠାରୁ ଆରମ୍ଭ କରି ଫାଣ୍ଡି ଛକରୁ ଅଦାଲତ ଯାଏ, ଷ୍ଟେଶନ ଛକରୁ ପୋଲିସଲାଇନ୍ ଛକ, ପୋଲିସଲାଇନ୍ ଛକରୁ ଏସ୍ପି ଅଫିସ୍…
ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେଲେ ନାରାୟଣ
ବାଲେଶ୍ୱର ଅଫିସ,୧୪ା୩: ବାଲେଶ୍ୱର ଜିଲାରେ ୨୯ନଂ. ଜୋନ୍ରୁ ନିର୍ବାଚିତ ଜିଲା ପରିଷଦ ସଦସ୍ୟ ତଥା ବିଜେଡି ପ୍ରାର୍ଥୀ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ ସଭାପତି ଭାବେ ବିଜୟଲାଭ କରିଛନ୍ତି। ସଭାପତିଙ୍କ ସମେତ ସମସ୍ତ ଜିଲାପରିଷଦ ସଦସ୍ୟାସଦସ୍ୟଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ବାଗତ…
ଖୋଲୁନିି ଜେଏମ୍ଏଫସି କୋର୍ଟ
ଖଇରା,୧୩।୩(ଡି.ଏନ.ଏ.)- ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମଏଫସି କୋର୍ଟ ଖୋଲାଯିବା ନେଇ ଘୋଷଣାର ୨୦ ମାସ ବିତି ଯାଇଥିଲେ ହେଁ ଏ ପର୍ଯ୍ୟନ୍ତ ଅସ୍ଥାୟୀ କୋର୍ଟ ଚାଲି ପାରିଲାନ। ପରିତ୍ୟକ୍ତ ଅବସ୍ଥାରେ ଥିବା ପୁରୁଣା ବାଳିକା ବିଦ୍ୟାଳୟକୁ ମରାମତି କରି ଚଲାଇବାକୁ…
ରାତି ପାହିଲେ ପାଣି ଚିନ୍ତା
ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ପୌରାଞ୍ଚଳର ୨ନଂ. ୱାର୍ଡବାସୀ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଯେଉଁଠି ରାତି ପାହିଲେ ଲୋକଙ୍କୁ ପାଣିର ଚିନ୍ତା ଘାରୁଛି। ପାଇପ୍ ପାଣି ସୁବିଧା ଅଛି, ହେଲେ ବ୍ୟବହାର ଉପଯୋଗୀ ନୁହେଁ। ଅଧିକାଂଶ ସମୟରେ ଗୋଳିଆ ପାଣି ଆସୁଛି।…
ଚଞ୍ଚକତା କରି ନାଏବ ସରପଞ୍ଚ ଜିତାଇବାକୁ ଉଦ୍ୟମ
ବାଲେଶ୍ୱର ଅଫିସ,୧୨ ।୩ ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ପାଇଁ ନିର୍ବାଚନ ହୋଇଥିଲା। ରେମୁଣା ବ୍ଲକର ୱେଲଫେୟାର ଅଫିସର ନିରଞ୍ଜନ ବେହେରା ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ୱରେ ଥିଲେ। ତେବେ ଚଞ୍ଚକତା କରି ନାଏବ…
ସମିତି କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ
ରୂପ୍ସା,୧୨ ।୩(ଡି.ଏନ.ଏ.) ବାଲେଶ୍ୱର ସଦର ବ୍ଲକ ଅଧୀନ କସିପଦା ସେବା ସମବାୟ ସମିତିରେ ଚାଷୀ ଉତ୍ତେଜନା ଦେଖାଦେଇଛି। ଶତାଧିକ ଚାଷୀ ଏଯାବତ୍ ସମିତିରେ ଖରିଫ ଧାନ ବିକ୍ରି କରିପାରୁ ନାହାନ୍ତି। ଏନେଇ ଗୁରୁବାରଠାରୁ କଂଗ୍ରେସ ପକ୍ଷରୁ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ…
Archives


