ଟ୍ରେଲର-ଆମ୍ବୁଲାନ୍ସ ମୁହାଁମୁହିଁ, ଚାଲିଗଲା ୨ ଜୀବନ
ବାହାନଗା,୧୨।୨(ଡି.ଏନ୍.ଏ.): ବାଲେଶ୍ୱର ଜିଲା ୧୬ନଂ. ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ସକାଳେ ଏକ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲ୍ୟୁବି-୨୯-ଏ-୮୮୬୭) ଭାରସାମ୍ୟ...
ପୂର୍ଣ୍ଣମାତ୍ରାରେ କାମ କରୁନି ସ୍ୱାସ୍ଥ୍ୟକାର୍ଡ
ଖଇରା,୧୨।୨(ଡି.ଏନ.ଏ.): ଦିନକୁ ଦିନ ସ୍ବାମୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟୁଛି। ଏପଟେ ୨ନାବାଳକ ସନ୍ତାନଙ୍କୁ ଲାଳନପାଳନ ଚିନ୍ତା। ସ୍ବାମୀଙ୍କ ଚିକିତ୍ସା ଚିନ୍ତାରେ ଖାଇବା ପିଇବା ଭୁଲିଗଲେଣି ବାଲେଶ୍ୱର ଜିଲା ଖଇରା ବ୍ଲକ ଗଣ୍ଡିବେଡ ଗ୍ରାମର ପ୍ରମିତା ଦାସ। ସ୍ବାମୀଙ୍କ ଅସ୍ତ୍ରୋପଚାର ଲାଗି...
ଆଚରଣ ବିଧି ଉଲ୍ଲଂଘନ କଲା ବିଜେଡି
ବାଲେଶ୍ୱର ଅଫିସ,୧୧ା୨: ନିର୍ବାଚନ କମିଶନ ସାରା ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଥିବାବେଳେ ବିଭିନ୍ନ ସ୍ଥାନରେ ସରକାରୀ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ନିର୍ବାଚନ କମିଶନ...
ପୁରୁଣାଙ୍କୁ ଟକ୍କର ଦେଉଛନ୍ତି ନୂଆ
ବାହାନଗା, ୧୦ା୨(ଡି.ଏନ.ଏ.) ବାହାନଗା ବ୍ଲକର ପ୍ରମୁଖ ପଞ୍ଚାୟତ ବରିପଦାରେ ଚଳିତବର୍ଷ ତ୍ରିମୁଖୀ ଲଢେଇ ହେଉଛି। ଏଥିରେ ପୁରୁଣାକୁ ଟକ୍କର ଦେଉଛନ୍ତି ନୂଆମୁହଁ। ତେବେ ବିଜେଡି ସମର୍ଥନରେ ପ୍ରାଣୀ ଡାକ୍ତରଖାନାର ଜଣେ ଅବସରପ୍ରାପ୍ତ କର୍ମଚାରୀ ମହେଶ୍ୱର ମାଝି ନିର୍ବାଚନ ମଇଦାନରେ ପ୍ରତିଦ୍ୱନ୍ଦ୍ୱିତା...
ହସୁଛି ସୋରିଷ କ୍ଷେତ
ଜଳେଶ୍ୱର,୯।୨(ଡି.ଏନ.ଏ.) ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀ କୂଳେ କୂଳେ ବ୍ୟାପକ ସୋରିଷ ଚାଷ ହୋଇଛି। ଚଳିତବର୍ଷ ଥଣ୍ଡା ପାଗ ରହିଥିବାରୁ ଭଲ ଫସଲ ଅମଳ ହେବ ବୋଲି ଚାଷୀ ଆଶା ବାନ୍ଧି ବସିଛି। ହେଲେ ଅଦିନିଆ ବର୍ଷା ଡରରେ ଚାଷୀମାନେ ଭରସା...
ବାଲି ସଇରାତ ଲିଜ୍ ଦିଆଯିବନି
ଜଳେଶ୍ୱର, ୯।୨(ଡି.ଏନ୍.ଏ.) ବାଲେଶ୍ୱର ଜିଲା ଜଳେଶ୍ୱର ଦେଇ ବହିଯାଇଥିବା ସୁବର୍ଣ୍ଣରେଖା ନଦୀ ବାଲିର ଚାହିଦା ଅଧିକ ଥିବାରୁ ବେଆଇନ ଭାବେ ମାତ୍ରାଧିକ ଉତ୍ତୋଳନ କରାଯାଇ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି। ଏ ସମ୍ପର୍କରେ ସେକସରାଇର ହରିପଦ ମାନ୍ନା ଓ ମହମ୍ମଦନଗରପାଟଣା...
ଘର ଭିତରକୁ ପଶିବାକୁ ଉଦ୍ୟମ କରୁଛି ଭାଲୁ
ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି ଫେରିଯିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ...
ଏନ୍ଫୋର୍ସମେଣ୍ଟ ଟିମ୍ ସହାୟତାରେ ୫ଜିଲାରେ ବିଦ୍ୟୁତ୍ ଚୋରି ହ୍ରାସ
ବାଲେଶ୍ୱର,୭ା୨: ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣର ଏକ ପ୍ରମୁଖ ପ୍ରତିବନ୍ଧକ ହେଉଛି ବିଦ୍ୟୁତ ଚୋରି କାରଣ ତାହା ନେଟ୍ୱର୍କ ଉପରେ ଅଧିକ ଚାପ ସୃଷ୍ଟି ସହ ଟ୍ରିପିଂ ହୋଇଥାଏ। ଏହି ସମସ୍ୟାକୁ ଦୂର କରିବାର ଆବଶ୍ୟକତା ବିଚାରକୁ ନେଇ ଟାଟା ପାୱାର ଓ...
ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଟିମ୍ ଅଟକ
ଖଇରା, ୭ା୨(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକର ତୁଡିଗଡିଆ ଅଞ୍ଚଳରେ କିଛି ଦିନ ଧରି କେନାଲ କାର୍ଯ୍ୟ ନାମରେ ଡ୍ରୋନରେ ଫଟୋ ଉଠାଉଥିବା ମହାରାଷ୍ଟ୍ର ଅଞ୍ଚଳର ଏକ ଟିମ୍କୁ ଗ୍ରାମବାସୀ ଅଟକ ରଖି ଖଇରା ପୋଲିସକୁ ହସ୍ତାନ୍ତର କରିଛନ୍ତି। ସେମାନଙ୍କ...
ପୌରପାଳିକା ନାଁରେ ନକଲି ଫେସବୁକ ଆକାଉଣ୍ଟ
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ପୌରାଞ୍ଚଳ ନାମରେ ଦୀର୍ଘ ୧ବର୍ଷ ଧରି ନକଲି ଫେସବୁକ୍ ଆକାଉଣ୍ଟ ଖୋଲାଯାଇ ବିଭିନ୍ନ ପ୍ରକାର ତଥ୍ୟ ସୋସିଆଲ ମିଡିଆରେ ଅପଲୋଡ୍ କରାଯିବା ସହ ଲୋକଙ୍କୁ ଭ୍ରମିତ କରାଯାଉଛି। ଏନେଇ ପୌର ନିର୍ବାହୀ ଅଧିକାରୀ ତଥା...
‘ଗାଁକୁ ରାସ୍ତା କର, ଭୋଟ୍ ନିଅ’
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସିଆଡ଼ିମାଳ ପଞ୍ଚାୟତର ସିନ୍ଦୁରିଆ ଗାଁକୁ ରାସ୍ତା ନାହିଁ । ଆବଶ୍ୟକ ସ୍ଥଳେ ଗାଁକୁ ଆସିପାରୁନି ଆମ୍ବୁଲାନ୍ସ କିମ୍ବା ଦମକଳ ଗାଡ଼ି। ପ୍ରାୟ ୨କି.ମି. ଖଟରେ ବୋହି ରୋଗୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିବାକୁ...
କିଏ ଦଳର: ଦ୍ୱନ୍ଦ୍ୱରେ ଭୋଟର
ବାଲେଶ୍ୱର ଅଫିସ, ୬ା୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଚଷାଖଣ୍ଡ ପଞ୍ଚାୟତରେ ୩ ଜଣ ପ୍ରାର୍ଥୀ ନିଜକୁ ଗୋଟିଏ ଦଳର ସମର୍ଥିତ ଦାବି କରି ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି ଭୋଟର। କିନ୍ତୁ ଦଳ ଗୋଟିଏ...
Archives


