୧୫ଦିନ ସମୟ ଦେଲା ପ୍ରଶାସନ
ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ ନ କରି ଫେରିଛି। ଉଚ୍ଛେଦ ସମୟରେ ପ୍ରବଳ ବିରୋଧ ଯୋଗୁ ପ୍ରଶାସନ ଜବରଦଖଲକାରୀଙ୍କୁ…
‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’
ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍ ପ୍ରବୀର କୁମାର ଗିରିଙ୍କ ପୌରୋହିତ୍ୟରେ କୃଷି, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍ ସମସ୍ୟା ସମ୍ପର୍କିତ ଆଲୋଚନା ସଭାଗୃହକୁ…
କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…
ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ
ବାଲେଶ୍ୱର ଅଫିସ, ୨୦।୫: ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍ଘାଟନ କରିଥିଲେ। ଚଳିତବର୍ଷ ପାଇଁ ଏହି…
ନାତୁଣୀ ନାତିଙ୍କ ପାଇଁ ମୂଲ ଲାଗୁଛନ୍ତି ଶାନ୍ତିଲତା
ସିମୁଳିଆ, ୧୯।୫(ଡି.ଏନ.ଏ.): ସରକାରୀ ଯୋଜନାଠାରୁ ଦୂରରେ ରହୁଛନ୍ତି ପ୍ରକୃତ ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଣ୍ଡରାଇ ପଞ୍ଚାୟତ ୧୩ନଂ. ୱାର୍ଡ଼ ଅଣ୍ଡରାଇ ଜେନାସାହିରେ। ସ୍ବାମୀ, ବୋହୂ ଓ ପୁଅଙ୍କ ମୃତ୍ୟୁ ହେବା ପରେ ୬୨…
ବେଗୁନିଆ ପଥରଖାଦାନରେ ଚଢ଼ାଉ
ନୀଳଗିରି, ୧୯।୫(ସ୍ବ.ପ୍ର.): ନୀଳଗିରି ତହସିଲ ଅଧୀନ ବେଗୁନିଆ ପଥରଖାଦାନ ସରକାରୀ ସ୍ତରରେ ବନ୍ଦ ରହିଥିବା ବେଳେ ପଥର ମାଫିଆମାନେ ଚୋରାରେ ବ୍ଲାଷ୍ଟିଂ କରି ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ଲୁଟ୍ କରି ଚାଲିଥିଲେ। ପ୍ରତିଦିନ ଟ୍ରିପ ଟ୍ରିପ ମେଟାଲ ଓ…
ବେଦିରେ କନ୍ୟା ଅମଙ୍ଗ, ବର ଅଚେତ
ବାଲିଆପାଳ, ୧୯ା୫(ସ୍ବ.ପ୍ର.): ବେଦି ସଜା ହୋଇଥିଲା। ବନ୍ଧୁବାନ୍ଧବ, ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ବୈଦିକ ରୀତିନୀତିରେ ଚାଲିଥିଲା ବିବାହ କାର୍ଯ୍ୟ। ବର କନ୍ୟାଙ୍କ ହାତଗଣ୍ଠି ବି ପଡିସାରିଥିଲା। ହେଲେ କନ୍ୟାଙ୍କୁ ବର ସିନ୍ଦୂର ପିନ୍ଧାଇବା ବେଳେ ସବୁ କିଛି ଓଲଟପାଲଟ ହୋଇଗଲା। ହଠାତ୍ କନ୍ୟା…
ସରିଲା ଜଉକଣ୍ଢେଇ ଲଗ୍ନଧରା
ବାଲେଶ୍ୱର ଅଫିସ, ୧୮।୫ – ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘରର ଲଗ୍ନଧରା ସୋମବାର ମହା ଆଡ଼ମ୍ବରରେ ଶେଷ ହୋଇଛି। ବାଲିଆ ବୃନ୍ଦାବନ ବିହାର ଅଞ୍ଚଳର କୈଳାଶ ଚନ୍ଦ୍ର ପରିଡ଼ା ଓ ସୁପ୍ରିୟା ପରିଡ଼ା ବର ଜୟଦେବ (ଜଉକଣ୍ଢେଇ)ର କର୍ତ୍ତା ଓ କର୍ତ୍ତୀ…
ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା
ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ)ର ଅନୁମତିକ୍ରମେ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏହି ଅଞ୍ଚଳରେ ସର୍ଭେ କରାଯାଇ…
ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ
ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ…
ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା
ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ ସୋମବାର ରେଳ ଫାଟକ ନିକଟରେ ସାମାଜିକ ନ୍ୟାୟ ଅଧିକାର ମଞ୍ଚ ସଭାପତି ବିଧାନ ଚନ୍ଦ୍ର…
ବାଜ୍ୟାପ୍ତି ହେଲା ଚିଟ୍ଫଣ୍ଡ ସଂସ୍ଥାର ୨ ପ୍ଲଟ୍
ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସଦାଶିବ ଜେନା ଏହାର ବିଚାର କରି ଚିଟ୍ଫଣ୍ଡ ମ୍ୟାନେଜିଂ ଡାଇରେକ୍ଟର ଓ ଡାଇରେକ୍ଟରଙ୍କ ନାମରେ ଥିବା ୪ଟି କାର୍ ସମେତ ୨ଟି…
Archives


