ବାଲେଶ୍ୱର

ଆରମ୍ଭ ହୋଇପାରିଲାନି ତଦନ୍ତ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କୁପାରୀ ଅମ୍ବିକା ମନ୍ଦିର ନିକଟରେ ଜଣେ ବ୍ୟକ୍ତିଙ୍କ ଘରେ ରହି ଛେଳି ଚରାଉଥିବା ପିଲା ୧୭ତାରିଖରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହେବା, ଭଦ୍ରକରୁ କଟକ ମେଡିକାଲରେ ୩ଦିନ ଧରି ଚିକିତ୍ସିତ…

କର୍ମୀଙ୍କ ବାରଣ୍ଡାରେ ପଢୁଛନ୍ତି ପିଲା

ବାହାନଗା, ୨୩।୫(ଡି.ଏନ.ଏ.): ଅଙ୍ଗନୱାଡି କେନ୍ଦ୍ରର ନୂତନ ଗୃହ ନିର୍ମାଣକୁ ୨ବର୍ଷ ପୂରିଲାଣି। ହେଲେ ହସ୍ତାନ୍ତର ହୋଇ ନ ଥିବାରୁ ଏବେ ବି ଛୋଟ ଛୋଟ ପିଲାମାନେ ସେହି ନୂତନ ଘରେ ନ ପଢି ଅଙ୍ଗନୱାଡି କର୍ମୀଙ୍କ ବାରଣ୍ଡାରେ ବସି ପଢୁଛନ୍ତି। ଏଭଳି…

ଡିଜେ ପାଇଁ ମେଳାରେ ହଙ୍ଗାମା

ଭୋଗରାଇ,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେଉଳାହାଟ ସ୍ଥିତ ଅନନ୍ତପୁରୁଷତ୍ତୋମ ମହାଦେବଙ୍କ ଶୁକ୍ରବାର ପାଟ ଉତ୍ସବରେ ଡିଜେ ବଜାଇବାକୁ କେନ୍ଦ୍ର କରି ମେଳା କମିଟି ସହିତ ଡିଜେ ବଜାଇବା ସପକ୍ଷବାଦୀଙ୍କ ମଧ୍ୟରେ ବାଦାନୁବାଦ ସ୍ଥିତି ଜଟିଳ ହୋଇଥିଲା। ଆଖପାଖ ଗ୍ରାମର ଦଳବଦ୍ଧ…

ଟଙ୍କା ନ ଦେବାରୁ ମା’ଙ୍କୁ ଘରୁ ତଡ଼ିଦେଲେ

ବାଲେଶ୍ୱର ଅଫିସ,୨୨ା୫: ସାମାନ୍ୟ ଟଙ୍କା ପାଇଁ ଜନ୍ମଦାତ୍ରୀ ମା’ଙ୍କୁ ଦୁଇପୁଅ ଘରୁ ତଟିଦେବା ଚର୍ଚ୍ଚାର ବିଷୟ ହୋଇଛି। ବାଲେଶ୍ୱର ଜିଲା ବସ୍ତା ବ୍ଲକ ସିଂଲା ଥାନା ଅଧୀନ ଦକ୍ଷିଣପଡ଼ା ଗ୍ରାମରେ ଏହି ଘଟଣା ଘଟିଛି। ନ୍ୟାୟ ପାଇଁ ବୃଦ୍ଧା ଜଣକ ବାଲେଶ୍ୱର…

ପାଇପ୍‌ ଲାଇନ ମଝିରେ ଫସିଲା ବାଳକଙ୍କ ଗୋଡ଼

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରସ୍ଥାନ ମୁଖ୍ୟ ଗେଟ୍‌ରେ ଗୋରୁଗାଈଙ୍କ ପ୍ରବେଶ ରୋକିବା ଲାଗି ଲାଗିଥିବା ପାଇପ ଲାଇନ୍‌ ମଝିରେ ଜଣେ ୫ ବର୍ଷର ବାଳକ ଫଶି ରହିବା ଆଲୋଡ଼ନ ସୃଷ୍ଟି କରିଛି। ତାଙ୍କ ଗୋଡ଼ ପାଇପ୍‌ ଲାଇନ…

ବିଦ୍ୟାଳୟ ଅନୁଦାନ ପାଣ୍ଠି ହଡ଼ପ ଅଭିଯୋଗ: ତଦନ୍ତ କଲା ଶିକ୍ଷା ବିଭାଗ

ରୂପସା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଡା ପଞ୍ଚାୟତ ଅନ୍ତର୍ଗତ ବାଖରବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସରକାରୀ ଅନୁଦାନ ପାଣ୍ଠି ବିନିଯୋଗରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ସମୟରେ…

୬୦ ଲକ୍ଷ ଖର୍ଚ୍ଚ ପରେ ବି ସୁଧୁରିଲାନି ଅବସ୍ଥା

ଖଇରା,୨୨ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ପ୍ରଥମ ୫-ଟି ରୂପାନ୍ତରଣ ସ୍କୁଲ ଭାବେ ଖଇରା ହାଇସ୍କୁଲ ଅନ୍ତର୍ଭୁକ୍ତ ହେବା ସହ ଏହା ଅଞ୍ଚଳ ପାଇଁ ଗର୍ବ ବୋଲି କୁହାଯାଉଛି। ହେଲେ ବାହାରକୁ ସ୍ମାର୍ଟ ଦେଖାଯାଉଥିବା ଏହି ସ୍କୁଲର ଭିତରକୁ ଚାହିଁଲେ…

ଯୁବକଙ୍କୁ କଚାଡି ମାରିଲା ଦନ୍ତା

ନୀଳଗିର,୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନିଳଗିରି ବ୍ଳକ ତିନିକୋଶିଆ ସଂରକ୍ଷିତ ଜଙ୍ଗଲ ରାସ୍ତା ମଝିରେ ଏକ ଦନ୍ତାହାତୀ ଜଣେ ଯୁବକଙ୍କୁ କଚାଡି ମାରି ଦେଇଛି। ସେ ହେଲେ ନୀଳଗିରି ବ୍ଲକ ନରଣପୁର ପଞ୍ଚାୟତ ବାରାଗଡିଆ ଗ୍ରାମର ନନ୍ଦ ସିଂଙ୍କ ପୁଅ ଶ୍ୟାମସୁନ୍ଦର ସିଂ(୨୫)।…

ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ

ବାଲେଶ୍ୱର ଅଫିସ, ୨୧।୫ ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ପାଇଁ ଏହି ଧାନ…

ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା

ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍‌ ଟ୍ରିପ୍‌ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି ଦୃଢ଼ କର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଲୁଟେରାମାନେ ଅବାଧରେ ବାଲି ଚାଲାଣ…

୧୫ଦିନ ସମୟ ଦେଲା ପ୍ରଶାସନ

ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ ନ କରି ଫେରିଛି। ଉଚ୍ଛେଦ ସମୟରେ ପ୍ରବଳ ବିରୋଧ ଯୋଗୁ ପ୍ରଶାସନ ଜବରଦଖଲକାରୀଙ୍କୁ…

‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’

ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍‌ ପ୍ରବୀର କୁମାର ଗିରିଙ୍କ ପୌରୋହିତ୍ୟରେ କୃଷି, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍‌ ସମସ୍ୟା ସମ୍ପର୍କିତ ଆଲୋଚନା ସଭାଗୃହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?