ବାଲେଶ୍ୱର

କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…

ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ, ୨୦।୫: ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ଚଳିତବର୍ଷ ପାଇଁ ଏହି…

ନାତୁଣୀ ନାତିଙ୍କ ପାଇଁ ମୂଲ ଲାଗୁଛନ୍ତି ଶାନ୍ତିଲତା

ସିମୁଳିଆ, ୧୯।୫(ଡି.ଏନ.ଏ.): ସରକାରୀ ଯୋଜନାଠାରୁ ଦୂରରେ ରହୁଛନ୍ତି ପ୍ରକୃତ ହିତାଧିକାରୀ। ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଅଣ୍ଡରାଇ ପଞ୍ଚାୟତ ୧୩ନଂ. ୱାର୍ଡ଼ ଅଣ୍ଡରାଇ ଜେନାସାହିରେ। ସ୍ବାମୀ, ବୋହୂ ଓ ପୁଅଙ୍କ ମୃତ୍ୟୁ ହେବା ପରେ ୬୨…

ବେଗୁନିଆ ପଥରଖାଦାନରେ ଚଢ଼ାଉ

ନୀଳଗିରି, ୧୯।୫(ସ୍ବ.ପ୍ର.): ନୀଳଗିରି ତହସିଲ ଅଧୀନ ବେଗୁନିଆ ପଥରଖାଦାନ ସରକାରୀ ସ୍ତରରେ ବନ୍ଦ ରହିଥିବା ବେଳେ ପଥର ମାଫିଆମାନେ ଚୋରାରେ ବ୍ଲାଷ୍ଟିଂ କରି ରାଜକୋଷରୁ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ ଲୁଟ୍‌ କରି ଚାଲିଥିଲେ। ପ୍ରତିଦିନ ଟ୍ରିପ ଟ୍ରିପ ମେଟାଲ ଓ…

ବେଦିରେ କନ୍ୟା ଅମଙ୍ଗ, ବର ଅଚେତ

ବାଲିଆପାଳ, ୧୯ା୫(ସ୍ବ.ପ୍ର.): ବେଦି ସଜା ହୋଇଥିଲା। ବନ୍ଧୁବାନ୍ଧବ, ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ବୈଦିକ ରୀତିନୀତିରେ ଚାଲିଥିଲା ବିବାହ କାର୍ଯ୍ୟ। ବର କନ୍ୟାଙ୍କ ହାତଗଣ୍ଠି ବି ପଡିସାରିଥିଲା। ହେଲେ କନ୍ୟାଙ୍କୁ ବର ସିନ୍ଦୂର ପିନ୍ଧାଇବା ବେଳେ ସବୁ କିଛି ଓଲଟପାଲଟ ହୋଇଗଲା। ହଠାତ୍‌ କନ୍ୟା…

ସରିଲା ଜଉକଣ୍ଢେଇ ଲଗ୍ନଧରା

ବାଲେଶ୍ୱର ଅଫିସ, ୧୮।୫ – ବାଲେଶ୍ୱରର ଲୋକପର୍ବ ଜଉକଣ୍ଢେଇ ବାହାଘରର ଲଗ୍ନଧରା ସୋମବାର ମହା ଆଡ଼ମ୍ବରରେ ଶେଷ ହୋଇଛି। ବାଲିଆ ବୃନ୍ଦାବନ ବିହାର ଅଞ୍ଚଳର କୈଳାଶ ଚନ୍ଦ୍ର ପରିଡ଼ା ଓ ସୁପ୍ରିୟା ପରିଡ଼ା ବର ଜୟଦେବ (ଜଉକଣ୍ଢେଇ)ର କର୍ତ୍ତା ଓ କର୍ତ୍ତୀ…

ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ)ର ଅନୁମତିକ୍ରମେ ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏହି ଅଞ୍ଚଳରେ ସର୍ଭେ କରାଯାଇ…

ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ…

ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା

ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ ସୋମବାର ରେଳ ଫାଟକ ନିକଟରେ ସାମାଜିକ ନ୍ୟାୟ ଅଧିକାର ମଞ୍ଚ ସଭାପତି ବିଧାନ ଚନ୍ଦ୍ର…

ବାଜ୍ୟାପ୍ତି ହେଲା ଚିଟ୍‌ଫଣ୍ଡ ସଂସ୍ଥାର ୨ ପ୍ଲଟ୍‌

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍‌ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସଦାଶିବ ଜେନା ଏହାର ବିଚାର କରି ଚିଟ୍‌ଫଣ୍ଡ ମ୍ୟାନେଜିଂ ଡାଇରେକ୍ଟର ଓ ଡାଇରେକ୍ଟରଙ୍କ ନାମରେ ଥିବା ୪ଟି କାର୍‌ ସମେତ ୨ଟି…

ଗୋମାତା ସୁରକ୍ଷା ପାଇଁ ଭାରତ ପରିଭ୍ରମଣ: ବସ୍ତାରେ ପହଞ୍ଚିଲେ ଇଞ୍ଜିନିୟର ଶିବରାଜ

ବସ୍ତା, ୧୬।୫(ଡି.ଏନ.ଏ.) : ଗୋମାତାଙ୍କ ସୁରକ୍ଷା ତଥା ଗୋହତ୍ୟା ବନ୍ଦ ପାଇଁ ଜଣେ ଇଞ୍ଜିନିୟର ସଚେତନତା ପଦଯାତ୍ରାରେ ସାରା ଭାରତ ଭ୍ରମଣ କରିବା ଅବସରରେ ଚାଲି ଚାଲି ରବିବାର ସନ୍ଧ୍ୟାରେ ବସ୍ତାରେ ପହଞ୍ଚିଛନ୍ତି। ରାଜସ୍ଥାନର ଜୟପୁର ନିବାସୀ ଶିବରାଜ ସିଂ ଶେଖାଓ୍ବତ…

ମହିଳାଙ୍କ ବଦାନ୍ୟତା: ଶ୍ରୀମନ୍ଦିରକୁ ୨୦ଲକ୍ଷ, ବିଦ୍ୟାଳୟକୁ ୧୫ଲକ୍ଷ ଦାନ

ବସ୍ତା, ୧୬।୫(ଡି.ଏନ.ଏ.): ନିଜର ବଦାନ୍ୟତା ପାଇଁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ଗ୍ରାମର ସୁପ୍ରଭା ପଣ୍ଡା (୭୦) ସମଗ୍ର ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ ତାଙ୍କ ସ୍ବାମୀଙ୍କ ଶେଷ ଇଛା ପୂରଣ କରିବାକୁ ଯାଇ ପୁରୀ ଶ୍ରୀମନ୍ଦିରକୁ ୨୦ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?