ବାଲେଶ୍ୱର

ରାଜନୈତିକ ହିଂସା: ଓ୍ବାର୍ଡମେମ୍ବର ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୧୭ା୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ କରୁଆ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, କରୁଆ ପଞ୍ଚାୟତର ୫ ନମ୍ବର ଓ୍ବାର୍ଡର ଓ୍ବାର୍ଡମେମ୍ବର ପ୍ରାର୍ଥୀ ବୃନ୍ଦାବନ ଦାସ ବୁଧବାର ବିଳମ୍ବିତ ରାତିରେ…

ଭୋଟ ଦେଲେନି ୬୮ ଭୋଟର

ଖୁଣ୍ଟା,୧୭।୨(ଡି.ଏନ.ଏ.) ତ୍ରୁଟିପୂର୍ଣ୍ଣ ଭୋଟର ତାଲିକାକୁ କେନ୍ଦ୍ରକରି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବଡ଼ଫେଣି ପଞ୍ଚାୟତର ଏକ ବୁଥ୍‌ରେ ବୁଧବାର ଭୋଟ ବର୍ଜନ କରାଯାଇଛି। ଏହି ପଞ୍ଚାୟତର ସାର୍ଜମଡ଼ିହି ଗ୍ରାମର ୩ ନଂ. ଓ୍ବାର୍ଡର ୬୮ଭୋଟର ମତଦାନ କରିନାହାନ୍ତି। ବଡ଼ଫେଣି ସରକାରୀ ପ୍ରାଥମିକ…

୫ ଜିଲା ପରିଷଦ ଜୋନ୍‌ରେ କଡ଼ା ଟକ୍କର

ବାଲେଶ୍ୱର ଅଫିସ,୧୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଆସନ୍ତା ୨୪ତାରିଖରେ ବାଲେଶ୍ୱର ସଦର ବ୍ଲକର ୫ଟି ଜିଲାପରିଷଦ ଜୋନ୍‌ ଓ ୩୭ ପଞ୍ଚାୟତରେ ନିର୍ବାଚନ ହେବ। ୧ଲକ୍ଷ ୪୬ହଜାର ୪୨୮ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ବିଜେଡି,…

ଭୋଟବାକ୍ସ ଲକ୍‌ ନ ହେବାରୁ କର୍ମଚାରୀ ହଟହଟା

ଜଳେଶ୍ୱର, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର କେତେକ ବୁଥ୍‌ରେ କଁା ଭଁା ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପୀମୋହନପୁର ପଞ୍ଚାୟତ ୬ନଂ. ବୁଥ୍‌ ଗୋପୀମୋହନପୁର ଓ ୧ ନଂ. ବୁଥ୍‌ ମହିଷାମୁଣ୍ଡାରେ ଭୋଟବାକ୍ସ ଲକ୍‌ ନ ହେବାରୁ ସମସ୍ୟା ସୃଷ୍ଟି ହୋଇଥିଲା…

ଇତିହାସ ପୁନରାବୃତ୍ତି ଲକ୍ଷ୍ୟରେ ବିଜେଡି

ଖଇରା, ୧୬।୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ଚଳିତ ପଞ୍ଚାୟତ ନିର୍ବାଚନରେ ୫ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଳାଇଛନ୍ତି । ବିଜେଡିରୁ ରଶ୍ମିତା ମହାପାତ୍ର, ଭାଜପାରୁ ରାଜେଶ କୁମାର ରାଉତ, କଂଗ୍ରେସରୁ ପ୍ରଶାନ୍ତ କୁମାର ପାତ୍ର,…

ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ରକୁ ଚିଠି

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୧୬।୨:  ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ଥିବା ରାସଗୋବିନ୍ଦପୁର ନିକଟ ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ ଆଶା ସଞ୍ଚାର ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟରେ…

ମହିଳା ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ

ଖଇରା, ୧୫ା୨ (ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ବିଜେଡି ଟିକେଟରେ ପ୍ରତିଦ୍ବନ୍ଦ୍ୱିତା କରୁଥିବା ଜିଲା ପରିଷଦ ପ୍ରାର୍ଥିନୀ ରଶ୍ମିତା ମହାପାତ୍ର ମହିଳା ଭୋଟରଙ୍କୁ ଆକୃଷ୍ଟ କରିବାକୁ ପ୍ରୟାସ ଚଳାଇଛନ୍ତି। ସେ ୧୦ବର୍ଷରୁ ଊର୍ଦ୍ଧ୍ୱ ସମୟ…

୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ଅଧିଗ୍ରହଣ ପ୍ରକ୍ରିୟା ଜାରି ରହିଛି ା ସ୍ଥାନୀୟ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆଠାରେ ଏହି…

କେନାଲ କଂକ୍ରିଟ ରାସ୍ତା ନିମ୍ନମାନର ଅଭିଯୋଗ

ଖଇରା, ୧୪ା୨(ଡି.ଏନ.ଏ.) ଭଦ୍ରକ କେନାଲ ଡିଭିଜନ ତଥା ଖଇରା ସବ୍‌ଡିଭିଜନ ଅନ୍ତର୍ଗତ ଗୋପାଳପୁର ମାଇନରର ଗର୍ସଙ୍ଗ ନିକଟରେ କେନାଲ ପାର୍ଶ୍ୱରେ ଚାଲିଥିବା କଂକ୍ରିଟ ରୋଡ କାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିବା ସହ ସହକାରୀ ଯନ୍ତ୍ରୀଙ୍କଠରେ ଲିଖିତ…

୩ କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ସଜନାଗଡ଼, ୧୪ା୨(ଡି.ଏନ.ଏ.)  ଦୁର୍ଗମ ରାସ୍ତା ଯୋଗୁ ଜରୁରୀ ସମୟରେ ରୋଗୀମାନେ ଡାକ୍ତରଖାନାରେ ପହଞ୍ଚି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଗର୍ଭବତୀମାନେ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ…

ଏମ୍‌ସ ଓପିଡି ଉଦ୍‌ଘାଟନରେ ବିଳମ୍ବ ନେଇ ଅସନ୍ତୋଷ

ବାଲେଶ୍ୱର ଅଫିସ, ୧୩।୨: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦା ଛକ ନିକଟରେ ୨୫ ଏକର ଜାଗା ଉପରେ ୨୦୧୩ରେ ଭୁବନେଶ୍ୱର ଏମ୍‌ସର ସାଟେଲାଇଟ୍‌ ସେଣ୍ଟର ହେବାର ଘୋଷଣା ହୋଇଥିଲା। ୩ଶହ ଶଯ୍ୟା ବିଶିଷ୍ଟ ଏହି ସାଟେଲାଇଟ୍‌ ସେଣ୍ଟର ପାଇଁ ୩ଶହ କୋଟି…

ଟ୍ରେଲର-ଆମ୍ବୁଲାନ୍ସ ମୁହାଁମୁହିଁ, ଚାଲିଗଲା ୨ ଜୀବନ

ବାହାନଗା,୧୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୧୬ନଂ. ଜାତୀୟ ରାଜପଥର ଦାଣ୍ଡକାଳୀ ନିକଟରେ ସକାଳେ ଏକ ଟ୍ରେଲର ଓ ଆମ୍ବୁଲାନ୍ସ ମଧ୍ୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରୁ କୋଲକାତା ଫେରୁଥିବା ଏକ ଆମ୍ବୁଲାନ୍ସ (ଡବ୍ଲ୍ୟୁବି-୨୯-ଏ-୮୮୬୭) ଭାରସାମ୍ୟ ହରାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri