ବାଲେଶ୍ୱର

କଳାବଜାର ରୋକିବାକୁ ଗୋଦାମରେ ଚଢ଼ାଉ

ବାଲେଶ୍ୱର ଅଫିସ, ୮।୫: ବାଲେଶ୍ୱର ଜିଲାରେ ବାତ୍ୟା ଆଶଙ୍କାକୁ ନେଇ ଖାଦ୍ୟ ସାମଗ୍ରୀରେ କଳାବଜାରି ଆରମ୍ଭ ହୋଇଛି। ଶନିବାର ଜିଲା ଯୋଗାଣ ବିଭାଗ ପକ୍ଷରୁ ସହରର ନୂଆବଜାର, ଫାଣ୍ଡି ଛକ, ମୋତିଗଞ୍ଜ ସମେତ ବହୁ ଆଳୁ ଗୋଦାମ ଉପରେ ଚଢ଼ାଉ କରାଯାଇଛି।…

ଛାତ୍ରୀଙ୍କ ଉପରକୁ କପି ଫିଙ୍ଗିଲେ ଶିକ୍ଷକ: ୨୫ ହଜାର ନ ଦେଲେ ଏମ୍‌ପି କରାଇଦେବାକୁ ଧମକ

ଲଙ୍ଗଳେଶ୍ୱର, ୮।୫(ଡି.ଏନ.ଏ.)-ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ କପି ବାଣ୍ଟୁଥିବା ବେଳେ ଅଚାନକ ପରୀକ୍ଷା ନିରୀକ୍ଷକ ଆସିଯିବାରୁ ନିଜକୁ ବଞ୍ଚାଇବାକୁ ଯାଇ ଜଣେ ଛାତ୍ରୀଙ୍କ ଉପରକୁ ପରୀକ୍ଷାକେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ କପି ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି। ଉକ୍ତ ଛାତ୍ରୀଙ୍କ ପାଖରୁ କପି ବାହାରିବାରୁ…

ଚିକିତ୍ସା ପାଇଁ ଅର୍ଥ ନାହିଁ, ଚିନ୍ତାରେ ବାପା

ବାଲେଶ୍ୱର ଅଫିସ, ୭ା୫ ବାଲେଶ୍ୱର ସହର ଅଙ୍ଗାରଗଡ଼ିଆଠାରେ ରହୁଥିବା ଦିନମଜୁରିଆ ସପନ ବିନ୍ଧାଣିଙ୍କ ୫ବର୍ଷର ଝିଅ ଶୁଭଲକ୍ଷ୍ମୀ। ହସିଖେଳି ସାଙ୍ଗମାନଙ୍କ ସହ ଦିନ କଟାଇବା ସମୟରେ ଦୁଇଟି ଟ୍ୟୁମରରେ ସେ ଆକ୍ରାନ୍ତ। ତାଙ୍କ ବ୍ରେନରେ ଏକ ଟ୍ୟୁମର ହୋଇଥିବା ବେଳେ କାନ୍ଧ…

ମନ୍ଦିରରୁ ମସ୍‌ଜିଦ ରାସ୍ତା ହେଲା ଆଲୋକିତ

ଖଇରା, ୭ା୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ବିଶିଷ୍ଟ ଯୋଗ ପ୍ରଚାରକ ତଥା ଆଜନ୍ମ ବ୍ରହ୍ମଚାରୀ ଖଇରା ବ୍ଲକ ଝିଙ୍କିରିଆ ପଞ୍ଚାୟତ ଭୋଗୁପୁର ଗ୍ରାମର ମୁକ୍ତିକାନ୍ତ ପାଣିଗ୍ରାହୀ ବିଭିନ୍ନ ଗାଁ, ସ୍କୁଲ, କଲେଜ ତଥା ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଯୋଗଶିକ୍ଷା ପ୍ରଦାନ କରିଥାନ୍ତି। ହେଲେ…

ଭୟଭୀତ ନ ହେବାକୁ ପରାମର୍ଶ

ବାଲେଶ୍ୱର ଅଫିସ, ୭ା୫ ଓଡ଼ିଶାର ପ୍ରମୁଖ ଉପକୂଳବର୍ତ୍ତୀ ଜିଲା ମଧ୍ୟରୁ ବାଲେଶ୍ୱରବାସୀ ଅନେକ ପ୍ରାକୃତିକ ଦୈବ ଦୁର୍ବିପାକକୁ ସାମ୍ନା କରିଛନ୍ତି। ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲା ପ୍ରଶାସନ ପ୍ରସ୍ତୁତ ଥିବା ବେଳେ ତାହାକୁ କିଭଳି ମୁକାବିଲା କରାଯାଇପାରିବ ତାକୁ ନେଇ…

୮୦ଦିନ ଧରି ମହିଳାଙ୍କୁ ବଳାତ୍କାର

ଜଳେଶ୍ୱର, ୭ା୫(ଡି.ଏନ.ଏ.): ଶାଶୁଘର ଲୋକଙ୍କ ଚକ୍ରାନ୍ତରେ ଫଶିଯାଇଛନ୍ତି ଜଣେ ମହିଳା। ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ତାନ୍ତ୍ରିକଙ୍କ ଦ୍ୱାରା ମହିଳାଙ୍କୁ ଅପହରଣ କରାଯାଇ ଏକ ପରିତ୍ୟକ୍ତ ଘରେ ୮୦ ଦିନ ଧରି ବଳାତ୍କାର କରାଯିବା ଘଟଣା ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଞ୍ଚଳରେ…

୯ରେ ରେଳରୋକୋ ନିଷ୍ପତ୍ତି

ରୂପସା,୬।୫(ଡି.ଏନ୍‌.ଏ.): ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅଧୀନ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନ ସମସ୍ୟାର ସମାଧାନ ହୋଇପାରୁ ନାହିଁ। ଦାବି ପୂରଣ ଦିଗରେ ବିଭାଗୀୟ କର୍ତ୍ତୃପକ୍ଷ ଅଣଦେଖା କରୁଥିବାରୁ ସାଧାରଣରେ ଅସନ୍ତୋଷ ଲାଗ ିରହିଛି। ପ୍ରତିବାଦରେ ଆସନ୍ତା ୯ ତାରିଖରେ…

ସମ୍ଭାବ୍ୟ ବାତ୍ୟା ପାଇଁ ଚାଷୀ ତରତର

ବାଲିଆପାଳ, ୬ା୫(ସ୍ବ.ପ୍ର.) ସମ୍ଭାବ୍ୟ ବାତ୍ୟା ଲାଗି ଠିକ୍‌ ପୂର୍ବାନୁମାନ ହୋଇ ନ ଥିଲେ ମଧ୍ୟ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକବାସୀ ଭୟଭୀତ ହୋଇପଡିଛନ୍ତି। ଏହି ସମୟରେ ବାରମ୍ବାର ବାତ୍ୟା ତାଣ୍ଡବ ବାଲିଆପାଳ ଅଞ୍ଚଳରେ ଧନଜୀବନ ନଷ୍ଟ କରୁଛି। ବିଶେଷ କରି ଚାଷୀମାନେ…

ସୁବର୍ଣ୍ଣରେଖା ବନ୍ଦର ବିବାଦ: ସର୍ଭେ ଟିମ୍‌ର ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଦକ୍ଷିଣା ବାଲିଆପାଳର ସମୁଦ୍ର ଉପକୂଳରେ ପ୍ରସ୍ତାବିତ ସୁବର୍ଣ୍ଣରେଖା ବନ୍ଦର ବିବାଦ ଥମିବାର ନାଁ ଧରୁନି। ଗ୍ରାମବାସୀ ସଜାଗ୍ର ପ୍ରହରୀ ପରି ସମୁଦ୍ର ଓ ଉପକୂଳ ଉପରେ ତୀକ୍ଷ୍‌ଣ ନଜର ରଖିଛନ୍ତି। ବୁଧବାର ମଧ୍ୟାହ୍ନରେ…

ଔଷଧ ଅଭାବ ନେଇ ଉତ୍ତେଜନା

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଡଗରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ ଲିମିଟେଡ୍‌ ଓ ଲାୟନ୍ସ କ୍ଲବ ବାଲେଶ୍ୱର ପକ୍ଷରୁ ମିଳିତ ଭାବେ ବୁଧବାର ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ସ୍ଥାନୀୟ ଅଞ୍ଚଳରୁ…

‘ମହାଦ୍ରୁମରୁ କେବଳ ପତ୍ର ଝଡ଼ିଛି’

ଖଇରା, ୪ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରାଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ରାଧାକାନ୍ତ ପାତ୍ର ଓ ଗଡପୋଖରୀ ପଞ୍ଚାୟତର ଭାଜପା ନେତା ରଞ୍ଜନ ଦଳେଇ କିଛି ଦିନର ନୀରବତା ପରେ ମଙ୍ଗଳବାର…

ସମୁଦ୍ରରେ ଛଡ଼ାଗଲା ୧୨୮ ଅଲିଭରିଡ୍‌ଲେ ଛୁଆ

ଲଙ୍ଗଳେଶ୍ୱର, ୩।୫(ଡି.ଏନ.ଏ.) ବାଲିଆପାଳ ବ୍ଲକ ଚୌମୁଖ ବେଳାଭୂମିକୁ ଗତ କିଛିବର୍ଷ ହେଲା ବିଭିନ୍ନ ପ୍ରଜାତିର ଅଲିଭ ରିଡ଼ଲେ ଅଣ୍ଡାଦାନ ପାଇଁ ଉପଯୁକ୍ତ ସ୍ଥାନ ଭାବେ ବାଛିଛନ୍ତି। ରବିବାର ତୃତୀୟଥର ପାଇଁ ବନବିଭାଗ ପକ୍ଷରୁ ଅସ୍ଥାୟୀ ହେଚେରୀରେ ସଂରକ୍ଷିତ ରଖାଯାଇଥିବା ୧୩୫ ଅଣ୍ଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri