ଲକ୍ଷାଧିକ ଟଙ୍କାର ମାଛ ମରି ଭାସିଲେ
ସୋର,୧୮।୪(ଡି.ଏନ.ଏ): ପଞ୍ଚାୟତ ନିର୍ବାଚନକୁ ୨ ମାସ ବିତିଯାଇଥିଲେ ସୁଦ୍ଧା ଗଁା ଗଣ୍ଡାରେ ଲାଗି ରହିଥିବା ବିବାଦ ଥମି ନାହଁି। ନିର୍ବାଚନରେ ପ୍ରାର୍ଥୀ ହେବାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ଉପରେ ରାଗ ରଖି ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଲିଜ୍ରେ ନେଇଥିବା ଏକ…
ଶାରିଶୁଆ ଜଙ୍ଗଲରେ ନିଆଁ
ଖଇରା,୧୮।୪(ଡି.ଏନ.ଏ.)- ଶାରିଶୁଆ ପାହାଡର ପାଖାପାଖି ୫୦ବର୍ଗ କି.ମି. ଅଞ୍ଚଳ ଜଙ୍ଗଲରେ ନିଆଁଲାଗି ଗଛପତ୍ର ପୋଡ଼ି ଯାଉଥିବା ପାହାଡ଼ ସଂଲଗ୍ନ ଗ୍ରାମଗୁଡ଼ିକର ଅଧିବାସୀମାନେ ଅଭିଯୋଗ କରିଛନ୍ତି। ୨ଦିନ ଧରି ପାହାଡ଼ ଜଳୁଥିଲେ ହେଁ ବନ ବିଭାଗ ନିଆଁ ଲିଭାଇବା ପାଇଁ କୋଣସୀ ପଦକ୍ଷେପ…
ବଢୁଛି ନିଶା କାରବାର
ଖଇରା,୧୮।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ବହୁ ଦାବି ପରେ ଏକ ଅବକାରୀ ଥାନା କାର୍ଯ୍ୟାଳୟ ୪ମାସ ଧରି ଭଡ଼ା ଘରେ ଆରମ୍ଭ ହୋଇଛି। ହେଲେ ଖୋଲିବା ଦିନଠାରୁ ୨/୪ଦିନ ଛାଡ଼ି ଦେଲେ ଅଧିକାଂଶ ଦିନ ବନ୍ଦ ହୋଇ ରହୁଛି। ୩୭…
୨୦କି.ମି. ଦୂର କେନ୍ଦ୍ରରେ ପରୀକ୍ଷା ଦେବେ ସଂସ୍କୃତ ବିଦ୍ୟାଳୟ ଛାତ୍ରୀଛାତ୍ର, ଧାରଣାରେ ବସିଲେ ଅଭିଭାବକ
ଖଇରା, ୧୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକର ଅନ୍ୟତମ ପୁରାତନ ଗଡପୋଖରୀ ହାଇସ୍କୁଲ ପୂର୍ବରୁ ବୋର୍ଡ ପରୀକ୍ଷା କେନ୍ଦ୍ର ହୋଇଆସୁଥିବା ବେଳେ ଚଳିତ ବର୍ଷ ଏହାକୁ ଇଛାକୃତ ଭାବେ ତାଲିକାରୁ କାଟି ଦିଆଯାଇଛି। ଏହାକୁ ନେଇ ଅଭିଭାବକ ତଥା ସ୍ଥାନୀୟ ଗ୍ରାମବାସୀଙ୍କ…
ଏମ୍ସ ସାଟେଲାଇଟ୍ ସେଣ୍ଟରରେ ଓପିଡି ସେବା
ବାଲେଶ୍ୱର ଅଫିସ, ୧୭।୪: ବାଲେଶ୍ୱର ଜିଲା ଜାତୀୟ ରାଜପଥ ପାର୍ଶ୍ୱସ୍ଥିତ ରେମୁଣାଠାରେ ନବନିର୍ମିତ ଏମ୍ସ ସାଟେଲାଇଟ୍ ସେଣ୍ଟରର ନିଜସ୍ବ କୋଠାରେ ଶନିବାରଠାରୁ ଓପିଡି ସେବା ଆରମ୍ଭ ହୋଇଛି। ପୂର୍ବାହ୍ନ ୮ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଏଣ୍ଡୋକ୍ରାଇନୋଲୋଜି, ଜେନେରାଲ ସର୍ଜରି ଓ ଚର୍ମ…
ବାଲେଶ୍ୱର ଏମ୍ସରେ ଓପିଡି ସେବା
ବାଲେଶ୍ୱର ଅଫିସ, ୧୬।୪ : ବାଲେଶ୍ୱର ଏମ୍ସ ସାଟେଲାଇଟ ସେଣ୍ଟର ଶନିବାର ଲୋକାର୍ପିତ ହୋଇଯାଇଛି। ସପ୍ତାହକୁ ଦୁଇ ଦିନ ଶନିବାର ଓ ରବିବାର ଓପିଡି ସ୍ବାସ୍ଥ୍ୟସେବା ମିଳିବ। ତେବେ ଡାକ୍ତରଙ୍କ ଅଭାବ ଯୋଗୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ଡାକ୍ତରଙ୍କ ପଦବୀ…
ସ୍ବର୍ଣ୍ଣଚୂଡ ଜଙ୍ଗଲରେ ନିଆଁ
ସଜନାଗଡ଼, ୧୬।୪(ଡି.ଏନ.ଏ.) ହୁତୁ ହୁତୁ ହୋଇ ଜଳୁଥିଲା ନୀଳଗିରି ସଂରକ୍ଷିତ ସ୍ବର୍ଣ୍ଣଚୂଡ଼ ଜଙ୍ଗଲ। ବହୁ ମୂଲ୍ୟବାନ ଗଛ ଜଳିପୋଡ଼ି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମାତ୍ର ପହଞ୍ଚତ୍ ପାରୁନି ବନବିଭାଗ। ଫଳରେ ଗ୍ରାମବାସୀ ଗରା ଓ ବାଲ୍ତି ଧରି ନିଆଁ ଲିଭାଇବାକୁ ପ୍ରୟାସ…
୭ଦିନ ଭିତରେ ଟଙ୍କା ନ ମିଳିଲେ ଧାରଣା
ବାହାନଗା, ୧୬।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିରେ ଦୀର୍ଘ ୩ ବର୍ଷ ତଳେ ଚାଷୀମାନେ ମିଲ୍ରେ ଧାନ ବିକ୍ରି କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଟଙ୍କା ପାଇପାରି ନାହାନ୍ତି ା ଆଗାମୀ ୭ଦିନ ମଧ୍ୟରେ ଚାଷୀ…
ଆଲଟ୍ମେଣ୍ଟକୁ ବିଭାଜନ କରି କାର୍ଯ୍ୟ କରୁଛି ପୂର୍ତ୍ତ ବିଭାଗ
ବାଲେଶ୍ୱର ଅଫିସ,୧୫।୪ ବାଲେଶ୍ୱର ପୂର୍ତ୍ତ ବିଭାଗ ଦ୍ୱାରା ଜିଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସରକାରଙ୍କ ଦ୍ୱାରା କରାଯାଉଛି। ନିର୍ମାଣାଧୀନ ପ୍ରକଳ୍ପଗୁଡ଼ିକୁ ଟେଣ୍ଡର କରି କାର୍ଯ୍ୟ କରିବା ବଦଳରେ ସ୍ଥାନୀୟ ଅଧିକାରୀ ପ୍ରକଳ୍ପର ଆଲଟମେଣ୍ଟକୁ ଛୋଟ ଛୋଟ ଭାଗରେ ବିଭାଜନ (ସ୍ପ୍ଲିଟ୍ ଅପ୍)…
୨୨ରେ ଲଗ୍ନଧରା, ୨୬ରେ ବାହାଘର
ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ଲୋକକଳା ଜଉକଣ୍ଢେଇ ବାହାଘର ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦୋଳପୂର୍ଣ୍ଣିମାରେ ଜଉକଣ୍ଢେଇ ବରକନ୍ୟା ଜୟଦେବ ଓ ପଦ୍ମାବତୀ ନାମକରଣ କରାଯାଇ ଶ୍ରୀରାମ ନବମୀ ଅବସରରେ ବାମପଦାସ୍ଥ ନୋସି ଉତ୍କଳା ମୁକ୍ତମଞ୍ଚରେ ନିର୍ମାଣ ଶୁଭାରମ୍ଭ…
ଜାତୀୟ ପୁରସ୍କାର ପାଇଲେ ଲକ୍ଷ୍ମୀପ୍ରିୟା
ରୂପସା, ୧୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ହାତିଆଡ଼ିହା ଗ୍ରାମର ଚିତ୍ରଶିଳ୍ପୀ ଲକ୍ଷ୍ମୀପ୍ରିୟା ପାଣିଗ୍ରାହୀ ଜାତୀୟ ତଥା ଲଳିତକଳା ଏକାଡ଼େମୀ ଚିତ୍ରକଳାରେ ଜାତୀୟ ପୁରସ୍କାର ହାସଲ କରି ସମଗ୍ର ଜିଲା ପାଇଁ ଗୌରବ ଆଣିଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜ୍ଞାନଭବନରେ ଆୟୋଜିତ ଉତ୍ସବରେ…
ଏନ୍ଏଚ୍ କଡରୁ ଜବରଦଖଲ ହଟିଲା
ଜଳେଶ୍ୱର,୧୪।୪(ଡି.ଏନ.ଏ.): ୬୦ନଂ. ଜାତୀୟ ରାଜପଥ(ଏନ୍ଏଚ୍)ର ଜଳେଶ୍ୱର ନିକଟ ଉପାନ୍ତ ଲକ୍ଷ୍ମଣନାଥ ଟୋଲପ୍ଲାଜାର ୨ଶହ ମିଟର ଉତ୍ତର ଓ ଦକ୍ଷିଣ ଦିଗକୁ ଦୀର୍ଘବର୍ଷ ଧରି କେତେକ ଉଠାଦୋକାନୀ ଜବରଦଖଲ କରି ରଖିଥିଲେ। ମଙ୍ଗଳବାର ପ୍ରଶାସନ ପକ୍ଷରୁ ଏସବୁ ଉଚ୍ଛେଦ କରାଯାଇଛି ା ଏବେ…
Archives


